ଆମ ଜିଲା ଖବର

ହେଲାନି କରୋନା ପଞ୍ଜୀକରଣ, ୫ ବିଦେଶୀଙ୍କୁ ଛାଡ଼ିଦେଲା ପୋଲିସ

କେନ୍ଦ୍ରାପଡା ଅଫିସ/ ମହାକାଳପଡା (ଡି.ଏନ.ଏ.)୨୦।୩: କେନ୍ଦ୍ରାପଡା ଜିଲାରେ ଅନୁପ୍ରବେଶକୁ ଜିଲା ପୋଲିସ ଗୁରୁତ୍ୱ ଦେଉନାହିଁ। ଏପରି କି କରୋନା ଭୂତାଣୁ ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ ଜାରି ହୋଇଥିବା କଟକଣାକୁ ଜିଲା ପୋଲିସ ବେଖାତିର କରିଛି। ଏପରି ଘଟଣା ଏହି ଜିଲା…

ଏକାଧିକ ଚୋରି, ଡକାୟତିରେ ସଂପୃକ୍ତ ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨୦୧୯ରୁ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ ଥାନା ସିମନବାଡ଼ି ଗ୍ରାମର କୃପାକର ମୁଖୀ। ତାଙ୍କ ନାମରେ ପୂର୍ବରୁ ୯୩/୧୯ରେ ଏକ…

ବାଇପାସ୍‌ ଚିନ୍ତା

ଦେବଗଡ଼ ଜିଲା ସଦର ମହକୁମା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହାର ପ୍ରଶସ୍ତୀକରଣ ବିଳମ୍ବିତ ହେବାରେ ଲାଗିଛି। ରାଜପଥରେ ଯାନବାହନ ବୃଦ୍ଧି ସହିତ ସହରର ଜନସଂଖ୍ୟା ବୃଦ୍ଧି ପାଉଥିବାରୁ ଦୁର୍ଘଟଣା ମଧ୍ୟ ବଢୁଛି। ଫଳରେ…

୫ ବଛର ହେଲା ଖଟେ ପଡ଼ିଛନ୍‌ ଲମ୍ବୋଦର

ବିନିକା,୨୦।୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା କଲୋନୀ ପଡ଼ାର ଲମ୍ବୋଦର ବାଘ(୪୫)। ସେ ଅନେକ୍‌ ବଛର ହେଲା ମଧୁମେହ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ ଅନାଟନ ଲାଗି ଉଷୋକଷା କରି ନାଇଁ ପାରୁଥିଲାବେଲେ ଭିନେ ଭିନେ ସରକାରୀ ଯୋଜନାରୁ…

ପକ୍ଷାଘାତରେ ପୀଡ଼ିତ ଅଶୋକ: ଚିକିଛା ଲାଗି ଟଁକା ବାଧକ

ଖଡିଆଳ, ୨୦।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍‌କେ ୧୫ ଦିନ୍‌ ତଲେ ପକ୍ଷାଘାତ ରୋଗ୍‌ରେ ଆକ୍‌ରଁ। ତ ହେଇଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି…

ସଁକଟ୍‌ରେ ହସ୍ତତନ୍ତ ଶିଳ୍ପ, କାରିଗର: ପୋରଛାହନ୍‌, ସୂତା ଅଭାବ ମୁଖିଆ ସମସିଆ

ଭବାନୀପାଟଣା,୨୦।୩ (ଡି.ଏନ୍‌.ଏ.)- ସରକାରୀ ପୋରଛାହନ୍‌ ଆର ସୂତା ଅଭାବ ଲାଗି ହସ୍ତତନ୍ତ ଶିଳ୍ପ ସଁକଟରେ ରହିଛେ। ଇଥ୍‌ରେ ଖାଲି ଶିଳ୍ପ ନୁହେ କାରିଗରମାନକର ଜିବ୍‌କା ବି ବୁଡୁଛେ। କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁ। ରେ ଇତାର ପରଭାବ୍‌ ଦେଖ୍‌ବାକେ…

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ଜହ୍ନାପଙ୍କ, ୨୦।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ବୌଦ୍ଧ ଜିଲା ସଦର ବ୍ଲକରେ ଇ ଯୋଜନା ବାଟ୍‌ବନା…

କଅଁଲି ବଏସେ ପେଟ୍‌ପୁଷା ଚିନ୍‌ତା

ବିଜେପୁର, ୨୦।୩ (ଡି.ଏନ୍‌.ଏ.)- ଆଝିର୍‌ ଦୁନିଆଁଥି କିଛି ଅସମ୍ଭବ ନୁହେ। ବାହାଜାଂଗଲ ମାଜ୍‌ଲେ ପେଟ୍‌ କେଭେ ଅପୁଷା ନାଇଁ ରହେ। ହେଲେ ଏଛେନ୍‌ ବି ନିଜର୍‌ ଭାଏଗ୍‌କେ ଦୋଷ ଦେଇ କିଛି ଲୋକ୍‌ କବାର୍‌ବୁତା ନାଇଁକରି କରି ଅଭାବ୍‌ ଅସୁବିଧାଥି ଦିନ୍‌…

ମାଲେସିଆରୁ ଆସିପାରୁ ନାହାନ୍ତି ନବଦମ୍ପତି

ନବରଙ୍ଗପୁର,୨୦।୩(ବି.ପ୍ର.) – ବିମାନ ଆସୁ ନ ଥିବାରୁ ନବରଙ୍ଗପୁର ସହରରୁ ହନିମୁନ ପାଇଁ ମାଲେସିଆ ଯାଇଥିବା ନବଦମ୍ପତି ଓଡିଶା ଆସିପାରୁ ନାହାନ୍ତି । ମାଲେସିଆର କୁଆଲାଲମ୍ପୁର ବିମାନ ବନ୍ଦରରେ ଗତ ୧୭ ତାରିଖରୁ ସେମାନେ ଫସି ରହିଛନ୍ତି। ଘରକୁ ଫେରିବା ପାଇଁ…

ତୁଳସୀପତ୍ରରୁ ତେଲ ଉତ୍ପାଦନ

ନବରଙ୍ଗପୁର,୨୦ା୩(ବି.ପ୍ର) – ନବରଙ୍ଗପୁର ଜିଲାରେ ପ୍ରଥମ ଥର ପାଇଁ ତୁଳସୀ ପତ୍ରରୁ ତେଲ ଉତ୍ପାଦନ ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି। କେନ୍ଦ୍ରୀୟ ଔଷଧୀୟ ଓ ସୁଗନ୍ଧି ଫସଲ ସଂସ୍ଥାନ ପକ୍ଷରୁ ଜିଲାରେ ପାପଡାହାଣ୍ଡି ବ୍ଲକର ନିଳାଦ୍ରୀଗୁଡାର ଚାଷୀ ଆରତୀ ନାୟକଙ୍କ ଜମିରୁ…

ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ…

ୱାର୍ଡମେମ୍ବରଙ୍କ ସନ୍ଦେହଜନକ ମୃତ୍ୟୁ

ଚିତ୍ରଡ଼ା,୨୦ା୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଦୁର୍ଗାପୁର ପଞ୍ଚାୟତର ସାତଶଳ ଗ୍ରାମ ୪ନଂ. ୱାର୍ଡର ୱାର୍ଡମେମ୍ବର ରାମାଇ ମୁର୍ମୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗ୍ରାମରେ ଥିବା ଏକ କୂଅରୁ ଗୁରୁବାର ସକାଳେ ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?