ଆମ ଜିଲା ଖବର

କ୍ରଲ୍‌ରେ ରହିବ ‘ରାକେଶ’

ଢେଙ୍କାନାଳ ଅଫିସ, ୧୮।୩ – ଢେଙ୍କାନାଳ ଜିଲା କପିଳାସ ଚିଡ଼ିଆଖାନାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର ପରିସରରେ ବନ୍ଦୀ ଜୀବନ କାଟୁଥିବା ନରହନ୍ତା ଦନ୍ତା ‘ରାକେଶ’କୁ କ୍ରଲ୍‌ (କାଠବାଡ଼)ରେ ଆବଦ୍ଧ କରି ରଖିବାକୁ ଯୋଜନା କରୁଛି ବନ ବିଭାଗ। କ୍ରଲ୍‌ରେ ରହିବା ପରେ…

କରୋନା ପାଇଁ ସତର୍କ ପ୍ରଶାସନ

ଢେଙ୍କାନାଳ ଅଫିସ, ୧୮।୩ – କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ବିଶ୍ୱବ୍ୟାପୀ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାକୁ ପ୍ରତିହତ କରିବାକୁ ସତର୍କ ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ସଂକ୍ରମଣ ରୋକିବାକୁ ଡାକବାଜି ଯନ୍ତ୍ର ସହାୟତାରେ ପ୍ରଚାର କରାଯାଉଛି। ଆଞ୍ଚଳିକ ପରିବହନ…

କନ୍ଧମାଳରେ ଲାଗୁ ହେଲା ୧୪୪ ଧାରା

ଫୁଲବାଣୀ ଅଫିସ, ୧୮ା୩ – ପ୍ରାଣଘାତୀ କରୋନା ଭୂତାଣୁ ଚାରିଆଡ଼େ ଆତଙ୍କ ଖେଳାଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିବା ବେଳେ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ମଙ୍ଗଳବାର ଜିଲାପାଳ…

ନାମକୁ ମାତ୍ର ଚାଲିଛି ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ: ଅସୁବିଧାରେ ଯୁବତୀ, ଯୁବକ

ବ୍ରହ୍ମପୁର ଅଫିସ,୧୮ା୩ – ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଭଞ୍ଜବିହାରରେ ଏକ ଏମ୍ପ୍ଲୟମେଣ୍ଟ ଏକ୍ସଚେଞ୍ଜ ରହିଛି। ଦକ୍ଷିଣ ଓଡିଶାର ୧୦ ଜିଲା ଯଥା ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, କନ୍ଧମାଳ,ବୌଦ୍ଧ, ନୂଆପଡା, କୋରାପୁଟ,ମାଲକାନଗିରି ଏବଂ ରାୟଗଡା । ଏହି ସବୁ ଜିଲାର ଯେଉଁ ସବୁ…

୧୪୪ ଧାରା ସତ୍ତ୍ବେ ଚାଲିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ

ପୁରୁଷୋତ୍ତମପୁର, ୧୮ା୩ (ଡି.ଏନ.ଏ.) – ଗଞ୍ଜାମ ଜିଲାରେ ମାରାତ୍ମକ କରୋନା ଭାଇରସକୁ ନେଇ ଜିଲାପାଳ ୧୪୪ ଧାରା ଜାରିକରି ପାଞ୍ଚ ଜଣରୁ ଅଧିକା ଲୋକ ଗୋଟିଏ ସ୍ଥାନରେ ଗହଳି କରିବା ନେଇ କଟକଣା ଜାରି କରିଛନ୍ତି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌…

ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗଞ୍ଜାମ,୧୮ା୩(ଡି.ଏନ.ଏ.) – ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ପୋଲିସ କଳାଯମୁନା ଗ୍ରାମ ନିକଟସ୍ଥ କୁକୁଡ଼ାଫାର୍ମ ସମ୍ମୁଖ ଏକ ପୋଖରୀରୁ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କଳାଯମୁନାସ୍ଥିତ ସାଇ ସରସ୍ବତୀ ବିଦ୍ୟା ମନ୍ଦିରର ନବମ…

ବନ୍ଦ ଥିବା ବଜାର ଅଞ୍ଚଳ ବୁଲିଲେ ଜିଲାପାଳ

ବ୍ରହ୍ମପୁର ଅଫିସ, ୧୮ା୩ – କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାରରୁ ଗଞ୍ଜାମ ଜିଲାରେ ଭିଡ ତଥା ଜନଗହଳିକୁ ଏଡାଇବା ନେଇ ୧୪୪ ଧାରା ଜାରି କରାଯାଇଛି । ଏହି କ୍ରମରେ ସୋମବାରରୁ…

ଦୁଇ ଜିଲାର ଗୋଟିଏ ହାଟ

ବନ୍ତ,୧୮ା୩(ହରି ନାରାୟଣ ମହାନ୍ତି)- ଭଦ୍ରକ ଓ କେନ୍ଦୁଝର ଜିଲା ସୀମାବର୍ତ୍ତୀ ବସନ୍ତିଆ ହାଟ ଦୁଇ ଜିଲା ମଧ୍ୟରେ ପ୍ରାୟ ଶହେ ବର୍ଷ ଧରି ସମ୍ପର୍କର ସେତୁ ଗଢି ଆସିଛି। ସଜ ପନିପରିବାଠାରୁ ଆରମ୍ଭ କରି ମାଛ, ମାଂସ, ବିଭିନ୍ନ କୃଷି ଜାତ…

ମୃଣ୍ମୟୀ ମୂର୍ତ୍ତି ସ୍ଥାନ ନେଲା ଦାରୁ ବିଗ୍ରହ

ଭଦ୍ରକ ଅଫିସ, ୧୮ା୩- ଭଦ୍ରକ ବ୍ଲକ ଚରମ୍ପା ବରାଳପୋଖରୀ ଅଞ୍ଚଳର ଜାନୁଗଞ୍ଜ ଗାଁରେ ଜଗନ୍ନାଥଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ପରେ ସୋମବାର ଦାରୁବିଗ୍ରହ ପ୍ରତିଷ୍ଠା ହୋଇଛି। କାହିଁ କେଉଁ କାଳରୁ ବରାଳପୋଖରୀ ଅଞ୍ଚଳରେ ପ୍ରତିବର୍ଷ ପରି ରୀତିନୀତି ଅନୁଯାୟୀ ଠାକୁରଙ୍କ ମୃଣ୍ମୟୀ…

ବିଲୁପ୍ତ ହେବାକୁ ବସିଲାଣି କୁଣ୍ଡି ନଦୀ

ତିହିଡ଼ି,୧୮ା୩(ସ୍ବ.ପ୍ର.)- ନଦୀ ଏକ, ନାମ ଏକାଧିକ । ଏପରି ଏକ ନଦୀ ହେଲା କୁଣ୍ଡି ନଦୀ। ଭିନ୍ନ ଭିନ୍ନ ସ୍ଥାନରେ ଲୋକେ ଏହାକୁ ଚୂଡ଼ାଖିଆ, ଗୁପ୍ତଗଙ୍ଗା, କରଞ୍ଜଇ, ଧଳା ନଦୀ ବୋଲି କହନ୍ତି। ଭଦ୍ରକ ଜିଲାର ସାଳନ୍ଦୀ ନଦୀ ସହିତ ସଂଯୋଗ…

ସ୍ବୀକୃତି ମିଳିନି, ସଙ୍ଗୀତ ଦେଇଛି ଜୀବନ

ବନ୍ତ,୧୮।୩ (ସ୍ବ.ପ୍ର.)-ତାଙ୍କ ଚେହେରା, ବେଶଭୂଷା ବେଶ୍‌ ନିଆରା। ସକାଳୁ ସକାଳୁ ନାଲି ପୋଷାକ ରଙ୍ଗର ପରିଧାନ ପିନ୍ଧି ମଥାରେ ନାଲି ପଗଡ଼ି ଓ କାନ୍ଧରେ ନାଲି ରଙ୍ଗର ଝୁଲାମୁଣି ଧରି ଘରୁ ବାହାରି ପଡ଼ିନ୍ତି। ହାତରେ ଥାଏ ଏକତାରା। ଖଣ୍ଡେ ସାଇକେଲ…

ଫଳକରେ ଅଟକିଛି ଉନ୍ନୟନ କାର୍ଯ୍ୟ

ବାରିପଦା ଅଫିସ, ୧୮ା୩- ବାରିପଦାର ସହରରେ ଥିବା ୭ଟି ବନ୍ଧର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୨ ଫେବୃୟାରୀ ୨୦୧୯ରେ ଭିିତ୍ତିପ୍ରସ୍ଥର ସ୍ଥାପନ ହୋଇଥିଲା। ଭିତ୍ତିପ୍ରସ୍ଥର ସ୍ଥାପନ ହେବାର ବର୍ଷେ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କାଣିଚାଏ କାମ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?