ଆମ ଜିଲା ଖବର

ଅତୀତକୁ ଝୁରୁଛି ଶିବମାହାରା

ଆରଡ଼ି,୧୭।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣି ମନ୍ଦିରର ମାହାତ୍ମ୍ୟ ସର୍ବଜନବିଦିତ। ମନ୍ଦିର ବେଢ଼ାକୁ ଲାଗି ରହିଥିବା ପୁଷ୍କରିଣୀ ପୀଠର ଶୋଭାବର୍ଦ୍ଧନ କରୁଛି। ଭକ୍ତମାନେ ଏହାର ଜଳକୁ ପବିତ୍ରତାର ପ୍ରତୀକ ଭାବେ ଗ୍ରହଣ କରିଥାନ୍ତି। ଏଥିରେ ଆଖଣ୍ଡଳମଣିଙ୍କ ସ୍ନାନ ଓ…

ବେଆଇନ ବାଲି ଉଠାଣକୁ ଗ୍ରାମବାସୀଙ୍କ ବିରୋଧ

କପ୍ତିପଦା,୧୭ା୩(ଡି଼.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ସୋନ ନଦୀର ବିଶୋଳ ପଞ୍ଚାୟତ ନିକଟ ଏକ ବାଲି ଘାଟରୁ ଜେସିବି ଲଗାଇ ବେଆଇନ ଭାବେ ବାଲି ଉତ୍ତୋଳନ ଘଟଣାକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣା ମଧ୍ୟ ଉଚ୍ଚ…

ପଲିଥିନ ତଳେ ଜୀବନ

କପ୍ତିପଦା,୧୭ା୩(ଡି.ଏନ୍‌.ଏ)- ସରକାର ଗରିବ ସୀମାରେଖା ତଳେ ଥିବା ହିତାଧିକାରୀଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ପ୍ରଦାନ ପାଇଁ ନିୟମ କରିଛନ୍ତି ା ଯୋଗ୍ୟ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିପାଇଁ ପ୍ରତି ପଞ୍ଚାୟତର ଗ୍ରାମସଭା ଓ…

୧୧ ମାସ ପରେ ବି ମିଳିଲାନି ଫନୀ ସହାୟତା

ବାଲିଆ, ୧୭।୩: ୨୦୧୯ ମେ’ ରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ତିନୋଟି ପିଲାଙ୍କ ଦିଓଳି ଖାଇବା ଓ ପାଠପଢ଼ା ଖର୍ଚ୍ଚ ତୁଲାଇବା ପାଇଁ ଘରୁ ଗୋଡ଼ କାଢ଼ିଥିଲେ ବିରିଡି ବ୍ଲକ ଅଧୀନ ବୁଢାପଢ଼ା ପଞ୍ଚାୟତ…

ବସ୍ତାରେ କରୋନା ସନ୍ଦିଗ୍ଧ

ବସ୍ତା, ୧୭।୩(ଡି.ଏନ.ଏ.)-ଇଟାଲୀରୁ ଫେରିଥିବା ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ କରାଯାଉଛି। ରବିବାର ସେ ଗଁ।ରେ ପହଞ୍ଚିବା ଘରୁ ଆଦୌ ବାହାରକୁ ଆସୁ ନ ଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି। ହେଲେ ତାଙ୍କ…

ଜଳସଙ୍କଟ ଭୋଗିବେ ବନ୍ଦରାଞ୍ଚଳବାସୀ

ପାରାଦୀପ, ୧୭।୩ (ସ୍ବ.ପ୍ର.): ଚଳିତବର୍ଷ ଖରାଦିନେ ପାରାଦୀପ ବନ୍ଦରାଞ୍ଚଳରେ ପୁଣି ଜଳସଙ୍କଟ ଦେଖାଦେବ। ଏଥିପାଇଁ ସମସ୍ତେ ଜଳ ପରିଚାଳନା କ୍ଷେତ୍ରରେ ସଚେତନ ରହିବାକୁ ବନ୍ଦର ଅଧ୍ୟକ୍ଷ ସୋମବାର ଗଣମାଧ୍ୟମ ଜରିଆରେ ପରାମର୍ଶ ଦେଇଛନ୍ତି। ଏପରି ଜଳସଙ୍କଟ କାରଣ ସମ୍ପର୍କରେ ଅଧ୍ୟକ୍ଷ ରିଙ୍କେଶ…

ସାହସିକତା ଦେଖାଇଲେ ସକୁଲୁ

ସିମୁଳିଆ, ୧୭।୩(ଡି.ଏନ.ଏ.)-ଟିକେ ଡେରି ହୋଇଥିଲେ ଜଣେ ୩ବର୍ଷର ଶିଶୁଙ୍କୁ ଜୀବନ ଚାଲିଯାଇଥାନ୍ତି। ହେଲେ ସକୁଲୁ ସିଂ ନାମକ ଜଣେ ୨୬ବର୍ଷୀୟ ଯୁବକ ନିଜ ଜୀବନକୁ ବାଜି ଲଗାଇ ଜଳନ୍ତା ଘର ମଧ୍ୟରୁ ଉକ୍ତ ଶିଶୁକୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି।…

ରାପିଡ ରେସ୍‌ପନ୍ସ ଟିମ୍‌ ଗଠିତ

ବାଲେଶ୍ୱର ଅଫିସ,୧୭।୩-କରୋନା ଭୂତାଣୁ (କୋଭିଡ଼ି-୧୯) ସଂକ୍ରମଣକୁ ରୋକିବା ଏବଂ ଏଦିଗରେ ବ୍ୟାପକ ସଚେତନତା ସୃଷ୍ଟି ଉପରେ ବାଲେଶ୍ୱର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟବିଭାଗ ଗୁରୁତ୍ୱ ଦେଇଛି। ଆକ୍ରାନ୍ତ ରୋଗୀଙ୍କ ସମ୍ପର୍କରେ ସୂଚନା ଦେବା ପାଇଁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା ସହ…

ଆଦିବାସୀ ସଂସ୍କୃତିର ନିଆରା ଝଲକ ‘ଚଇତି ବଡ଼ାମ ପୂଜା’

ଔପଦା, ୧୭।୩(ଡି.ଏନ.ଏ.)-ଚଇତି ବଡାମ ପୂଜା ଲାଗି ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟ୍ୟୁଷିତ ଗଡ଼ସାହି ଗ୍ରାମ ଉତ୍ସବମୁଖର ହୋଇପଡିଛି। ଏହି ଗ୍ରାମରେ ପାରମ୍ପରିକ ଭାବେ ଗତ ୧୪ ଅପରାହ୍ନରେ ବନଦେବତାଙ୍କୁ ପୂଜା କରାଯାଇ ବଡ଼ାମଙ୍କ ପାଇଁ ଶାଳଗଛର ଡାଳ ଛେଦନ…

‘କରତାଳି ଦିଏ ପ୍ରେରଣା’

ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ। ଏହା ତାଙ୍କୁ ପରେ କଳା ଜଗତ ମଧ୍ୟକୁ ଟାଣି ନେଇଥିଲା। ସେ ଏବେ…

କରୋନା: ଶାରଳା ପୀଠରେ ସତର୍କତା

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.): ତିର୍ତ୍ତୋଲ ବ୍ଲକ କନକପୁରସ୍ଥିତ ଶାରଳା ମନ୍ଦିରରେ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ମନ୍ଦିର ମୁଖ୍ୟଦ୍ୱାର ଦେଇ କେବଳ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ମନ୍ଦିର ପରିସରରେ କିପରି ଶ୍ରଦ୍ଧାଳୁମାନେ ଏକାଠି ନ ହେବେ…

ବଜ୍ରପାତରେ ଜଣେ ମୃତ

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.):ତିର୍ତ୍ତୋଲ ବ୍ଲକ କନକପୁର ପଞ୍ଚାୟତ ବଡ଼ସରୋଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ସେହି ଗ୍ରାମର ଦ୍ୱିଜବର ଭୋଇ(୬୨)ଙ୍କ ମୃତ୍ୟୁ ଘଟିଛି। ଅପରାହ୍ନରେ ପ୍ରବଳ ଘଡ଼ଘଡ଼ି ବିଜୁଳି ମାରୁଥିବା ବେଳେ ଦ୍ୱିଜବର ତାଙ୍କ ଘର ଆଗରେ ଥିବା ଏକ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?