ଆମ ଜିଲା ଖବର

ଅସୁସ୍ଥ ମାଈ ହାତୀର ଚିକିତ୍ସା ଆରମ୍ଭ

ଭୁବନେଶ୍ୱର/ଖୋର୍ଦ୍ଧା ଅଫିସ/: ୧୮।୩(ବ୍ୟୁରୋ): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ଦନ୍ତାଟି କାହାକୁ ପାଖ ମଡ଼ାଇ ଦେଉ ନ ଥିଲା। କିଛି…

ନବବିବାହିତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲା ପରିବାର

ପଦ୍ମପୁର, ୧୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଦ୍ରକ ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତ ରାଉତ ସାହିର ଜଣେ ନବ ବିବାହିତ ଯୁବକଙ୍କର ବୁଧବାର ସକାଳେ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ରାଜେନ୍ଦ୍ର ବେହେରା(୨୮)। ପ୍ରକାଶ ଯେ, ଗତ ୧୩ ତାରିଖରେ ରାଜେନ୍ଦ୍ର…

ଅସୁସ୍ଥ ମାଈ ହାତୀକୁ ଜଗି ବସିଛି ଦନ୍ତା: ପାଖ ମଡ଼ାଇ ଦେଉନି

ନିରାକାରପୁର, ୧୮।୩(ଡି.ଏନ୍‌.ଏ.): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ନିକଟରେ ଏକ ଦନ୍ତା ତାକୁ ଜଗି ବସିଥିବା ଦେଖିବାକୁ ମିଳୁଛି। ଦନ୍ତା…

କରୋନା ଗୁଜବ ପ୍ରଚାରକରି ଜେଲ ଗଲେ ଯୁବକ

ତାଳଚେର,୧୮।୩(ନି.ପ୍ର.): କରୋନା ସମ୍ପର୍କରେ ମିଛ ଖବର ପ୍ରଚାରକରି ସାଧାରଣରେ ଆତଙ୍କ ସୃଷ୍ଟି କରୁଥିବା ଜଣେ ଯୁବକଙ୍କୁ ତାଳଚେର କଲିୟାରୀ ପୋଲିସ ମଙ୍ଗଳବାର ରାତିରେ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଜୟକୃଷ୍ଣ ସାହୁ ଓରଫ୍‌ ରିଙ୍କୁ। ତାଙ୍କ ଘର ତାଳଚେର…

ଅପହଞ୍ଚ ଯୋଜନା, ଅସୁରକ୍ଷିତ ଶ୍ରମିକ

ନୟାଗଡ଼ ଅଫିସ,୧୮ା୩: ଶିକ୍ଷାର ଅଭାବ ସାଙ୍ଗକୁ ଅଭିଯୋଗ କରିବାକୁ ସାହସ ଜୁଟାଇପାରୁ ନ ଥିବାରୁ ନୟାଗଡ ଜିଲାର ନିରୀହ ଶ୍ରମିକ ଶୋଷଣର ଶିକାର ହୋଇଚାଲିଛି। କେଉଁଠି ଶାରୀରିକ ନିର୍ଯାତନା ଦିଆଯାଉଛି ତ ଆଉ କେଉଁଠି ବିନା ପାରିଶ୍ରମିକରେ ଗୋତି ଖଟାଉଛନ୍ତି। ଶ୍ରମିକଙ୍କୁ…

ପର୍ଯ୍ୟଟନ କ୍ଷେତ୍ର ହୁକିଟୋଲା ଓ ବତିଘର ପ୍ରବେଶ କଟକଣା

ମହାକାଳପଡା,୧୮।୩ (ଡି.ଏନ.ଏ.): ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିଚାଲିଛି। ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସରକାରଙ୍କ ପକ୍ଷରୁ ଜନଗହଳି ସ୍ଥାନ, ପର୍ଯ୍ୟଟନ କ୍ଷେତ୍ର, ମନ୍ଦିର ପରିସର, ମଲ୍‌, ସିନେମା ହଲ୍‌, ବିବାହ…

ଗହୀରମଥାରେ ଅଲିଭ ରିଡଲେଙ୍କ ସମୂହ ଅଣ୍ଡାଦାନ ଜାରି: ୩ଦିନରେ ୨ଲକ୍ଷ କଇଁଛ ଅଣ୍ଡାଦେଲେ

ରାଜନଗର, ୧୮।୩(ଡି.ଏନ.ଏ.)-ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଏବେ ଅଲିଭରିଡଲେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଚାଲୁ ରହିଛି। ୩ଦିନରେ ୨ଲକ୍ଷ କଇଁଛ ଅଣ୍ଡାଦାନ କରିଛନ୍ତି। କଇଁଛମାନଙ୍କୁ ବାହ୍ୟ ଶତ୍ରୁଠାରୁ ସୁରକ୍ଷା ଦେବା ପାଇଁ ରାଜନଗର ବନ ବିଭାଗ କର୍ମଚାରୀମାନେ ସେଠାରେ ଅସ୍ଥାୟୀ କ୍ୟାମ୍ପ…

ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

କୁଜଙ୍ଗ,୧୮ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଗୋପିଆକୁଦ ପଞ୍ଚାୟତ ବେଦାପାଟ ଗ୍ରାମର ପବିତ୍ର ଓଝା(୪୫)ଙ୍କ ସୋମବାର ରାତିରେ ସନ୍ଦେହଜନକ ମୃତ୍ୟୁଘଟିଛି। ମାତ୍ର ପବିତ୍ରଙ୍କୁ ଖାଦ୍ୟରେ ବିଷଦେଇ ତାଙ୍କ ବଡ଼ ଭାଉଜ ଶରଳା, ଭାଇ ନିରଞ୍ଜନ ଓ ମା’ ମାଳତୀ ହତ୍ୟା କରିଥିବା ପବିତ୍ରଙ୍କ…

ଜଗତ୍‌ସିଂହପୁର ଜିଲା ମହୋତ୍ସବ ବାତିଲ

ଜଗତ୍‌ସିଂହପୁର ଅଫିସ, ୧୮ା୩: ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଜଗତ୍‌ସିଂହପୁର ଜିଲା ମହୋତ୍ସବ କଲ୍ଲୋଳ-୨୦୨୦ ଅନୁଷ୍ଠିତ ହେବାର ଥିଲା। ଏନେଇ ୨ଥର ପ୍ରସ୍ତୁତି ବୈଠକ ସରିଥିଲା। ବିଗତବର୍ଷଗୁଡିକ ଅପେକ୍ଷା ଏଥର ଧୁମଧାମରେ ମହୋତ୍ସବ ପାଳନ କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଥିଲା।…

ପୁରୀ ଛାଡ଼ିବେ ୧୫ ହଜାର ପର୍ଯ୍ୟଟକ

ପୁରୀ ଅଫିସ,୧୮ା୩: କରୋନାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ବିଭିନ୍ନ ପଦକ୍ଷେପ ନେଉଛି। ବିଶେଷକରି ପର୍ଯ୍ୟଟନ ଶିଳ୍ପ ଉପରେ ଏବେ ବଡ଼ କଟକଣା ଲଗାଇଛି। ପୁରୀର ସମସ୍ତ ହୋଟେଲ, ଲଜିଂ, ଧର୍ମଶାଳା, ହଲିଡେ ହୋମ୍‌ ଆଦିରେ ରହୁଥିବା ପର୍ଯ୍ୟଟକଙ୍କୁ ବୁଧବାର ସନ୍ଧ୍ୟା…

ସିଏମ୍‌ସି ପକ୍ଷରୁ ଜାରି ହେଲା ଏସ୍‌ଓପି; କରୋନା: ବଢୁଛି ସଚେତନତା, ସତର୍କତା

କଟକ ଅଫିସ,୧୮୩: କରୋନା ଭୂତାଣୁର ଭୟାବହତା ପାଇଁ ଲୋକମାନେ ଆତଙ୍କିତ ହୋଇପଡିଛନ୍ତି। ହେଲେ ଏଥିରୁ ରକ୍ଷା ପାଇବା ପାଇଁ ଲୋକମାନେ ଏବେ ବହୁମାତ୍ରାରେ ସତର୍କ ରହିବା ସହ ସଚେତନ ହେବାରେ ଲାଗିଛନ୍ତି। ମୁହଁରେ ମାସ୍କ ବାନ୍ଧି ଯାତାୟତ କରୁଥିବାବେଳେ ସାନିଟାଇଜର ବ୍ୟବହାର…

ଇ-ଅଫିସ୍‌ରେ କାର୍ଯ୍ୟ କରିପାରିବେ ସରକାରୀ କର୍ମଚାରୀ -୨ ସନ୍ଦିଗ୍ଧ ବିପଦମୁକ୍ତ

ଜଗତ୍‌ସିଂହପୁର ଅଫିସ,୧୮ା୩: ସରକାରୀ କର୍ମଚାରୀ ଇ-ଅଫିସ ମାଧ୍ୟମରେ ଘରେ ରହି ମଧ୍ୟ କାମ କରିପାରିବେ। ଇ-ଅଫିସ ଏଭଳି ଜରୁରୀ ପରିସ୍ଥିତିରେ ବେଶ୍‌ ସହାୟକ ହୋଇପାରିଛି ବୋଲି ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର କହିଥିଲେ। କୌଣସି ଲୋକ ଜିଲାପାଳଙ୍କ ନିକଟକୁ ନ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?