ଜୀବନ ରକ୍ଷା ପାଇଁ ଲକ୍ଡାଉନ ଜରୁରୀ: ପୁରୀ ଜିଲାପାଳ
ପୁରୀ ଅଫିସ,୨୨।୩: କରୋନା ଭାଇରସ୍ର ଭୟାବହତାକୁ ଦେଖି ରାଜ୍ୟ ସରକାର ୫ଟି ଜିଲା ଏବଂ ୮ଟି ସହରାଞ୍ଚଳରେ ଲକ୍ ଡାଉନ ଘୋଷଣା କରିଛନ୍ତି। ଏହି ସହର ମଧ୍ୟରେ ପୁରୀ ରହିଛି। ଏହି ନିଷ୍ପତ୍ତି ବାସ୍ତବିକ କଷ୍ଟକର, କିନ୍ତୁ ଆମ ସମସ୍ତଙ୍କ ଜୀବନ…
ପରିବା ମାର୍କେଟ ବନ୍ଦ ଚର୍ଚ୍ଚା: ଜମିଲା ଭିଡ଼
ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। ରାଜ୍ୟରେ ୨ଜଣ ଆକ୍ରାନ୍ତ ଚିହ୍ନଟ ପରେ ଏହି ସଂଖ୍ୟା କିପରି ଆଗକୁ ନ ବଢିବ ସେଥିଲାଗି ଦିନକୁ ଦିନ ନୂଆ ନୂଆ କଟକଣା ଲଗାଉଛନ୍ତି। ଦେଶରେ…
ଖାଁ ଖାଁ ଶ୍ରୀମନ୍ଦିର: ଏକା ଏକା ବସିଛନ୍ତି ମହାପ୍ରଭୁ, ଶ୍ରୀଅଙ୍ଗକୁ ଅଣ୍ଟୁନି ତୁଳସୀ, ଫୁଲ
ପୁରୀ ଅଫିସ,୨୨।୩: ଶ୍ରୀଜଗନ୍ନାଥ ଭକ୍ତ ବତ୍ସଳ ପୁଣି ଭାବର ଠାକୁର। ହେଲେ ଆଜି ଭକ୍ତ ନାହାନ୍ତି, ଏକା ଏକା ରତ୍ନସିଂହାନରେ ବସିଛନ୍ତି ମହାପ୍ରଭୁ। ନୀତିକାନ୍ତି ଚାଲିଛି, ସେବକମାନେ ସେବାପୂଜା କରୁଛନ୍ତି। ହେଲେ ଶ୍ରଦ୍ଧାଳୁଙ୍କ ବିନା ଖାଁ ଖାଁ ଶ୍ରୀମନ୍ଦିର। ଆନନ୍ଦ ବଜାର…
ପରମ୍ପରା ଉପରେ କରୋନା ଅଙ୍କୁଶ
ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ ବାରୁଣୀ ମେଳା, ବାରବାଟୀ ବିଶ୍ୱଶାନ୍ତି ମହାଯଜ୍ଞ, ଶଙ୍ଖଚିଲା ହିଙ୍ଗୁଳା ଯଜ୍ଞ, ରାଛିପୁର ଶନିଶ୍ଚର…
ଖୁଣ୍ଟ ଅଛି, ବିଦ୍ୟୁତ୍ ନାହିଁ
ବଅଁରପାଳ, ୨୨ା୩(ଡି.ଏନ.ଏ.) – ବଅଁରପାଳ ବ୍ଲକ କନ୍ୟାବେଡା ତେଲିସାହି ଓ ଭୋଇ ସାହି ବାସିନ୍ଦାଙ୍କ ମୌଳିକ ସମସ୍ୟା ସୁଧାରୁନି ପ୍ରଶାସନ। ସାହିରେ ବିଜୁଳି, ପାନୀୟ, ସ୍ବାସ୍ଥ୍ୟ, ଶିକ୍ଷା ଭଳି ସୁବିଧା ସୁଯୋଗରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପରିବାର ବଞ୍ଚିତ ହେଉଥିଲେ ହେଁ…
ମନ୍ଦିରରେ ଚାଲିଥିଲା ପ୍ରସାଦ ସେବନ
ଅନୁଗୋଳ ଅଫିସ୍, ୨୨।୩: ମନ୍ଦିର ମଧ୍ୟକୁ ଭକ୍ତଙ୍କ ପ୍ରବେଶ ଉପରେ ରାଜ୍ୟ ସରକାର କଟକଣା ଲଗାଇଥିବା ସତ୍ତ୍ୱେ ଅନୁଗୋଳ ସହରରେ ଥିବା ଆଖଣ୍ଡଳମଣି ମନ୍ଦିରରେ ଶନିବାର ଅନ୍ନପ୍ରସାଦ ସେବନ ଚାଲିଥିବା ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ଅନୁଗୋଳ ଉପଜିଲାପାଳ ବାସୁଦେବ…
କଟକଣା ମାନିଲେନି, ୩ ବ୍ୟବସାୟୀ ଅଟକ
ଅନୁଗୋଳ ଅଫିସ୍, ୨୨।୩ – କରୋନା ସଂକ୍ରମଣକୁ ରୋକିବା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ, କଲେଜ, ଶପିଂମଲ୍, ଫିଲ୍ମ ହଲ୍, ଧର୍ମାନୁଷ୍ଠାନ ଆଦି ଜିଲା ପ୍ରଶାସନ ପକ୍ଷରୁ…
ଲକ୍ଡାଉନ୍ ହେଲା ଅନୁଗୋଳ ଜିଲା
ଅନୁଗୋଳ ଅଫିସ୍, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର ଲକ୍…
ପୋଖରୀ ବିଷାକ୍ତ କରୁଛି ଠିକାସଂସ୍ଥା
ବଇଣ୍ଡା,୨୨।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଚନ୍ଦନ ପୋଖରୀର କିଛି ଅଂଶ ପୋତିବା ପାଇଁ ଏକ ଠିକାସଂସ୍ଥା ବିଷାକ୍ତ ସାମଗ୍ରୀ ମିଶା ମାଟି ମୋରମ ଆଦି ପକାଉଥିବାରୁ ପାଣି ଦୂଷିତ ହେବା ସହ ଶତାଧିକ ମାଛ ମରି ଭାସୁଛନ୍ତି। ଏ ନେଇ…
ପ୍ରତିରୋଧ ଲାଗି ଜୋର୍ଦାର ପ୍ରୟାସ
କାମାକ୍ଷାନଗର/ଭୁବନ, ୨୨।୩(ଡି.ଏନ.ଏ.) – ଭାରତରେ କାୟାବିସ୍ତାର କରୁଛି କରୋନା ଭାଇରସ୍। ଏହାକୁ ରୋକିବାକୁ ଏବେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ସଂକ୍ରମଣ ପ୍ରତିହତ କରିବାକୁ ସବୁସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ପ୍ରତିଦିନ ନୂଆ ଗାଇଡ୍…
ବସ୍ରେ ପରିବହନ କଟକଣା ଯାଞ୍ଚ କଲେ ଜିଲାପାଳ: କୋକୋକୋଲା ଗୋଦାମ, ବେକେରୀକୁ ବନ୍ଦ କଲା ବିଏମ୍ସି
ବ୍ରହ୍ମପୁର ଅଫିସ,୨୨ା୩-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ପାଇଁ ଅଧିକ ସଜାଗ ହୋଇଛି ଜିଲା ପ୍ରଶାସନ । ଗଞ୍ଜାମ ଜିଲାରେ ୧୪୪ ଧାରା ଉଠାଯିବା ପରେ ସହରରେ ଜନଗହଳି, ଭିଡକୁ ଏଡାଇବା ପାଇଁ ଜିଲା…
ପେପର ଗାଡି ଡ୍ରାଇଭରଙ୍କୁ ମାଡ: ଅଭିଯୁକ୍ତ ଫେରାର
ଫୁଲବାଣୀ ଅଫିସ,୨୧ା୩: ରାସ୍ତା ଉପରେ କାର ରଖି ଛିଡା ହୋଇ କଥା ହେଉଥିବା କେତେଜଣ ବ୍ୟକ୍ତିଙ୍କୁ ପେପର ଗାଡି ଚାଳକ ସାଇଡ୍ ମାଗିବାରୁ ସେମାନେ ମାଡ ମାରିଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଥିବାବେଳେ ଅଭିଯୁକ୍ତ…

