ଆମ ଜିଲା ଖବର

ଚୈତ୍ରପର୍ବ, ବାରୁଣୀ ସ୍ନାନରେ କଟକଣା

ଆସିକା,୧୭ା୩(ଡି.ଏନ୍‌.ଏ.) କରୋନା ମୁକାବିଲା ନେଇ ସୋମବାର ଆସିକା ବ୍ଲକ ସଭା ଗୃହରେ ପଞ୍ଚାୟତ ସମିତିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ା ବ୍ଲକ ଅଧ୍ୟକ୍ଷ ହରେକୃଷ୍ଣ ମଳିକ ଏଥିରେ ଅଧ୍ୟକ୍ଷତା କରିଥିଲେ। ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବିଧାୟିକା ମଞ୍ଜୁଳା…

କଫିବଗିଚା, ଜଳପ୍ରପାତ ବୁଲିଲେ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬।୩(ଡି.ଏନ୍‌.ଏ.) ସାରା ପୃଥିବୀରେ ଏବେ କରୋନା ଭୟ। ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ନିର୍ଦ୍ଦେଶକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ନିର୍ଦ୍ଦେଶ ପ୍ରକାରେ ଦାରିଙ୍ଗବାଡ଼ିର ସମସ୍ତ ପାର୍କ ବନ୍ଦ କରିଦିଆଯାଇଥିଛି।…

ବଳାତ୍କାର ମାମଲାକୁ ଗୁରୁତ୍ୱ ଦେଉନି ପୋଲିସ: ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କଲେ ପୀଡ଼ିତା

ବଣାଇ, ୧୭।୩(ସ୍ବ.ପ୍ର.)-ସୁନ୍ଦରଗଡ଼ ଜିଲା ବଣାଇ ଥାନା ପୋଲିସ ବଳାତ୍କାର ମାମଲା ଭଳି ଘଟଣାକୁ ଗୁରୁତ୍ୱ ଦେଉନାହିଁ। ଅଭିଯୋଗ ହେବାର ୧୫ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ବରଂ ପୀଡ଼ିତାଙ୍କୁ ବାରମ୍ବାର ଥାନାକୁ ଦୌଡ଼ାଯାଇ ହଇରାଣ କରାଯାଉଛି। ଶେଷରେ ନିରୁପାୟ ହୋଇ…

ସମଲେଇ ମନ୍ଦିରରେ ଗମ୍ଭୀରା ଦର୍ଶନ ବନ୍ଦ

ସମ୍ବଲପୁର,୧୭।୩ (ବ୍ୟୁରୋ) ସମ୍ବଲପୁର ସମଲେଇ ମନ୍ଦିରର ଗମ୍ଭୀରା ଦର୍ଶନ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରି ଦିଆଯାଇଛି। ତେବେ ଶ୍ରଦ୍ଧାଳୁମାନେ ଗମ୍ଭୀରା ବାହାରେ ରହି ମା’ଙ୍କ ଦର୍ଶନ କରିପାରିବେ। କରୋନା ମୁକାବିଲା ପାଇଁ ସୋମବାର ସକାଳେ ମନ୍ଦିର ଟ୍ରଷ୍ଟ ବୈଠକ…

ନୃସିଂହନାଥ ମନ୍ଦିରରେ କଟକଣା

ପାଇକମାଳ,୧୭।୩(ଡି.ଏନ.ଏ) ବରଗଡ଼ ଜିଲାର ଅନ୍ୟତମ ତୀର୍ଥକ୍ଷେତ୍ର ପାଇକମାଳ ବ୍ଲକ ନୃସିଂହନାଥ ମନ୍ଦିରରେ ପ୍ରଥମଥର ପାଇଁ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। କରୋନା ଭାଇରସ ସଂକ୍ରମଣ ଆଶଙ୍କା ଥିବାରୁ ସୋମବାରଠାରୁ ଜାରି ହୋଇଥିବା ଏହି କଟକଣା ଅନୁଯାୟୀ, ଆସନ୍ତା ୩୧ତାରିଖ…

ବିଜୟାନନ୍ଦ ସମବାୟ ଚିନିକଳ :ତୃତୀୟ ଟେଣ୍ଡରକୁ ଅପେକ୍ଷା

  ବଲାଙ୍ଗୀର ଅଫିସ, ୧୭ା୩ ବଲାଙ୍ଗୀର ଜିଲାର ଏକମାତ୍ର କୃଷିଭିତ୍ତିିକ ଶିଳ୍ପ ଦେଓଗଁା ବ୍ଲକ ସାଗରପାଲିସ୍ଥିତ ବିଜୟାନନ୍ଦ ଚିନିକଳ ଦୀର୍ଘ ୬ ବର୍ଷ ହେଲା ବନ୍ଦ ପଡିଛି ା ଏହି ଚିନିକଳରେ ଝୁଲୁଥିବା ତାଲା କେବେ ଖୋଲିବ ତା’ର ଉତ୍ତର କାହା…

ବାଇକ୍‌ରୁ ପଡ଼ି ୨ ଜଣଙ୍କ ଜୀବନ ଗଲା

କପ୍ତିପଦା,୧୬ା୩(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ନେଦାମ ନିକଟରେ ସୋମବାର ଅପରାହ୍ନ ୪ଟାରେ ଏକ ବାଇକ୍‌ରୁ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଉଦଳା ଥାନା ଅଧୀନ ପାଟପୁର ଗ୍ରାମର ମନୋଜ ଖଣ୍ଡେଇ ଓ ମଙ୍ଗୁଳୁ…

ପାଣିରେ ବୁଡ଼ି ୩ ଜଣଙ୍କ ସଲିଳ ସମାଧି

ଭଦ୍ରକ ଅଫିସ/ବାସୁଦେବପୁର, ୧୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ସନିଆ ସାବରଙ୍ଗ ଓ ବାସୁଦେବପୁର ବ୍ଲକ ଆର୍ତ୍ତୁଂ ଗ୍ରାମରେ ସୋମବାର ପାଣିରେ ବୁଡ଼ି ୩ ବାଳକଙ୍କ ମୃତ୍ୟୁ ଘଟିଛି। ସନିଆ ସାବରଙ୍ଗର ମୃତକଦ୍ୱୟ ହେଲେ ରଞ୍ଜନ କୁମାର ଧୂପାଳଙ୍କ ପୁଅ…

ମୟୂରଭଞ୍ଜ: ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ, ୧୬ା୩- ବିଶ୍ୱ ବ୍ୟାପୀ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଦେଶରୁ ଗ୍ରାମକୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖିବାକୁ…

ଚଡ଼କମେଳା ହେବା ନେଇ ଅନିଶ୍ଚିତତା

ଭୋଗରାଇ, ୧୬।୩(ଡି.ଏନ.ଏ.)-ଚୈତ୍ର ମାସ ହେଉଛି ଶିବଙ୍କ ବିବାହ ମାସ। ଏହି ମାସରେ ଶିବଙ୍କୁ ଆରାଧନା କଲେ ମହାପୁଣ୍ୟ ମିଳିଥାଏ ବୋଲି କୁହାଯାଏ। ଏଥିନିମନ୍ତେ ବାଲେଶ୍ୱର ଜିଲା ଭୋଗରାଇର ବିଭିନ୍ନ ଶିବ ମନ୍ଦିରରେ ସୋମବାର ମହିଳାଙ୍କ ପ୍ରବଳ ଭିଡ଼ ହୋଇଥିଲା। ହେଲେ ମନ୍ଦିରଗୁଡିକରେ…

ତାରାତାରିଣୀ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌ : ହେବନି ମୁଣ୍ଡନ

ପୁରୁଷୋତ୍ତମପୁର,୧୬।୩(ଡି.ଏନ୍‌.ଏ.): କରୋନା ଲାଗି ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପ୍ରଶାସନ ଅଙ୍କୁଶ ଲଗାଇଛି। ମୁଣ୍ଡନ କାର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରି ଦିଆଯାଇଛି । ମନ୍ଦିରକୁ ସଂଯୋଗ କରୁଥିବା ତିନି ଗୋଟି ମୁଖ୍ୟ ରାସ୍ତା (ତାରାତାରିଣୀ…

ପାରାଦୀପ ଜାହାଜରେ ବିଦେଶୀ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ

ପାରାଦୀପ, ୧୬।୩(ସ୍ବ.ପ୍ର.): ପାରାଦୀପ ବନ୍ଦର ଆଙ୍କରେଜ ଏରିଆରେ ଥିବା ଏକ ପଣ୍ୟବାହୀ ଜାହାଜରେ ସୋମବାର ଜଣେ ୟୁକ୍ରେନ୍‌ ନାଗରିକଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଜାହାଜ କ୍ୟାପ୍‌ଟେନ ୟୁଦିନ ବିଟାଲୀ(୪୭)। ଏହା ଜଣାପଡ଼ିବା ପରେ ପୋର୍ଟ ପିଏଚ୍‌ଓ(ପୋର୍ଟ ହେଲ୍ପ ଅଫିସ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?