ଆମ ଜିଲା ଖବର

ବିଜେତା ମୁକୁଟ ପିନ୍ଧିଲେ ହଂସିନୀ

ବାଲେଶ୍ୱର ଅଫିସ, ୧୮।୩-ବାଲେଶ୍ୱର କଚେରି ବଜାର ସ୍ଥିତ ପ୍ରଶାନ୍ତ ପ୍ରଧାନ ଓ ଭବାନୀ ପ୍ରଧାନଙ୍କ କନିଷ୍ଠକନ୍ୟା ହଂସିନୀ (୬) ବମ୍ବେରେ ଅନୁଷ୍ଠିତ ସର୍ବଭାରତୀୟ ଶୋ ଷ୍ଟପର ମଡ଼େଲିଂ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଶୋ ଷ୍ଟପର ଜୁନିୟର କ୍ରାଉନ ବିଜେତା ହେବାର ଗୌରବ…

ଦୃଢ ଇଛାଶକ୍ତି ଦେଇଛି ବଞ୍ଚିବାର ରାହା

ଖଇରା, ୧୮।୩(ଡି.ଏନ.ଏ.)-ଦୃଢ ଇଛାଶକ୍ତି ଥିଲେ ସବୁ କିଛି ସମ୍ଭବ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖଇରା ବ୍ଲକ ନନ୍ଦୁର ପଞ୍ଚାୟତ ବ୍ରହ୍ମଚାରୀ ଗ୍ରାମର ଦିବ୍ୟାଙ୍ଗ ଅକ୍ଷୟ କୁମାର ମହାନ୍ତି। ବୟସ ୫୪ ହେଲାଣି। ତଥାପି ସେ ଥକିନାହାନ୍ତି। ବାଲେଶ୍ୱର ଜିଲା ଖଇରା…

ଦୁର୍ଦ୍ଦିନରେ ୧୨ କୁମ୍ଭକାର ପରିବାର

ସୋର, ୧୮।୩(ଜନ୍ମେଜୟ ମିଶ୍ର)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ପାହାଡିଆ ଗଁ। ରଙ୍ଗାମାଟିଆ। ଗଁ। ଠାରୁ ପଞ୍ଚାୟତ ଶ୍ୟାମସୁନ୍ଦରପୁରର ଦୂରତା ୨୦ରୁ ୨୫ କି.ମି. ହୋଇଥିବାବେଳେ ଔପଦା ବ୍ଲକ ହେଡକ୍ୱାର୍ଟର ଦୂରତା ୩୦ରୁ ୩୫ କି.ମି.। ଭୌଗୋଳିକ ଦୃଷ୍ଟିକୋଣରୁ ଏହି ଗଁ।…

ସାତକୋଶିଆରେ ବୁଲୁଛି ଆହତ ମାଈ ହାତୀ

ବନ୍ତଳା,୧୭।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ଅଞ୍ଚଳରେ ଏକ ମାଈ ହାତୀ ଅସୁସ୍ଥ ଅବସ୍ଥାରେ ଦୁଇଦିନ ହେଲା ବୁଲୁଛି। ହାତୀର ପେଟରେ ତିନିରୁ ଚାରୋଟି କଣା ହୋଇ ଥିବା ଜଣାପଡୁଛି। ଏଣୁ ତା’ ଦେହରେ ଗୁଳି ବାଜିଥିବା ସନ୍ଦେହ…

ବିଦେଶ ଫେରନ୍ତାଙ୍କ ଉପରେ ସତର୍କ ଦୃଷ୍ଟି: ଯୁବକଙ୍କୁ ୨୮ ଦିନ ପର୍ଯ୍ୟବେକ୍ଷଣରେ ରହିବା ପାଇଁ ପରାମର୍ଶ

ଭଣ୍ଡାରିପୋଖରୀ, ୧୭ା୩(ଡି.ଏନ୍‌.ଏ.)- ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଦେଇଥିବାବେଳେ ଏହାକୁ ରୋକିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ବିଦେଶରୁ ଫେରୁଥିବା ଲୋକଙ୍କ ଉପରେ ସତର୍କ ଦୃଷ୍ଟି ରଖାଯାଇ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି।…

ଟୋକନ କଟିବା ପ୍ରତିବାଦରେ ସମିତିରେ ତାଲା ପକାଇଲେ ଚାଷୀ

ବାସୁଦେବପୁର, ୧୭ା୩(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଖରିଦା ବିନାୟକପୁର ସେବା ସମବାୟ ସମିତିରେ ଚାଷୀଙ୍କଠାରୁ ଧାନ କିଣା ନେଇ ଅବ୍ୟବସ୍ଥା ଲାଗି ରହିଛି। ୩୧ ଜଣ ଚାଷୀଙ୍କ ଧାନକ୍ରୟ ଲାଗି ପ୍ରଦତ୍ତ ଟୋକନ ଅନ୍‌ଲାଇନରେ କଟିଯିବା ଫଳରେ ସେମାନେ ସରକାରୀ ଧାର୍ଯ୍ୟ…

କିରୋସିନ ଢ଼ାଳି ସ୍ତ୍ରୀଙ୍କୁ ପୋଡ଼ି ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୧୭।୩-ସ୍ତ୍ରୀଙ୍କୁ କିରୋସିନ ଢାଳି ପୋଡି ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୁବାସ କୁମାର ବିହାରୀ ତାଙ୍କ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହ ୧ଲକ୍ଷ ଟଙ୍କା ଜରିମାନା ଦେବା ଲାଗି ନିର୍ଦ୍ଦେଶ…

କରୋନା ସଂକ୍ରମଣ ରୋକିବାକୁ ବିଶ୍ୱଶାନ୍ତି ମହାଯଜ୍ଞ

ସିମୁଳିଆ,୧୭।୩(ଡି.ଏନ.ଏ.)-କରୋନା କବଳରେ ସାରା ବିଶ୍ୱ ପ୍ରଭାବିତ। ଏଥିରୁ ନିସ୍ତାର ପାଇଁ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଜାମୁଝାଡ଼ି ଅଞ୍ଚଳର ମା’ ବୁଢ଼ୀବାସୁଳୀଙ୍କ ନିକଟରେ ଚାଲିଛି ପୂଜାର୍ଚ୍ଚନା। ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ଦ୍ୱାରା ଆୟୋଜିତ ହୋଇଛି ବିଶ୍ୱଶାନ୍ତି ମହାଯଜ୍ଞ। ଏହି ଅବସରରେ ମଙ୍ଗଳବାର…

କୋଣାର୍କକୁ ମିଳିଲା ‘ଆଇକନିକ୍‌ ପର୍ଯ୍ୟଟନସ୍ଥଳୀ’ ମାନ୍ୟତା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଇକନିକ ପର୍ଯ୍ୟଟନସ୍ଥଳୀ ତାଲିକାରେ ସ୍ଥାନ ପାଇଲା ଓଡ଼ିଶା। କୋଣାର୍କକୁ ଏହି ମାନ୍ୟତା ମିଳିଲା । ମଙ୍ଗଳବାର ରାଜ୍ୟ ସଭାରେ ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ସ୍ପଷ୍ଟ କରିଛନ୍ତି। ବିଜେଡି ଏମ୍‌ପି ସସ୍ମିତ ପାତ୍ରଙ୍କ ପ୍ରଶ୍ନର ଉତ୍ତର…

କେସିଙ୍ଗା ଅନ୍ନପୂର୍ଣ୍ଣା ରାଇସ୍‌ମିଲରେ ୪୦ ଫୁଟ୍‌ ଉପରୁ ଖସିପଡ଼ି ଶ୍ରମିକ ମୃତ

କେସିଙ୍ଗା,୧୭।୩: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଉତକେଲା ଫାଣ୍ଡି ଅନ୍ତର୍ଗତ ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ରେ ଦୁର୍ଘଟଣା ଘଟି ସୋମବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକ ହେଲେ ଉତକେଲା ପଞ୍ଚାୟତ କାଦୋପଡା ଗାଁର ସ୍ବର୍ଗତ କାଳିଆ ମେହେର…

ଗଞ୍ଜାମରେ ୧୪୪ ଧାରା ଜାରି: ଏମ୍‌ଜିଏନ୍‌ଆର୍‌ଜିଏସ୍‌ ଯୋଜନାରେ ଏକତ୍ର କାମ କରୁଛନ୍ତି ଶ୍ରମିକ

ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍‌.ଏ.): ମାରାତ୍ମକ କରୋନା ଭାଇରସକୁ ନେଇ ଗଞ୍ଜାମ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ୫ ଜଣରୁ ଅଧିକ ଲୋକ ଗୋଟିଏ ସ୍ଥାନରେ ଗହଳି ନେଇ କଟକଣା ଜାରି କରାଯାଇଛି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଜିଏସ୍‌ ଯୋଜନାରେ ଚାଲିଥିବା କାର୍ଯ୍ୟରେ…

କରୋନା ସଚେତନତା: ହାତ ଧୋଇ ଥାନା ଭିତରକୁ ପ୍ରବେଶ ପାଇଁ ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶ

ଛେଣ୍ଡିପଦା, ୧୭।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପରିସରରେ ମଙ୍ଗଳବାର ହାତଧୁଆ ବ୍ୟବସ୍ଥା କରାଯିବା ସହିତ କରୋନା ସଚେତନତା ବର୍ତ୍ତା ଦିଆଯାଉଛି। ଅନୁଗୋଳ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଛେଣ୍ଡିପଦା ଥାନା ଅଧିକାରୀ କନକ ମାଝିଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?