କୋର୍ଟ କାର୍ଯ୍ୟ ତଦାରଖ କଲେ ହାଇକୋର୍ଟ ବିଚାରପତି
ଫୁଲବାଣୀ ଅଫିସ, ୧୯ା୧-ଓଡିଶା ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଶନିବାର ଫୁଲବାଣୀ କୋର୍ଟ କାର୍ଯ୍ୟ ତଦାରଖ କରିଛନ୍ତି। ଏଥିସହ ନୂଆ କୋର୍ଟ ପାଇଁ ବିଶିପଡାଠାରେ ଚିହ୍ନଟ ହୋଇଥିବା ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛନ୍ତି। ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାବେଳେ ବିଚାରପତି…
ରେଳଷ୍ଟେଶନରେ ସୁରକ୍ଷିତ ମଣୁନାହାନ୍ତି ଯାତ୍ରୀ
ବ୍ରହ୍ମପୁର ଅଫିସ,୧୯ା୧-ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର ରେଳଷ୍ଟେଶନ ଉପରେ ପ୍ରତିଦିନ ହଜାର ହଜାର ଲୋକ ନିର୍ଭର କରନ୍ତି। ଏହି ଷ୍ଟେଶନ ଦେଇ ବହୁ ଟ୍ରେନ ଚଳାଚଳ କରୁଛି। ଏଠାରୁ ଯାତ୍ରୀମାନେ ଭୁବନେଶ୍ୱର ଦେଇ କଲିକତା ଓ ଦିଲ୍ଲୀ ଯିବା ପାଇଁ ଏବଂ ଆନ୍ଧ୍ରପ୍ରଦେଶ…
ନିଲାମ ପରେ ଖଣିରେ ନିଯୁକ୍ତି ନେଇ ଶଙ୍କାରେ ଶ୍ରମିକ: ୨୦ରେ ସଚିବାଳୟ ସମ୍ମୁଖରେ ଧାରଣା
ଯୋଡ଼ା, ୧୯।୧(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଖଣି ନିଲାମ ପ୍ରକ୍ରିୟା। ଏଭଳି ସ୍ଥିତିରେ ନିଲାମ ହେଉଥିବା ଖଣିରେ କାର୍ଯ୍ୟରତ ଶ୍ରମିକ, ବନ୍ଦ ଥିବା ଖଣି ଗୁଡିକର ଶ୍ରମିକ , ପରିବହନ ଟ୍ରକର ଡ୍ରାଇଭର ଓ ହେଲପର କିପରି ପୁନଃ ଖଣି…
ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା
ତିହିଡ଼ି,୧୯।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ବଣ୍ଟନ ଦାୟିତ୍ୱରେ ଥିବା ରିଟେଲର ହିତାଧିକାରୀଙ୍କଠାରୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ନେଉଥିବା ଦର୍ଶାଯାଇଛି। ପଞ୍ଚାୟତର ହିତାଧିକାରୀମାନେ ଶନିବାର ଜିଲାପାଳ ଓ…
ପରୀକ୍ଷା ଘୁଞ୍ଚାଇବା ଦାବିରେ ବିକ୍ଷୋଭ
ସୋର, ୧୯ା୧(ଡି.ଏନ୍.ଏ.)-ସୋର ଉପେନ୍ଦ୍ରନାଥ ମହାବିଦ୍ୟାଳୟର ଯୁକ୍ତ ଦୁଇ ୧ମ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବା ସହ ପାସ୍ ଫେଲ୍ ନିୟମ ବାତିଲ କରିବା ଦାବିରେ ଶନିବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ଛାତ୍ରୀଛାତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଟାୟାର ଜାଳି…
ଘନ କୁହୁଡ଼ିରେ ପିକନିକ୍ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୫ ଗୁରୁତର
ଭୋଗରାଇ,୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନହରା ଛକଠାରେ ଶନିବାର ଭୋର ସମୟରେ ଏକ ବୋଲେରୋ ଘନ କୁହୁଡ଼ିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଥିବା ୧୦ଜଣ ବଙ୍ଗୀୟ ବ୍ୟକ୍ତିଙ୍କ ମଧ୍ୟରୁ ୫ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର…
‘ବରିଷ୍ଠ ନାଗରିକ ବୋଝ ନୁହନ୍ତି’
ଔପଦା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ହାଇସ୍କୁଲ ପଡ଼ିଆରେ ରମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶନିବାର ବରିଷ୍ଠ ନାଗରିକ ମଞ୍ଚର ୭ତମ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅନୁଷ୍ଠିତ ହୋଇଥିଲା। ପ୍ରଦୀପ ପ୍ରଜ୍ୱଳନ ଓ ମାଲ୍ୟାର୍ପଣ ପରେ ଆବାହକ ମହେନ୍ଦ୍ର ପ୍ରସାଦ…
ଦମ୍ପତିଙ୍କ ଦ୍ୱାରା ୧୦ ଲକ୍ଷ ଟଙ୍କା ଠକେଇ, ଥାନାରେ ଏତଲା
ଦିଗପହଣ୍ଡି,୧୮ା୧(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ଦଳିତ ସାହିର ବହୁ ସଂଖ୍ୟକ ମହିଳାଙ୍କ ଠାରୁ ପ୍ରାୟ ୧୦ ଲକ୍ଷଟଙ୍କା ଠକେଇ ନେଇ ଥାନାରେ ଅଭିଯୋଗ ହୋଇଛି। ସାହିରେ ରହୁଥିବା ଜଣେ ଗୋରୁ ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀ ବିଭିନ୍ନ ଉପାୟରେ ମହିଳାମାନଙ୍କୁ…
ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି…
ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ
ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକ ଶୁକ୍ରବାର ମଙ୍ଗଳପୁର ଥାନାରେ ଏତଲା ଦେଇଛନ୍ତି। ସୂଚନା…
ସିମେଣ୍ଟ ଟ୍ରକ ଓଲଟି ଡ୍ରାଇଭର ମୃତ
ଖଲ୍ଲିକୋଟ,୧୮ା୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ହରିଡ଼ାମୂଳ ଘାଟିରେ ଶନିବାର ଏକ ସିମେଣ୍ଟ ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଟ୍ରକ (ନଂ ଏପି୧୬ଟିଇ୨୧୫୯) ଭାରସାମ୍ୟ ହରାଇ ହରିଡ଼ାମୂଳ ଘାଟି ତଳକୁ ଖସି ପଡ଼ିଥିଲା। ଫଳରେ ଡ୍ରାଇଭର…
ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ
ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର ନାରାୟଣ ଦଳେଇ। ବୁଗୁଡ଼ା ପୋଲିସ ନଂ. ୨୮୭/୧୯ରେ ମାମଲା ରୁଜୁ କରିଥିଲା। ପ୍ରକାଶ ଯେ,…
Archives


