ଆମ ଜିଲା ଖବର

ବାଟ ଦେଖାଇଛି ତରଭୁଜ ଚାଷ

ପାଲଲହଡ଼ା, ୧୯ା୩ (ଦିବ୍ୟଜ୍ୟୋତି ଦାସ ): ପାଠପଢ଼ା ସରିବା ପରେ ନ ଥିଲା ଚାକିରି ଆଶା। ଚାକିରି ଦୌଡ଼ରୁ ବାହାରି ଚାଷ ମୁହାଁ ହୋଇଥିଲେ। ଏଥିପାଇଁ ସାହାରା ଭାବେ ବାଛିଥିଲେ ଅନ୍ୟ ୪ ଜଣଙ୍କୁ। ୫ ଏକର ଜମିରୁ ଆରମ୍ଭ ହୋଇଥିବା…

ବନ୍ଦ ହେବ ୩୭୬ ପ୍ରାଥମିକ, ଉପ୍ରା ସ୍କୁଲ

ଅନୁଗୋଳ ଅଫିସ୍‌, ୧୯।୩: ପିଲା ଓ ଶିକ୍ଷକ ଶୂନ୍ୟ ସରକାରୀ ବିଦ୍ୟାଳୟ। ସାରା ରାଜ୍ୟରେ ଅନେକ ବିଦ୍ୟାଳୟରେ ଏପରି ସ୍ଥିତି ଲାଗି ରହିଥିବାବେଳେ ସରକାର ଏଗୁଡିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଫଳରେ ଅନୁଗୋଳ ଜିଲାରେ ପିଲା କମ୍‌…

୧୭ ୟୁନିଟ୍‌, ମୂଲ୍ୟାୟନ କରିବେ ୩୪୯ ଜଣ

ଅନୁଗୋଳ ଅଫିସ୍‌, ୧୯।୩: ଅନୁଗୋଳ ଜିଲାରେ ଗୁରୁବାରଠାରୁ ମାଟ୍ରିକ୍‌ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଏହି ମୂଲ୍ୟାୟନ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ମିଳିଛି। ମୋଟ ୧୭ଟି ୟୁନିଟ୍‌ରେ ୩୪୯ ଜଣ…

ନିର୍ଜୀବ ନନ୍ଦନକାନନ

ବଅଁରପାଳ,୧୯ା୩(ଉପେନ୍ଦ୍ର ରାଉତ) : ହ୍ରାସ ପାଉଛି ଜଙ୍ଗଲ। ଲୋପ ପାଉଛନ୍ତି ବିଭିନ୍ନ ଜୀବଜନ୍ତୁ, ସରୀସୃପ। ତେଣୁ ଜୀବ ପ୍ରତି ଦୟାଭାବ ଓ ବିରଳ ବନ୍ୟଜନ୍ତୁଙ୍କ ସଂରକ୍ଷଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁକୁଡାଙ୍ଗ…

ଦୋକାନୀ ମାନୁନାହାନ୍ତି ୧୪୪ ଧାରା

ଫୁଲବାଣୀ ଅଫିସ, ୧୯ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ମଙ୍ଗଳବାରଠାରୁ ଧାରା ୧୪୪ ଜାରି କରିଛି। ପ୍ରଚାର ଗାଡିରେ ମାଇକ ମାଧ୍ୟମରେ ଏହି ଧାରା କ’ଣ, ଜିଲା ପ୍ରଶାସନ କି ନିଷ୍ପତ୍ତିି ନେଇଛି ଏବଂ ଏହାକୁ…

ଭେସେଲ୍‌ରେ ଯିବେ ଏକ ତୃତୀୟାଂଶ ଯାତ୍ରୀ

ପୁରୀ ଅଫିସ,୧୯।୩: ଦିନକୁ ଦିନ ଆମ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଓଡ଼ିଶାରେ ଜଣେ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀ ଚିନ୍ତିତ ହୋଇପଡ଼ିଛନ୍ତି। ଏହି ପ୍ରାଣଘାତୀ ଭାଇରସ୍‌ ପାଇଁ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି ନ…

ଅଙ୍ଗଦାନ କରିଥିବା ବିପିନଙ୍କ ପରିବାରକୁ ସମ୍ବର୍ଦ୍ଧନା

ଭଞ୍ଜନଗର,୧୯।୩(ଡି.ଏନ.ଏ) ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଭାଟପଡ଼ା ଗ୍ରାମର ବିପିନ ପ୍ରଧାନଙ୍କ ବ୍ରେନ୍‌ ଡେଡ୍‌ ଘୋଷିତ ହେବାପରେ ତାଙ୍କ ଶରୀରର ୬ଟି ଅଙ୍ଗକୁ ପରିବାର ଲୋକେ ସୁରଟରେ ଏକ ମେଡ଼ିକାଲକୁ ଗତ ୧୫ ତାରିଖରେ ଦାନ କରିଥିଲେ। ଏହିଭଳି ମହାନ ପଦକ୍ଷେପ…

ଗଞ୍ଜାମ ଜିଲାରୁ ଉଠିଲା ୧୪୪ ଧାରା

ଛତ୍ରପୁର,୧୯ା୩(ଡି.ଏନ.ଏ.) କରୋନା ଭୂତାଣୁ ଭୟାବହତାକୁ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାରେ ୧୪୪ ଧାରା ଲାଗୁ ହୋଇଥିଲା। ବୁଧବାର ସନ୍ଧ୍ୟାରେ ଏହାକୁ ପ୍ରତ୍ୟାହାର କରି ନିଆଯାଇଛି। ଅନ୍ୟପକ୍ଷରେ କରୋନା ଭୂତାଣୁ ଯେଭଳି ନ ବ୍ୟାପିବ ସେଥିଲାଗି କୌଣସି ସାମାଜିକ କାର୍ଯ୍ୟକ୍ରମ…

ଓଡ଼ିଶାରେ କଟକଣା, ଆନ୍ଧ୍ରରେ ନାହିଁ

ପାତ୍ରପୁର, ୧୯ା୩ (ଡି.ଏନ୍‌.ଏ.) କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାପାଳଙ୍କ ପକ୍ଷରୁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ବୁଧବାର ପାତ୍ରପୁର ଓ ଏହା ନିକଟରେ ଥିବା ଗ୍ରାମରେ ତହସିଲ ଓ ବ୍ଲକ ପ୍ରଶାସନ ସ୍ଥାନିୟ ପୋଲିସ ସହାୟତାରେ ଦୋକାନବଜାର…

ଇଣ୍ଡିଆ ବୁକ୍‌ ଅଫ ରେକଡର୍‌ସରେ ଆଇଟିଆଇ

ବ୍ରହ୍ମପୁର ଅଫିସ,୧୯ା୩: ଦକ୍ଷତା ବିକାଶ ଓ ସ୍କ୍ରାପ୍‌ର ପୁନଃ ବିନିଯୋଗର ପ୍ରତିଫଳନ ଭାବେ ବ୍ରହ୍ମପୁର ଆଇଟିଆଇରେ ନିର୍ମିତ ‘ମାଇଣ୍ଡ, ହାର୍ଟ ଆଣ୍ଡ୍‌ ହ୍ୟାଣ୍ଡସ୍‌ ଶୋ’ ଓପନ୍‌ ସ୍କ୍ରାପ୍‌ ବଗିଚା ଏବେ ଇଣ୍ଡିଆ ବୁକ ଅଫ୍‌ ରେକଡର୍‌ସରେ ସ୍ଥାନୀତ ହୋଇଛି ା ଏଥିସହ…

ଦୁଇଦିନରେ ଅଣ୍ଡା ଦେଲେ ୧୧୦ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ,୧୯ା୩(ଡି.ଏନ.ଏ.) ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଣରେ ଗତ ଫେବୃୟାରୀ ପ୍ରଥମ ସପ୍ତାହରୁ ବିରଳ ସାମୁଦ୍ରିକ କଇଁଛ ଅଲିଭ୍‌ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୫ କଇଁଛ ଅଣ୍ଡାଦାନ କରିଥିଲେ। ଗଣ ଅଣ୍ଡାଦାନ ଆରମ୍ଭ ହୋଇ ନ ଥିବାରୁ ପ୍ରୟାଗୀସ୍ଥିତ…

କେହି ଶୁଣୁ ନାହାନ୍ତି ଦୁଃଖ: ପାଣି ପାଇଁ ଲୋକେ ଡହଳବିକଳ

ଟିକିରି, ୧୯ା୩ (ଡି.ଏନ୍‌.ଏ.) ରାୟଗଡ଼ା ଜିଲା କାଶୀପୁର ବ୍ଲକ କୁଚେଇପଦର ପଞ୍ଚାୟତରେ ରହିଛି ଆଦିବାସୀ ସାହି। ଏହି ସାହିରେ ଥିବା ପାନୀୟ ଜଳ ପ୍ରକଳ୍ପ ୬ ମାସ ହେଲା ଅଚଳ ହୋଇ ପଡ଼ି ରହିଛି। ଫଳରେ ଲୋକେ ପାଣି ପାଇଁ ଡ଼ହଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?