ଆମ ଜିଲା ଖବର

ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ହରାଇଲେ ପଦବୀ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ ନିଜ ପଦବୀ ପୁଣି ଥରେ ହରାଇଛନ୍ତି। ହାଇକୋର୍ଟ ତାଙ୍କ ପଦବୀକୁ ୧୩ ତାରିଖରେ ଅସିଦ୍ଧି ଘୋଷଣା କରିଛନ୍ତି। ପୂର୍ବରୁ ଏହି ମାମଲାରେ ଜିଲା ଦୌରାଜଜ୍‌ ବ୍ଲକ ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ…

ଘୁଞ୍ଚିଲା ହାଇକୋର୍ଟ ବାର୍‌ ନିର୍ବାଚନ

କଟକ ଅଫିସ,୧୯।୩ : ଆସନ୍ତା ୨୮ତାରିଖରେ ହାଇକୋର୍ଟ ବାର୍‌ ସମେତ ରାଜ୍ୟର ସମସ୍ତ ବାର୍‌ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନକୁ କରୋନା ପାଇଁ ଘୁଞ୍ଚାଇ ଦିଆଯାଇଛି। ଏହି ନିର୍ବାଚନ ଏପ୍ରିଲ ୨୫ତାରିଖରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ…

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ ପ୍ରାୟ ୧୬ହଜାର ପରୀକ୍ଷକ ନିୟୋଜିତ ହୋଇଛନ୍ତି। ଖାତା ମୂଲ୍ୟାୟନ ପାଇଁ ସମସ୍ତ କେନ୍ଦ୍ରଗୁଡ଼ିକରେ ବୁଧବାର…

ହକି ଟର୍ଫ

ରାଜ୍ୟ ସରକାର ହକି ଖେଳାଳିମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଗ୍ରାମାଞ୍ଚଳରେ ମିନି ଷ୍ଟାଡିୟମ ଓ ଖେଳ ପଡିଆ ଉନ୍ନତୀକରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ଜିଲାରେ ଏକ ମିନି ଷ୍ଟାଡିୟମ ନିର୍ମାଣ କରାଯାଇ ସେଠାରେ ହକି…

ମାଈ ହାତୀ ମୃତଦେହ ଉଦ୍ଧାର

ବନ୍ତଳା,୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ବାଘମୁଣ୍ଡା ରିଜର୍ଭ ଜଙ୍ଗଲରୁ ବୁଧବାର ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ଖବରପାଇ ସାତକୋଶିଆ ଡିଏଫଓ ରାମସ୍ବାମୀ ପି, ବାଘମୁଣ୍ଡା ବିଟର ଫରେଷ୍ଟର ଓ ବନକର୍ମଚାରୀ ପହଞ୍ଚି ମୃତଦେହ ଜବତ…

କଲଭର୍ଟ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚିଲିଦା ଗ୍ରାମର ପ୍ରଦୀପ…

କୋଷ୍ଟଗାର୍ଡରେ ସାମିଲ ହେଲା ‘ଭରଦ୍‌’

ପାରାଦୀପ, ୧୯।୩ (ସ୍ବ.ପ୍ର.): ଉତ୍ତର-ପୂର୍ବ ଉପକୂଳ ସମୁଦ୍ର ସୀମାରେ ପାଟ୍ରୋଲିଂ ପାଇଁ ବୁଧବାର ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ)ରେ ଅତ୍ୟାଧୁନିକ ଯୁଦ୍ଧଜାହାଜ ‘ଭରଦ’ ସାମିଲ ହୋଇଛି। ବୁଧବାରଠାରୁ ଏହା ପାରାଦୀପସ୍ଥିତ ଓଡ଼ିଶା କୋଷ୍ଟଗାର୍ଡ ମୁଖ୍ୟାଳୟ-୭ରୁ ପାଟ୍ରୋଲିଂ ଆରମ୍ଭ କରିଛି ବୋଲି କୋଷ୍ଟଗାର୍ଡ ପକ୍ଷରୁ…

ବିବାଦୀୟ ସ୍ଥାନରେ ଦୋକାନ ଅନୁମତି

ଅନୁଗୋଳ ଅଫିସ୍‌, ୧୯।୩: ଅନୁଗୋଳ ବସ୍‌ଷ୍ଟାଣ୍ଡ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖ ଏକ ବିବାଦୀୟ ସ୍ଥାନରେ ଦୋକାନ ଖୋଲିବାକୁ ପୌରପାଳିକା ପକ୍ଷରୁ ଅନୁମତି ଦିଆଯାଇଥିବା ଅଭିଯୋଗ ହୋଇଛି। ପୂର୍ବରୁ ସେହି ସ୍ଥାନରେ ଏକ ଦୋକାନ ଖୋଲିବାକୁ ନେଇ ବିବାଦ…

ଖୋଲିବ ୨୩୫ କ୍ବାରାଣ୍ଟାଇନ୍‌ ହୋମ୍‌

ଅନୁଗୋଳ ଅଫିସ୍‌, ୧୯।୩: କରୋନା ସନ୍ଦିଗ୍ଧଙ୍କ ନିମନ୍ତେ ପ୍ରତି ଜିଲାରେ ପଞ୍ଚାୟତ ଓ ସଦର ମହକୁମାର ବିଦ୍ୟାଳୟଗୁଡ଼ିକରେ କ୍ବାରାଣ୍ଟାଇନ୍‌ ହୋମ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳରେ ମୋଟ୍‌ ୨୩୫ଟି କ୍ବାରାଣ୍ଟାଇନ୍‌ ହୋମ ଖୋଲିବ ବୋଲି…

କ୍ୱାରାଣ୍ଟାଇନରେ ୨୧ ଜଣ

ଅନୁଗୋଳ ଅଫିସ୍‌, ୧୯।୩: ବାହାର ରାଜ୍ୟ ତଥା ଦେଶରୁ ଅନୁଗୋଳକୁ ଫେରିଥିବା ମୋଟ ୨୧ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଏ ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଏବେ ସୁଦ୍ଧା କେବଳ ଅନୁଗୋଳ ସହରକୁ ୭…

ବିଦେଶ ଫେରନ୍ତାଙ୍କ ତଥ୍ୟ ସଂଗ୍ରହ

ଅନୁଗୋଳ ଅଫିସ୍‌, ୧୯।୩ : ଅନୁଗୋଳ ଜିଲାରେ କରୋନା ମୁକାବିଲା କରିବାକୁ ଜିଲା ପ୍ରଶାସନ ତପତ୍ର ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବଙ୍କ ସହ ଭିଡ଼ିଓ କନଫରେନ୍ସ ସରିବା ପରେ ଅଧିକାରୀମାନେ ସଜାଗ ରହିଛନ୍ତି। ବିଦେଶ ତଥା ଆକ୍ରାନ୍ତ ରାଜ୍ୟ ଫେରନ୍ତାଙ୍କ…

୫ଟଙ୍କା ନେଲା ସାଙ୍ଗ ଜୀବନ

କଣିହାଁ, ୧୯।୩(ଡି.ଏନ.ଏ.) ତାଳଚେର ବ୍ଲକ କଣିହାଁ ଥାନା ଅଧୀନ କୁମୁଣ୍ଡା ପଞ୍ଚାୟତ ଚିତ୍ତଲପୁର ଗ୍ରାମରେ ମଙ୍ଗଳବାର ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ବନ୍ଧୁଙ୍କ ପଥର ମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ ଯାଇଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?