ଆମ ଜିଲା ଖବର

ରାତି ୭ଟା ୪୫ରେ ଶ୍ରୀମନ୍ଦିର ବନ୍ଦ

ପୁରୀ ଅଫିସ,୧୯।୩: କରୋନା କଟକଣାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପରିଲକ୍ଷିତ ହେଉଛି। ବେଳାଭୂମିର ଉଠା ବ୍ୟବସାୟୀ ହୁଅନ୍ତୁ ଅବା ପର୍ଯ୍ୟଟକଙ୍କ ଉପରେ ନିର୍ଭର କରୁଥିବା ସହରର ବିଭିନ୍ନ କ୍ଷୁଦ୍ର ବ୍ୟବସାୟୀ ସମସ୍ତେ ଏକପ୍ରକାର ହାତ ବାନ୍ଧି ବସିଛନ୍ତି। ତେବେ କରୋନା କଟକଣାର…

କର୍ମ ହିଁ ଭଗବାନ: ପରମାନକରି ଦେଖାଲେ ଡାକ୍‌ତର

ସମ୍ବଲପୁର,୧୯।୩ (ଡି.ଏନ୍‌.ଏ.)- କରୋନାର ମୁକାବିଲା, ସଚେତନତା ଆର ଚିକିଛା ଲାଗି ସୁଆସ୍‌ତିଅ ବିଭାଗର ମୁଖିଆ ଦାଇତିଅ ରହିଛେ। ଡାକ୍‌ତର, ନର୍ସ ଆର କରମ୍‌ଚାରୀମାନେ ନିଜର ଜୀବନ୍‌କେ ପାଏନ୍‌ଛଡ଼େଇ ଲୁକ୍‌କର ସେବାର ଲାଗି ଆଗ୍‌ଧାଡ଼ିରେ ଠିଆ ହେଇଛନ୍‌। ଏନ୍‌ତା ଘଡ଼ିସଁଧି ସମିଆରେ ବାପାର…

ଦରଖଁଡ଼ିଆ ହେଇ ପଡ଼ିଛେ ବାଲସି ଗୋଷ୍ଠୀକେନ୍ଦ୍ର

କେସିଙ୍ଗା,୧୯।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଲସି ଗାଁ ଜଗନ୍ନାଥ ଗୁଡ଼ି ପାସେ ତିଆର ହେଉଥିବାର ଗୋଷ୍ଠୀକେନ୍ଦ୍ର କାମ୍‌ ଡେରି ହେଉଥିବାର ଗାଁବାସୀ ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ ୨୦୧୮-୧୯ ବଛରରେ କେସିଙ୍ଗା ବ୍ଲକ ତରଫୁ ଆମଗାଁ ଆମ…

ରକ୍ତକର୍କଟ ପୀଡିତ ଛାତ୍ରଙ୍କ ଆକୁଳ ଅଭିବ୍ୟକ୍ତି: ସ୍କୁଲ ଯିବି, ପାଠ ପଢ଼ିବି

ଅମରପାଲି, ୧୯।୩ (ଡି.ଏନ.ଏ.) ସ୍କୁଲ ଯିବି, ସାଙ୍ଗ ସାଥିଙ୍କ ସହ ପାଠ ପଢ଼ିବି। ଖେଳାବୁଲା କରିବାକୁ ଇଚ୍ଛା ହେଉଛି। ମାତ୍ର ଅସୁସ୍ଥତା ଯୋଗୁ ସ୍କୁଲ ଯାଇ ପାରୁନି କି ସାଙ୍ଗ ସାଥିଙ୍କ ସହ ଖେଳାବୁଲା କରିପାରୁନି । ଭଲ ହୋଇଗଲେ ପୁଣି…

ପେଟ୍‌କେ ଯାଉଛେ ନଲିଆର ପାଏନ୍‌

ବାମରା, ୧୯।୩ (ଡି.ଏନ୍‌.ଏ.)- ସମ୍ବଲପୁର ଜିଲା ବାମରା ସଦର ମହକୁମା ଗୋବିନ୍ଦପୁର ପଁଚେତ୍‌ରେ ଚଲତି ବଛର ଖରାଦିନ୍‌ ମୂଲ ନାଇଁ ହେଉନୁ ପିଇଲା ପାଏନ୍‌ ସମସିଆ ଦେଖାଦେଇଛେ। ଗଲା ବଛ୍‌ରେ ହେଲା ବାମରାର ପାଖାପାଖି ସବୁ ନଲ୍‌ଚୁଅଁା ଅଚଲ ହେଇ ପଡ଼ିଛେ।…

ହୋଟେଲରେ ହେବ ଆଇସୋଲେଶନ୍‌ ୱାର୍ଡ

କଟକ ଅଫିସ,୧୯।୩: କରୋନା ଭୂତାରୁ ସଂକ୍ରମଣକୁ ରୋକିବା ପାଇଁ ଆବଶ୍ୟକ ସ୍ଥଳେ ହୋଟେଲ ରୁମ୍‌କୁଗୁଡ଼ିକୁ ଆଇସୋଲେଶନ୍‌ ୱାର୍ଡ ଭାବେ ବ୍ୟବହାର କରାଯିବ। ହୋଟେଲ ରୁମରେ ରହୁଥିବା ବ୍ୟକ୍ତିବିଶେଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ସନ୍ଦେହ କରାଗଲେ ତାଙ୍କୁ ବାହାରକୁ ନିଆଯିବା ଅପେକ୍ଷା…

ପକ୍ଷାଘାତରେ ଚାନ୍ଦି ମେଢ଼ର ଅନନ୍ୟ ବିନ୍ଧାଣି

କଟକ ଅଫିସ,୧୯।୩: ତାରକସୀ କାର୍ଯ୍ୟ ପାଇଁ ସାରା ଦେଶରେ କଟକ ସହରର ସ୍ବତନ୍ତ୍ର ପରିଚୟ ରହିଛି। ହେଲେ ଏହାକୁ ନିର୍ମାଣ କରୁଥିବା ବିନ୍ଧାଣୀଙ୍କୁ କ୍ୱଚିତ ଜାଣିଥାନ୍ତି। ଜଣେ ଚାନ୍ଦିମେଢ ଲାଗି ପ୍ରଥମେ ଡିଜାଇନ ପ୍ରସ୍ତୁତ କରିଥାନ୍ତି। ଆଉ ସେହି ଡିଜାଇନ ମୁତାବକ…

ପୁରୀ ଛାଡ଼ିଲେ ପର୍ଯ୍ୟଟକ

ପୁରୀ ଅଫିସ,୧୯।୩: ପୁରୀ ସହରରେ କଡ଼ାକଡ଼ି ହୋଇଛି କରୋନା କଟକଣା। ଶ୍ରୀମନ୍ଦିର ହେଉ କି ହୋଟେଲ, ବେଳାଭୂମି ସବୁଠି ଦେଖିବାକୁ ମିଳୁଛି କରୋନା ପ୍ରଭାବ। ସହରରେ ଆଉ ପୂର୍ବପରି ଗହଳି ଚହଳି ଜଣାପଡୁ ନାହିଁ। ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ପାଇଁ ସର୍ବଦା…

ରାଜପଥରେ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଗୁରୁତର

ମାର୍ଶାଘାଇ, ୧୯।୨(ଡି.ଏନ.ଏ.): ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର(କ) ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଦୁର୍ବୃତ୍ତମାନେ କେତେକ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣକରି ଟଙ୍କା ଛଡାଇ ନେଇଛନ୍ତି। ଏହି ଆକ୍ରମଣରେ ଜଣେ ଟ୍ରକ୍‌ ମାଲିକ ଗୁରୁତର ହୋଇଥିବାବେଳେ ଅନ୍ୟମାନେ ଆହତ…

ମେଡିକାଲରେ ଥଣ୍ଡା ରୋଗୀଙ୍କ ଲମ୍ବାଧାଡ଼ି

ଏରସମା, ୧୯।୩ (ସ୍ବ.ପ୍ର.): ଥଣ୍ଡା, କାଶ, ଜ୍ୱର କରୋନା ସଂକ୍ରମଣର ଲକ୍ଷଣ। ଏ ନେଇ ପ୍ରଚାରିତ ହେବା ପରେ ଏରସମା ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଥଣ୍ଡା, ଜ୍ୱର ବା କାଶ ହେଉଥିବା ରୋଗୀମାନେ ଏରସମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ପରୀକ୍ଷା କରାଇବା…

ସ୍ବତନ୍ତ୍ର ବର୍ଥ ନିର୍ମାଣ କରିବ ପାରାଦୀପ ବନ୍ଦର

ପାରାଦୀପ, ୧୯।୩ (ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ପରିଚୟ ପାଇଥିବା ପାରାଦୀପରେ କ୍ୟାପ୍‌ସାଇଜ୍‌ ଜାହାଜ ଲାଗିବା ଭଳି ଏକ ସ୍ବତନ୍ତ୍ର ବର୍ଥ ନିର୍ମାଣ କରାଯିବ। ପ୍ରାୟ ୩ ହଜାର କୋଟି ଟଙ୍କା ବ୍ୟୟରେ ଏହି ଓ୍ବେଷ୍ଟର୍ନ ବର୍ଥ ନିର୍ମାଣ ହେବ…

କରୋନାକୁ ନେଇ ଶଙ୍କା ବଢୁଛି

ଜଗତ୍‌ସିଂହପୁର ଅଫିସ, ୧୯।୩: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣ ଚାରିଆଡେ ଭୟର ବାତାବରଣ ସୃଷ୍ଟି କରିଛି। ଏ ପରିସ୍ଥିତିରେ ପ୍ରତ୍ୟହ ବିଦେଶ ଓ ରାଜ୍ୟ ବାହାରୁ ଲୋକଙ୍କ ଆଗମନ ଚିନ୍ତାର କାରଣ ହେଉଛି। ଏହା ମଧ୍ୟରେ ଜଗତ୍‌ସିଂହପୁର ଜିଲାର ୨୮ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?