ଆମ ଜିଲା ଖବର

ଜଗତ୍‌ସିଂହପୁର ଜିଲାରେ ୧୪୪ ଧାରା ଜାରି

ଜଗତ୍‌ସିଂହପୁର ଅଫିସ,୧୮ା୩: ଓଡ଼ିଶାରେ ଜଣେ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ରାଜ୍ୟ ସରକାର ସଚେତନତା ଓ ସତର୍କତା ଉପରେ ଗୁରୁତ୍ୱ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାବାସୀଙ୍କୁ ସମ୍ଭାବ୍ୟ ପରିସ୍ଥିତିରୁ ରକ୍ଷା କରିବା ପାଇଁ ପ୍ରଶାସନ ତରଫରୁ ସୋମବାର ରାତିରୁ…

୨ ସପ୍ତାହରେ ୨ କମ୍ପାନୀର ଶୁଭ କାର୍ଯ୍ୟକ୍ରମ ସ୍ଥଗିତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୩: କଳିଙ୍ଗନଗର ଶିଳ୍ପାଞ୍ଚଳରେ ଗତ ୨ ସପ୍ତାହ ମଧ୍ୟରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ୨ କାରଖାନା ଶୁଭ ଦେଇ ନ ପାରି ଫେରିଯାଇଛି। ଗତ ୭ ତାରିଖରେ କଳିଙ୍ଗନଗର ବିଜୁ ପଟ୍ଟନାୟକ ପାର୍କ ନିକଟରେ କେସିକା ମେଟାଲିକ୍ସ…

ପ୍ରଧାନମନ୍ତ୍ରୀଙ୍କ ନଁ।ରେ କରୋନା ଗୁଜବ, ୪ ଗିରଫ

କେନ୍ଦ୍ରାପଡା ଅଫିସ, ୧୮ା୩: କରୋନା ସମ୍ପର୍କରେ ଗୁଜବ ସୃଷ୍ଟି ନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ତେବେ ଏହାକୁ ଅମାନ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ବୋଲି ସାମାଜିକ…

ମରାମତି ଅଭାବ: ମୁଖିଆ ରାସ୍‌ତାରେ ଦଉଡୁଛେ କେନାଲ ପାଏନ୍‌

ବିନିକା,୧୮ା୩ (ଡି.ଏନ୍‌.ଏ.)- ଚାଷ୍‌ ଆର ଚାଷୀର ବିକାଶ ଲାଗି କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଜଲ୍‌ସେଚନର ବେବସ୍‌ତା କରୁଛନ୍‌। ଚାଷୀର ଖେତ୍‌କେ ପାଏନ୍‌ ପୁହୁଁଚାବାର ଲାଗି କେନାଲ କୁଡ଼ବାର ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ସେନ୍‌ତା କେନାଲର…

ମହୁଲ ଫୁଲ ବିକ୍‌ରି ଲାଗି ଗୁଟାଲିକର ଚିନ୍‌ତା

ଭବାନୀପାଟଣା, ୧୮।୩ (ଡି.ଏନ୍‌.ଏ.)- ଏହେଦ୍‌କା ମହୁଲ ଫୁଲ ଗୁଟାବାର ସମିଆ। ଫିଦିନ ପହଁଟିଆରୁ ଜଂଗଲ ଅଂଚଲରେ ଥିବାର ଗଁ।ଗଁଡ଼ାର ଲୋକ୍‌ମାନେ ମହୁଲ ଫୁଲ ଗୁଟେଇ ଯାଉଛନ୍‌। ସେନ୍‌ତା ଇ ମହୁଲ ଫୁଲ ଗୁଟେଇ ଆଦିବାସୀ ସମାଜର ଲୋକ୍‌ ବନେ ଦୁଇ ପଏସା…

ବେଛପରି ରାଜସ୍ବ ଗଁ। ଜେ.ନୂଅଁ।ପାଲି

ବିଜେପୁର, ୧୮।୩ (ଡି.ଏନ୍‌.ଏ.)- ଲୁକ୍‌କର ବସବାସକେ ନେଇ ଗଁ। ଜମ୍‌କିସି। ଲୁକ୍‌କର ଚାଲିଚଲନ୍‌, କାମବୁତା, ଭଲଗୁନ ଗଁ। ର ଗଉରବ ବଢ଼ାସି। ହେଲେ କେନ୍‌ସି କାରନରୁ ଗଁ। ବାସୀ ଗଁ। ଛାଡ଼ଲେ ପଦା ପାଲଟି ଯାଏସି। ଇତାକେ ଦେଶୀ ଭାଷାଥି ବେଛପରି…

ବାଢ଼ୁନ୍‌ ବେପାର ଦେଉଛେ ଦାନା: ଭତା, ଆବାସ ଯୋଜନାରୁ ବଁଚିତ୍‌ ପରିବାର

ଅତାବିରା, ୧୮।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖିକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ସର୍ଭେରେ ଭୁଲଭଟକା, ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମ୍‌ଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାର ଲାଭ ପାଏବାରୁ…

ଗଳଗଣ୍ଡ ରୋଗ୍‌ରେ ପୀଡ଼ିତ କୌଶଲ୍ୟା: ଦରଦ୍‌ ଲାଗି ଛଟ୍‌କି ଛାଡୁଛନ୍‌

ଲାଠୋର, ୧୮ା୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀପଡ଼ାର କୌଶଲ୍ୟା ନାଏକ(୫୬)। ସେ ଗଳଗଣ୍ଡ ରୋଗ୍‌ରେ ପୀଡ଼ିତ ଅଛନ୍‌। ପରିବାରଟା ନିହାତି ଗରିବ୍‌। ଅଭାବ ଅନାଟନ ଲାଗି ତାକର ଉଚ ଚିକିଛା ହେଇ ନାଇଁପାରବାର। ଏନ୍‌ତାଥି ପରିବାର ଲୋକ୍‌…

ଦାଣ୍ଡରେ ବିତୁଛି ପ୍ରତିଷ୍ଠିତ ମିଲ୍‌ ମାଲିକଙ୍କ ଜୀବନ

ଜୟପୁର,୧୮।୩(ନି.ପ୍ର.) – ଜୀବନରେ ଅଭାବ କ’ଣ ଜଣା ନ ଥିଲା। ପାଖରେ ଥିଲା ୨୫ ଏକର ଚାଷଜମି, ଜାତୀୟ ରାଜପଥ କଡ଼ରେ ଅନେକ ଦୋକାନଘର ସାଙ୍ଗକୁ ଧାନ ମିଲ୍‌। ଏସବୁ ସମ୍ପତ୍ତିର ମାଲିକ ଥିବା ଦମ୍ପତି ଏବେ ନିଃସ୍ବ। ଯୋଗାଣ ବିଭାଗର…

ବିଷାକ୍ତ ହେଲାଣି ରେଙ୍ଗାଳି ଦକ୍ଷିଣ କେନାଲ ପାଣି

ତାଳଚେର,୧୮ା୩(ନି.ପ୍ର.) – ତାଳଚେର ସହର ଦେଇ ଯାଇଥିବା ରେଙ୍ଗାଳି ଦକ୍ଷିଣ ପାର୍ଶ୍ୱ କେନାଲ ଏବେ ଡ୍ରେନ୍‌ରେ ପରିଣତ ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସେ ଅନୁଗୋଳ ଜିଲାପାଳ, ତାଳଚେର ଉପଜିଲାପାଳ ଏବଂ ଉଠା…

କରୋନା କର୍ନର, ଆଇସୋଲେଶନ୍‌ ୱାର୍ଡ ବାଧ୍ୟତାମୂଳକ

ଅନୁଗୋଳ ଅଫିସ୍‌, ୧୮।୩ – କରୋନା ଭୂତାଣୁ କୋଭିଡ୍‌-୧୯ର ପ୍ରତିରୋଧ କ୍ଷେତ୍ରରେ ଜିଲାର ବିଭିନ୍ନ ଶିଳ୍ପ ସଂସ୍ଥା ଓ ହୋଟେଲ ସହଯୋଗ କରିବା ବାଧ୍ୟତାମୂଳକ। ଏ ନେଇ ମଙ୍ଗଳବାର ଅପରାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ…

ନର୍ସରୀରେ ମାନିଲା ମନ

(ମନୋଜ ନନ୍ଦ) ତାଳଚେର,୧୮ା୩ – ଚାକିରି ନ କରି ବ୍ୟବସାୟ କରିବେ ବୋଲି ସ୍ଥିର କଲେ। ତେଣୁ ଘର ଅନୁଗୋଳରେ ହୋଇଥିଲେ ବି କୋଇଲା ବ୍ୟବସାୟ ପାଇଁ ତାଳଚେରରେ ରହିଗଲେ। ହେଲେ ସେହି ବେପାର ସେପରି ସନ୍ତୋଷ ଦେଇପାରିଲା ନାହିଁ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?