ଆମ ଜିଲା ଖବର

ମାସ୍କ ଅଭାବ ଦୂରେଇବେ ମହିଳା ଉତ୍ପାଦକ ଗୋଷ୍ଠୀ

ବାଲେଶ୍ୱର ଅଫିସ,୧୯।୩- ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ବାପକ ସତର୍କତା ଅବଲମ୍ବନ କରାଯାଉଛି। କେନ୍ଦ୍ର ଓ ରାଜ୍ୟସରକାର ଏ ଦିଗରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରି ସଚେତନତା ସୃଷ୍ଟି କରୁଛନ୍ତି। ସାନିଟାଇଜର ଏବଂ ମାସ୍କ ବ୍ୟବହାର…

କରୋନା ଆତଙ୍କ: ମାସ୍କ ତିଆରି କରୁଛନ୍ତି ଏସ୍‌ଏଚ୍‌ଜି ମହିଳା

ଜୟପୁର, ୧୯।୩ (ନି.ପ୍ର.): ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହାଠାରୁ ବଞ୍ଚିବାକୁ ହେଲେ ସଚେତନ ଓ ସତର୍କତା ଅବଲମ୍ବନ ପାଇଁ ସରକାର ଘୋଷଣା କରିଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏକାଠି ନ ବୁଲିବା, ଲୋକଙ୍କ ସଂସ୍ପର୍ଶରେ ନ ଆସିବାକୁ ସଚେତନ…

କଳାକାର ଦେଲେ ଲୋକଙ୍କୁ ବାର୍ତ୍ତା

ବାଲେଶ୍ୱର ଅଫିସ,୧୯।୩- ବାଲେଶ୍ୱର ଜିଲା ୧୬ ନଂ. ଜାତୀୟ ରାଜପଥ ନିକଟସ୍ଥ କାଠସଙ୍ଗଡ଼ା ନିକଟରେ ଗତ ଦୋଳ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ପିତୃତର୍ପଣ ଓ ପିଣ୍ଡଦାନ ମହାଯଜ୍ଞ କାର୍ଯ୍ୟକ୍ରମର ଦଶମ ଦିନ ବୁଧବାର କଳାକାରମାନେ ଯୋଗଦେଇ କରୋନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ…

୧୧୦ ବର୍ଷର ଶିକ୍ଷାନୁଷ୍ଠାନ ଆଜି ଅବହେଳିତ

ଜଳେଶ୍ୱର, ୧୯।୩-ସଂସ୍କୃତ ଶିକ୍ଷାର ପ୍ରସାର ଲାଗି ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ବାଲେଶ୍ୱର ଜିଲା ଅଧୀନ ଜଳେଶ୍ୱର ବ୍ଲକର ଶାଳିକୋଠା ଗ୍ରାମରେ ୧୯୧୦ ମସିହାରୁ ପ୍ରତିଷ୍ଠା ହୋଇଥିବା ଶିକ୍ଷାନୁଷ୍ଠାନ ଆଜି ଅବହେଳିତ ଅବସ୍ଥାରେ ରହିଛି। ଉପାନ୍ତ ତଥା ଅନଗ୍ରସର ଇଲାକରେ ଥିବା ଏହି ଅନୁଷ୍ଠାନ…

୨.୮୦ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ସଜନାଗଡ଼/ଜଳେଶ୍ୱର,୧୯।୩(ଡି.ଏନ.ଏ./ସ୍ବ.ପ୍ର.)-ବାରମ୍ବାର ଧରପଗଡ ସତ୍ତ୍ୱେ ବାଲେଶ୍ୱର ଜିଲାରେ ବ୍ରାଉନ ସୁଗାର ଚୋରା କାରବାର ଥମିବାର ନାଁ ଧରୁ ନାହିଁ । ଭୁବନେଶ୍ୱରରୁ ଆସିଥିବା ସ୍ବତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ୍‌) ବୁଧବାର ପ୍ରତ୍ୟୁଷରେ ନୀଳଗିରି ଥାନା ମିତ୍ରପୁର ଅଞ୍ଚଳରେ ଚଢାଉ କରି ଅଢେଇ କେଜିରୁ…

‘ଆତ୍ମବିଶ୍ୱାସ ଥିଲେ ସଫଳତା ମିଳେ’

ଆରଡ଼ି,୧୯।୩(ଡି.ଏନ.ଏ.)-କଥାରେ ଅଛି ‘ଚାଷ ଅଛି ଯାହାର, କେତେ ସୁଖ ତାହାର’। ପିଲାଦିନୁ ପଢ଼ିଥିବା ଏହି ଉକ୍ତିକୁ ପ୍ରମାଣିତ କରିବାକୁ ସେ ସ୍ବପ୍ନ ଦେଖିଥିଲେ। ବାଧ୍ୟବାଧ୍ୟକତାରେ ଯୁକ୍ତ ୨ ପର୍ଯ୍ୟନ୍ତ ଚାଲିଲା ପାଠପଢ଼ା। ଏହାପରଠାରୁ ଆଉ ପାଠରେ ତାଙ୍କର ମନ ଲାଗିଲାନି। ନିଜର…

‘କରୋନା’ ପାଇଁ ଘଟଗାଁ ତାରିଣୀ ମନ୍ଦିରରେ କଟକଣା

କେନ୍ଦୁଝର, ୧୯ା୩(ଡି.ଏନ.ଏ.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ କଟକଣା ଜାରି କରାଯାଇଛି। ବୁଧବାର ଦିନ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ ଭକ୍ତଙ୍କ ପାଇଁ କଟକଣା ଜାରି କରାଯାଇଛି। ପ୍ରତି ଭକ୍ତ ମଧ୍ୟରେ ଦୂରତା ରଖିବାକୁ…

ସଙ୍କଟରେ ମହୁଲ ସଂଗ୍ରହକାରୀ

କପ୍ତିପଦା,୧୯ା୩(ଡି.ଏନ୍‌.ଏ.)- ବସନ୍ତ ଋତୁରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳର ଶିମିଳିପାଳ ସଂଲଗ୍ନ ପଞ୍ଚାୟତ ଅଞ୍ଚଳର ଗରିବ ଆଦିବାସୀଙ୍କ ଆୟର ଅନ୍ୟତମ ପନ୍ଥା ହେଲା ମହୁଲ ସଂଗ୍ରହ। ଏହାକୁ ସେମାନେ ଖାଦ୍ୟ, ପାନୀୟ ଓ ଜାଳେଣି ରୂପେ ବ୍ୟବହାର କରୁଥିବା ବେଳେ…

ଛାତ୍ରୀନିବାସରେ ନାଗ

ବାରିପଦା ଅଫିସ, ୧୯ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଧନପୁରଠାରେ ଥିବା ଲାଲମୋହନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀନିବାସରୁ ବୁଧବାର ଏକ ୬ ଫୁଟର ନାଗସାପ ଉଦ୍ଧାର କରାଯାଇଛି। କରୋନା ଯୋଗୁ ବିଦ୍ୟାଳୟ ଛୁଟି ଥିବା ବେଳେ ଛାତ୍ରୀମାନେ ଛାତ୍ରୀନିବାସରେ…

ଏଟିଏମ୍‌ରେ ଜାଲ ନୋଟ ଭର୍ତ୍ତି ଅଭିଯୋଗରେ ଜଣେ ଗିରଫ

ବଡ଼ସାହି,୧୯ା୩(ସ୍ବ.ପ୍ର)- ବ୍ୟାଙ୍କ ଏଟିଏମ୍‌ରେ ଜାଲ ନୋଟ ଭର୍ତ୍ତି କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପୋଲିସ ବୁଧବାର ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଛେଳିଆ(ବି) ଗ୍ରାମର ପୂର୍ଣ୍ଣଚନ୍ଦ୍ର ଜେନା। ପୋଲିସ ସୂଚନା ଅନୁଯାୟୀ, ବଡ଼ସାହି…

ବିଦ୍ୟୁତ୍‌ କାଟ ପ୍ରତିବାଦରେ ଧାରଣା ଦେଲେ ବିସ୍ଥାପିତ

ବାରିପଦା ଅଫିସ, ୧୯ା୩- ମୟୂରଭଞ୍ଜ ଜିଲା ବାରିପଦା ବ୍ଲକ ଲକ୍ଷ୍ମୀପୋଷିଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଯୋଗୁଁ ବିସ୍ଥାପିତ ହୋଇଥିବା ଶତାଧିକ ପରିବାରଙ୍କ ମଙ୍ଗଳବାରଠାରୁ ବିଦ୍ୟୁତକାଟ୍‌ କରାଯାଇଛି। ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ବିଭାଗ ଗ୍ରାମବାସୀଙ୍କ ବିଦ୍ୟୁତ୍‌ କାଟ କରି ଥିବାରୁ ସେମାନେ ଅସୁବିଧାର…

ଭତା, ଆବାସ ଯୋଜନାରୁ ବଁଚିତ୍‌ ଦମ୍ପତି: ବୁରୁଧ୍‌ କାଲେ କୁଲବୁରତି ସାହାଭରସା

ପର୍ଲା, ୧୯।୩ (ଡି.ଏନ୍‌.ଏ.)- କେନ୍‌ କାଲୁ ଆମର ଦେଶ୍‌ରେ ଲୁକ୍‌କର କାମ୍‌ଧାମ, ବୁରତିକେ ନେଇ ସମାଜ, ଜାତିପାତି ସୁରୁଷ୍‌ଟି ହେଇଛେ। ପୁରଖାପାତିନୁ ନିଜର କୁଲବୁରତିକେ ଆପ୍‌ନେଇ ଅନେକ ସମାଜର ଲୋକ୍‌ ନିଜର ଜୀବନ୍‌ ଜିବ୍‌କା ଚଲଉଛନ୍‌। ଏନ୍‌ତା ନିଜର କୁଲବୁରତିକେ ଆପ୍‌ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?