ଆମ ଜିଲା ଖବର

ଭିଡ଼ରୁ ବ୍ୟାପୁଛି କରୋନା ସଂକ୍ରମଣ: ମାର୍ଚ୍ଚ ୩୧ ଯାଏ ହାଇକୋର୍ଟ ଆସିବେନି ଓକିଲ

କଟକ ଅଫିସ,୧୭।୩: ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା, ସ୍କୁଲ, କଲେଜ, ଶପିଂମଲ, ଜିମ୍‌ ସହ ଅନ୍ୟାନ୍ୟ ଜନଗହଳିସ୍ଥାନକୁ ବନ୍ଦ ରଖିବାକୁ…

ଭଦ୍ରକରେ କରୋନା କଟକଣାକୁ ବେଖାତିର: ଘରୋଇ ଶିକ୍ଷାନୁଷ୍ଠାନ ଖୋଲା, ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର

ଆରଡି, ୧୭।୩(ଡି.ଏନ.ଏ.): କରୋନାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାରଠାରୁ ଅଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ଆଉ ସ୍କୁଲ ନ ଯିବାକୁ ନିର୍ଦ୍ଦେଶ ଦିଆଯିବା ସହ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାତ୍ର ଭଦ୍ରକ ଜିଲାରେ ଏହାର…

ମୋବାଇଲ୍‌ ଟ୍ରାକିଂ କରି ୭ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କଲା ତୁରୁମୁଙ୍ଗା ପୋଲିସ

ପାଟଣା,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ୭ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଲୁଟେରାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ଅପରାହ୍ନରେ ଚମ୍ପୁଆ ଏସ୍‌ଡିପିଓ ହରିହର ପାଣି ଓ ଥାନାଧିକାରୀ ବାରେନ୍ଦ୍ର ଶିଆଲ ଏକ ଖବର ଦାତା ସମ୍ମିଳନୀରେ ଏ…

କରୋନା ପ୍ରଭାବ: ମା’ ତାରାତାରିଣୀ ପୀଠ ଖାଁ ଖାଁ

ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳି ଯାତ୍ରା ଜନଶୂନ୍ୟ ହୋଇପଡିଛି। କରୋନା ଭାଇରସକୁ ନେଇ ମନ୍ଦିର ଖାଁ ଖାଁ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମହାଲକ୍ଷ୍ମୀ ବେଶରେ ସଜ୍ଜିତ…

କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଜିଲାରେ ୧୪୪ ଧାରା ଘୋଷଣା କରିଛନ୍ତି । କୌଣସି ସ୍ଥାନରେ ଭିଡ…

ଚୋରାଚାଲାଣ ବେଳେ ଧରିଲା ଦାରିଙ୍ଗବାଡ଼ି ପୋଲିସ: ୨ ଗିରଫ, କାର୍‌ ସହ ୨୦ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି,୧୭।୩(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ ବେଳେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏକ କାର୍‌କୁ ଜବତ ସହ ୨୦କେଜି ଗଞ୍ଜେଇକୁ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝୀ ସୁଚନା ଦେଇଛନ୍ତି ।…

ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର ଦାସଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ରାଜନଗର ବାର ଆସୋସିଏଶନ ପକ୍ଷରୁ ସ୍ବାଗତ…

କେଳୁଣି ମୁହାଣ ନିକଟରେ ଜାହାଜର ସଫି

କୋଣାର୍କ,୧୭।୩(ଡି.ଏନ୍‌.ଏ): ପୁରୀ ଜିଲା କେଳୁଣି ମୁହାଣ ନିକଟ କେଉଟଜଙ୍ଗା ଗ୍ରାମ ନିକଟ ସମୁଦ୍ର କୂଳରେ ମଙ୍ଗଳବାର ଭୋରୁ ଏକ ଜାହାଜର ସଫି ଲାଗିଥିଲା। ଏହା ଦେଖି ସ୍ଥାନୀୟ ଲୋକେ କୋଣାର୍କ ଥାନାକୁ ଖବର ଦେଇଥିଲେ। ଖବରପାଇ ଥାନାର ଏକଟିମ୍‌ ଯାଇ ତାହାକୁ…

ଚନ୍ଦ୍ରଭାଗା ସମୁଦ୍ରକୂଳ ପର୍ଯ୍ୟଟକ ମୁକ୍ତ

କୋଣାର୍କ,୧୭।୩(ଡି.ଏନ୍‌.ଏ): ପୁରୀ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରାଯାଇଛି। ସକାଳେ ଗୋପ ତହସିଲଦାର ଓ କୋଣାର୍କ ଥାନାଧିକାରୀ ମିଳିତ ଚନ୍ଦ୍ରଭାଗା ସମୁଦ୍ରକୂଳକୁ ପର୍ଯ୍ୟଟକ ମୁକ୍ତ କରିବା ସହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ୧୪୪ ଧାରା…

ଶେରଗଡ଼ ତହସିଲଦାରଙ୍କ ହୋଟେଲ ଫାଷ୍ଟଫୁଡ଼ ଦୋକାନରେ ଚଢ଼ାଉ: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଶେରଗଡ଼,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା ଶେରଗଡ଼ ବଜାରରେ ଥିବା ଫାଷ୍ଟଫୁଡ଼ ଦୋକାନ, ହୋଟେଲ, ମଦ ଦୋକାନରେ ଚଢ଼ାଉ କରିଛନ୍ତି। ଶେରଗଡ଼ ଚାରିଛକ, ତିନିଛକ, ବଜାର ଛକ, କାଳିଆ ହୋଟେଲ ଛକରେ ରହି ଲୋକମାନଙ୍କୁ ସଚେତନ କରିବା ସହ…

ଝାରସୁଗୁଡା ସହର ମଙ୍ଗଲବଜାରରେ ୧୪୪ ଧାରା ଲାଗୁ

ଝାରସୁଗୁଡା ଅଫିସ,୧୭। ୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ଝାରସୁଗୁଡା ସହର ଜନଗହଳି ପୂର୍ଣ୍ଣ ମଙ୍ଗଲବଜାର ଅଞ୍ଚଳରେ ମଙ୍ଗଳବାର ସକାଳୁ ୧୪୪ ଧାରା ଲାଗୁ କରାଯାଇଛି। ଏହା ସହ ଏଠାରେ…

ଗଞ୍ଜାମର ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ ମିଳିବ ମାସ୍କ: ମୂଲ୍ୟ ୨୫ ଟଙ୍କା

ଛତ୍ରପୁର,୧୭।୩,(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ମାସ୍କର ସମ୍ପୂର୍ଣ୍ଣ ଅଭାବ ଦେଖାଦେଇଛି। ଫଳରେ ଲୋକଙ୍କ ଚିନ୍ତା ଆହୁରି ବଢ଼ିଯାଇଛି। କେତେକ ସ୍ଥାନରେ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଅପରପକ୍ଷରେ ବୁଧବାରଠାରୁ ଗଞ୍ଜାମ ଜିଲାର ସମସ୍ତ ୫୦୩ ପଞ୍ଚାୟତ କାର୍ଯ୍ୟାଳୟରେ ମାସ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?