ଆମ ଜିଲା ଖବର

ପାଇଖାନା ନିର୍ମାଣ ନଁ।ରେ ଅନିୟମିତତା

ପଦ୍ମପୁର,୨୧।୩(ଡି.ଏନ.ଏ.)-ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏ ନେଇ ବିଡିଓ, ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। କରଞ୍ଜଆଡ଼ିଆ ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମର କୈଳାସ ନାଥଙ୍କ ଅଭିଯୋଗ ଅନୁଯାୟୀ,…

ଘରେ ପଶିଲା ଡ୍ରେନ୍‌ ପାଣି,ପ୍ରତିବାଦରେ ରାସ୍ତାରୋକୋ

ବାରିପଦା ଅଫିସ, ୨୧ା୩- ଗୁରୁବାର ରାତିରେ ହୋଇଥିବା ବର୍ଷାରେ ବାରିପଦା ପୌରପରିଷଦର ୨୭ନଂ. ୱାର୍ଡ଼ ତୁଳସୀଚଉରା ଅଞ୍ଚଳରେ ବସବାସ କରୁଥିବା ବିଭିିନ୍ନ ବ୍ୟକ୍ତିଙ୍କ ଘରେ ଡ୍ରେନ ପାଣି ପଶି ଯାଇଥିଲା। ଏହାର ପ୍ରତିବାଦରେ ଶୁକ୍ରବାର ସକାଳେ ୭ଟାରେ ଅଞ୍ଚଳବାସୀ ତୁଳସୀଚଉରା ଛକଠାରେ…

ଧାନ ମଣ୍ଡି ଅନିୟମିତତା, ୨ ସମ୍ପାଦକଙ୍କ ନାମରେ ଏତଲା

କେନ୍ଦ୍ରାପଡା ଅଫିସ, ୨୧ା୩: କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ ଧାନ ମଣ୍ଡିରେ ସମବାୟ ସମିତି ସମ୍ପାଦକ ଅନିୟମିତତା ଘଟଣାରେ ୨ ସମ୍ପାଦକଙ୍କ ନାମରେ ଜିଲା ପ୍ରଶାସନ ପକ୍ଷରୁ ମାମଲା ରୁଜୁ ହୋଇଛି । ସମ୍ପୃକ୍ତ ସମ୍ପାଦକ ହେଲେ ପଟ୍ଟାମୁଣ୍ଡାଇ…

ଚାକିରି ଅପେକ୍ଷାରେ ୩୩,୭୨୧ ବେକାର

  ବାରିପଦା ଅଫିସ, ୨୧ା୩- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ବେକାରି ସମସ୍ୟା ଉତ୍କଟ ହେବାରେ ଲାଗିଛି। ପ୍ରତିବର୍ଷ ବେକାରିଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲୁଛି। ସରକାରଙ୍କ ପକ୍ଷରୁ ନିଯୁକ୍ତି ମେଳା ଆୟୋଜନ କରାଯାଉଛି। ବିଜୁ ଦକ୍ଷତା କେନ୍ଦ୍ର ଓ…

ଓଟିରୋଡ ସମ୍ପ୍ରସାରଣ ଲାଗି ଜବରଦଖଲ ଉଚ୍ଛେଦ : ଭଙ୍ଗା ହେଲା ଲକ୍ଷ୍ମୀନାରାୟଣ ମନ୍ଦିର ନାଟମଣ୍ଡପ

ବାଲେଶ୍ୱର ଅଫିସ, ୨୧।୩-ବାଲେଶ୍ୱର ସହରର ମୁଖ୍ୟରାସ୍ତା ଓଟିରୋଡ୍‌ ସମ୍ପ୍ରସାରଣ ପାଇଁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଶୁକ୍ରବାର ଆଇଟିଆଇସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିରର ତୋରଣ, ଗରୁଡ଼ଖମ୍ଭ ଓ ନାଟମଣ୍ଡପ ଜେସିବି ଦ୍ୱାରା ଭଙ୍ଗା ଯାଇଥିବାବେଳେ କେବଳ ଠାକୁରଙ୍କ ଆସ୍ଥାନ ରହିଛି। ଜିଲାର ମୁଖ୍ୟ…

ଦୁଇ ମାସର ରାଶନ ଆମତ୍ସାତ: ବିଡିଓଙ୍କୁ ଅଭିଯୋଗ କଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୨୧।୩-ବାଲେଶ୍ୱର ସଦର ବ୍ଲକ ଛାନୁଆଁ ପଞ୍ଚାୟତରେ ଫେବୃୟାରୀ ଓ ମାର୍ଚ୍ଚ ମାସର ଗହମ, ଚାଉଳ ଓ କିରୋସିନ ଦିଆ ନ ଯାଇ ହଡ଼ପ କରାଯାଇଥିବା ପଞ୍ଚାୟତବାସୀ ଅଭିଯୋଗ ଆଣିଛନ୍ତି। ଏ ନେଇ ସେମାନେ ଶୁକ୍ରବାର ସଦର ବିଡ଼ିଓଙ୍କୁ ଭେଟି…

ଆରତି ମାଉସୀଙ୍କ ‘ଭୋଜନାଳୟ’

ଭୋଗରାଇ, ୨୧।୩(ପ୍ରଦୀପ ଦାସ)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖ ଭାଗରେ ରହିଛି ଏକ ଭୋଜନାଳୟ। ବାହାରେ ନାହଁ ଅନ୍ୟ ଭୋଜନାଳୟ ଭଳି କିଛି ଚାକଚକ୍ୟ। ନଡ଼ା ଛପର ମିଶା ଆଜବେଷ୍ଟସ ଘର। ଏହା ଭିତରେ ଚାଲିଥିବା ଭୋଜନାଳୟ ଗ୍ରାହକଙ୍କ ଲାଗି ଆକର୍ଷଣ…

ସିଲ୍‌ ପରେ ଚିନିକଳର ସୁରକ୍ଷା ନାହିଁ

ନୟାଗଡ଼ ଅଫିସ,୨୧ା୩: ଗତ ୧୨ ତାରିଖରେ ନୟାଗଡ ପାଣିପୋଇଲାସ୍ଥିତ ଚିନିକଳରେ ଥିବା ଉପକରଣର ତଦାରଖ ଓ ଆକଳନ ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ ରାଉତ ଓ ନୟାଗଡ ତହସିଲଦାର ଭିକାରୀ ସାହୁଙ୍କ ଉପସ୍ଥିତିରେ ହୋଇଥିଲା। ଆସ୍କା ଚିନିକଳର ୨ଜଣିଆ ବୈଷୟିକ ଟିମ୍‌…

ରେଳପଥ ପାଇଁ ଉଜୁଡିବ ୩୨.୭୯୨ ହେକ୍ଟର ଜଙ୍ଗଲ: ଦଶପଲ୍ଲା ରେଞ୍ଜରେ ଚିହ୍ନଟ ପ୍ରକ୍ରିୟା ଶେଷ

ନୟାଗଡ଼ ଅଫିସ,୨୧ା୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ ଉଦ୍ଦେଶ୍ୟରେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜର ଅରାସାହି, କୁଞ୍ଜବନଗଡ, ନିଜ ଅନ୍ଧାରକୋଟ ରେଭିନ୍ୟୁ ଓ ରିଜର୍ଭ ଫରେଷ୍ଟର ୩୨.୭୯୨ ହେକ୍ଟର ଜଙ୍ଗଲ ଉଜୁଡିବ। କାରଣ କୁଞ୍ଜବନଗଡ ଜଙ୍ଗଲରୁ ୭୮୬, ଛଦେଶ ରିଜର୍ଭ ଫରେଷ୍ଟରୁ ୨୦୯୯,…

ବାହାରୁ ଆସିଥିବା ଲୋକଙ୍କୁ ନେଇ ଭୟ

ଅନୁଗୋଳ ଅଫିସ୍‌, ୨୧।୩ କରୋନାକୁ ନେଇ କଟକଣା ବଢ଼ୁଥିବା ବେଳେ ସହରଠାରୁ ଗଁା ଯାଏ ସବୁଠି ଏବେ ଲୋକେ ଆଶଙ୍କା ମଧ୍ୟରେ ଅଛନ୍ତି। ଏପରି କି ସଂକ୍ରମଣର କୌଣସି ଲକ୍ଷଣ ନ ଥିଲେ ମଧ୍ୟ ଜଣେ ଅନ୍ୟ ଜଣଙ୍କୁ ସନ୍ଦିଗ୍ଧ ବୋଲି…

୪୪ ଛାତ୍ରାବାସରୁ ଘରକୁ ଯିବେ ୬୮୫୯ ପିଲା

ଅନୁଗୋଳ ଅଫିସ୍‌, ୨୧।୩ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସମସ୍ତ ଛାତ୍ରାବାସକୁ ଆସନ୍ତା ୨୫ ତାରିଖଠାରୁ ଜୁନ ୧୫ ପର୍ଯ୍ୟନ୍ତ ବନ୍ଦ କରାଯାଇଛି।…

କୋଟିଏ ଟଙ୍କାର କଦଳୀ ଫସଲ ନଷ୍ଟ

ଛେଣ୍ଡିପଦା,୨୧।୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳର କଦଳୀ ଚାଷୀଙ୍କ ପାଇଁ କାଳ ହୋଇଛି କାଳବୈଶାଖୀ। ଗତ ଗୁରୁବାର ହୋଇଥିବା କାଳବୈଶାଖୀରେ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ କୋଟିଏରୁ ଅଧିକ ଟଙ୍କାର କଦଳୀ ଫସଲ ଉଜୁଡି ଯାଇଛି। ଫଳରେ ଚାଷୀମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?