ଖାଦ୍ୟରେ ବିଷକ୍ରିୟାରୁ ଗଲା ଜୀବନ: ଗୋଟିଏ ପରିବାରର ୩ ଅସୁସ୍ଥ, ଜଣେ ମୃତ
ଭଞ୍ଜନଗର,୧୮।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ବଦାଙ୍ଗିରେ ଖାଦ୍ୟରେ ବିଷକ୍ରିୟା ଯୋଗୁ ଶନିବାର ଗୋଟିଏ ପରିବାରର ୩ଜଣ ଅସୁସ୍ଥ ଥିବା ବେଳେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲିମା ଗୌଡ଼ (୩)। ଭଞ୍ଜନଗର ମେଡିକାଲରେ ଅସୁସ୍ଥମାନେ ଚିକିତ୍ସିତ…
ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାରେ ୨୦ ଆହତ
ବାଲେଶ୍ୱର ଅଫିସ,୧୮।୧: ଜାତୀୟ ରାଜପଥ ଖନ୍ତାପଡା ଥାନା ମେଘନା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବସ୍ ସହିତ ଟ୍ରକ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୦ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧୦ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କଲିକତାରୁ ପୁରୀ…
ମହୋତ୍ସବ ଋତୁ
ବୌଦ୍ଧ ଜିଲା ସଂସ୍କୃତିସମ୍ପନ୍ନ ଐତିହାସିକ, ଶାନ୍ତି, ପ୍ରୀତି ଓ ମୈତ୍ରୀର ପବିତ୍ର ମାଟି। ସେହି ଜିଲାରେ ବର୍ଷସାରା ମହୋତ୍ସବର ଋତୁ ଚାଲିଛି। ହରଭଙ୍ଗା ବ୍ଲକ ପୁରୁଣାକଟକରେ ମା’ ଭୈରବୀ ମହୋତ୍ସବ, ବୀରନରସିଂହପୁରରେ ଗଡଜାତ ଲୋକ ମହୋତ୍ସବ, ବୌଦ୍ଧରେ ଜିଲା ମହୋତ୍ସବ ପାଳନ…
୭ ଦିନର ଶିଶୁ କନ୍ୟା ଉଦ୍ଧାର
ଜଗତ୍ସିଂହପୁର ଅଫିସ୍, ୧୮ା୧: ଶୁକ୍ରବାର ଜଗତ୍ସିଂହପୁର ଜିଲା ପଳାଶୋଳ ଗ୍ରାମରୁ ଚାଇଲ୍ଡ ଲାଇନ୍ ଓ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଏକ ୭ ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପଳାଶୋଳର କବିତା ସାହୁ ଓ ତାଙ୍କ ସ୍ବାମୀ ନିତ୍ୟାନନ୍ଦ ସାହୁ…
ଜାତୀୟ ଷ୍ଟ୍ରିଟ୍ ଫୁଡ୍ ଫେଷ୍ଟିଭାଲରେ ବାବୁଲା ଦହିବରା ପୁରସ୍କୃତ
କଟକ ଅଫିସ,୧୮ା୧: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ୧୧ତମ ଜାତୀୟ ଷ୍ଟ୍ରିଟ୍ ଫୁଡ୍ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ଦେଉଳସାହିର ପ୍ରଦୀପ୍ତ କୁମାର ସାହୁ ଓରଫ ବାବୁଲାଙ୍କ ଦହିବରା ଷ୍ଟଲ୍ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ମଧ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି।…
୮ ଟନ୍ ଚୋରି ହାର୍ଡ-କୋକ୍ ଜବତ
ଚୌଦ୍ୱାର,୧୮ା୧(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ଚାନ୍ଦୋଳ ଅଞ୍ଚଳରୁ ଚୋରି ହୋଇଥିବା ଏକ ହାର୍ଡ-କୋକ୍ ଟ୍ରକ୍କୁ ଚୌଦ୍ୱାର ପୋଲିସ ୫୫ନମ୍ବର ଜାତୀୟ ରାଜପଥର କଜଳଖଣା ନିକଟସ୍ଥ ଏକ ଢାବା ସମ୍ମୁଖରୁ ଶୁକ୍ରବାର ଉଦ୍ଧାର କରିଛି। ଏହାସହ ଉକ୍ତ ଟ୍ରକ୍ରୁ ଚୋରି…
ନିଯୁକ୍ତି ଦାବିରେ କାରଖାନା ଆଗରେ ଧାରଣା
ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ .): ଖୁଣ୍ଟୁଣୀ ଥାନା ଅଧୀନ ରାଧାଶ୍ୟାମପୁରଠାରେ ପ୍ରତିଷ୍ଠିତ ଏକ ସିମେଣ୍ଟ କାରଖାନାକୁ ଜମି ଦେଇ ନିଯୁକ୍ତି ଓ ଅନ୍ୟାନ୍ୟ ସୁବିଧା ପାଇ ନ ଥିବା ୪୦ରୁ ଊର୍ଦ୍ଧ୍ୱ ପରିବାର ଶୁକ୍ରବାର କାରଖାନାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଥିଲେ।…
ବ୍ରହ୍ମଗିରିରେ ସେସୁର ବିଦ୍ୟୁତ୍ କାଟ୍ ଆରମ୍ଭ: ୧୦ଜଣଙ୍କ ଲାଇନ୍ କଟିଲା
ବ୍ରହ୍ମଗିରି,୧୮ା୧(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରେ ବକେୟା ବିଦ୍ୟୁତ ବିଲ୍ ପୈଠ କରି ନ ଥିବା ଗ୍ରାହକଙ୍କର ବିଦ୍ୟୁତ୍ କାଟ୍ ଶୁକ୍ରବାରଠାରୁ ଆରମ୍ଭ କରିଛି ସେସୁ। ପ୍ରଥମେ ବ୍ୟବସାୟିକ ଅନୁଷ୍ଠାନଗୁଡିକର ବିଦ୍ୟୁତ୍ କାଟ୍ କରାଯାଉଥିବାବେଳେ ଦୁଇଦିନ ପରେ ଘରୋଇ ଗ୍ରାହକଙ୍କ ବିଦ୍ୟୁତ କାଟ୍ ଆରମ୍ଭ…
ଖୁଣ୍ଟୁଣୀ କଲେଜରେ ସଡ଼କ ସୁରକ୍ଷା ସପ୍ତାହ
ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ.): ଖୁଣ୍ଟୁଣୀ କଲେଜ ପରିସରରେ ଶୁକ୍ରବାର ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରିଥିଲେ। କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଖୁଣ୍ଟୁଣୀ ଟ୍ରକ୍ ମାଲିକ ସଂଘ ଏବଂ ଥାନା…
ପଲିଥିନ, ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗୁନି ଅଙ୍କୁଶ
ରସୁଲପୁର,୧୮ା୧(ଡିଏନଏ): ୨ ଅକ୍ଟୋବର, ୨୦୧୯ରୁ ରାଜ୍ୟର ପ୍ରମୁଖ ସହରଗୁଡିକରେ ପ୍ଲାଷ୍ଟିକ ବ୍ୟବହାରକୁ ସରକାର ନିଷିଦ୍ଧ ଘୋଷଣା କରିଛନ୍ତି। ଏଥିସହ ୨ବର୍ଷ ମଧ୍ୟରେ ସମଗ୍ର ରାଜ୍ୟର ଗାଁ ଗଣ୍ଡା ଓ ଗାଁ ସଂଲଗ୍ନ ସହରାଞ୍ଚଳକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଘୋଷଣା କଲେ। ସାମଗ୍ରିକଭାବେ…
ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକୁ ବେଖାତିର
ଯାଜପୁର ଅଫିସ,୧୮ା୧: ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଆଦୌ ଭୃକ୍ଷେପ କରୁନାହାନ୍ତି। ଏପରିକି ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବାକୁ ଉଚ୍ଚଶିକ୍ଷା ବିଭାଗର ଅନୁରୋଧ ଦୀର୍ଘ ୧ ବର୍ଷ ହେଲା କାର୍ଯ୍ୟକାରୀ ହୋଇପାରି ନାହିଁ। ଫଳରେ…
ହାତୀ ଆକ୍ରମଣରେ ୨ମୃତ
ଖୋର୍ଦ୍ଧା ଅଫିସ,୧୮।୧: ବେଗୁନିଆ ବ୍ଲକ ହଜ ପଞ୍ଚାୟତରେ ଶନିବାର ହାତୀ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହଜ ଗାଁର ବଂଶୀଧର ଛୁଆଳସିଂହ(୮0)…
Archives


