୫୦ ବର୍ଷ ପୂର୍ତ୍ତି ପାଳନ କଲା ଲୋଇସିଂହା ଏସ୍ବିଆଇ ଶାଖା
ଲୋଇସିଂହା,୨୮।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏସ୍ବିଆଇ ଶାଖା ୨୭ ଫେବୃଆରୀ ୧୯୭୬ରେ ପ୍ରତିଷ୍ଠା ହୋଇଥିଲା। ଶୁକ୍ରବାର ୫୦ ବର୍ଷ ପୁରିଥିବାରୁ ବ୍ୟାଙ୍କ ପକ୍ଷରୁ ୫୦ ବର୍ଷ ପୂର୍ତ୍ତି ପାଳନ କରାଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ଶାଖାର ମୁଖ୍ୟ ମ୍ୟାନେଜର ଶାଳୀନି…
ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ, କନ୍ୟା ନାବାଳିକା ସନ୍ଦେହ
ବାଲେଶ୍ବର, ୨୮।୨( ବାଞ୍ଛାନିଧି ଦେ) : ବାଲେଶ୍ୱର ସହଦେବଖୁଣ୍ଟା ଥାନାରେ ବର କନିଆ ଅଟକ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ । ଏହି ଥାନା ଅନ୍ତର୍ଗତ ତେଲେଙ୍ଗାସାହି ଅଞ୍ଚଳର ଜଣେ ଯୁବକ…
ଶୌଚ ପାଇଁ ଯାଇଥିବାବେଳେ ବାର୍ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି
ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର ବାର୍ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନେ ଭୋର ସମୟରେ…
ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…
ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ…
ଅନାଥ ଆଶ୍ରମରୁ ଶିଶୁ ବିକ୍ରି ଅଭିଯୋଗ: ଏତଲା ପରେ ତଦନ୍ତ ଆରମ୍ଭ
ଭବାନୀପାଟଣା, ୨୮।୨ (ଉତ୍ତମ କୁମାର ଦାଶ): ଅସହାୟ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଶିଶୁ ବିକ୍ରି ଭଳି ଘଟଣାକୁ ରୋକିବା ପାଇଁ ପୋଷ୍ୟ ଗ୍ରହଣର ବିଧିବଦ୍ଧ ବ୍ୟବସ୍ଥା ବି ରହିଛି। କିନ୍ତୁ…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା…
ବଳାତ୍କାର ଲୁଚାଇବାକୁ ଛାତରୁ ଠେଲିଦେଇଥିଲେ ଝାଡ଼ଖଣ୍ଡ ଯୁବକ
ପାରାଦୀପ,୨୮।୨ (ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡ଼ା ଅଞ୍ଚଳର ବହୁଚର୍ଚ୍ଚିତ ବଳାତ୍କାର ଓ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ ଗିରଫ କରିଥିବାବେଳେ ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଯୁବତୀଙ୍କ ପ୍ରେମିକ ସୋମନାଥ ଓଝା ଓ…
ତୁଟୁନି ଚାଷୀଙ୍କ ଦୁଃଖ, ବଢୁଛି ଅସନ୍ତୋଷ
ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଚାଷୀଙ୍କ ସମସ୍ୟା ସମାଧାନ ହେବା ନାଁ ଧରୁନି। ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଥିବା ଚାଷୀଙ୍କ ଦୁଃଖ ବଢ଼ି ଚାଲିଛି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଏହି କ୍ରମରେ ଶୁକ୍ରବାର ଜିଲାର ଚାଷୀ…
ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର
ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ ଓ୍ବାର୍ଡସଭ୍ୟମାନେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ଦାବିପତ୍ର ଶୁକ୍ରବାର ପ୍ରଦାନ କରିଛନ୍ତି। ଜିଲାପାଳ…
କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ
ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମୀଯୁଗଳଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗଜପତି ଜିଲା ଅଡବା ଥାନା ବଚେବା…
ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର
ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଗୁଣପୁର ପୂର୍ତ୍ତ ବିଭାଗ ବଙ୍ଗଳାଠାରୁ ବିଜେଡି କର୍ମୀ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ…
ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର
କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାରସାଲି ପଞ୍ଚାୟତ ଅନ୍ତର୍ଗତ ସାନଡେଙ୍ଗିନିଲି ଗାଁରେ ଏଭଳି…

