ଆମ ଜିଲା ଖବର

କରୋନା ଲାଗି ଢେଙ୍କାନାଳରେ ୧୪୪ ଧାରା: ସାଇନ୍ସ ପାର୍କ ବନ୍ଦ, ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଢେଙ୍କାନାଳ ଅଫିସ ,୧୬।୩: କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ସୋମବାର ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ଜିଲା ଏବଂ ସହରରେ ୧୪୪ ଧାରା ଜାରି ହୋଇଛି। ଶପିଂ ମଲ୍‌, ମଣ୍ଡପକୁ ବନ୍ଦ କରାଯାଇ…

ବିଷାକ୍ତ ଖାଦ୍ୟ ଖାଇ ୧ ମୃତ , ୨୪ ଆକ୍ରାନ୍ତ

ଡାବୁଗାଁ,୧୬।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଚିକିଲି ଗ୍ରାମରେ ବିଷାକ୍ତ ଖାଦ୍ୟ ଖାଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪ ଆକ୍ରାନ୍ତ ହୋଇଛନ୍ତି । ମୃତକ ହେଲେ ବୁଦେଇ ହରିଜନ (୬୦)। ସୂଚନାଯୋଗ୍ୟ, ରବିବାର ଚିକିଲି ଗ୍ରାମରେ ଏକ ବିବାହ…

କରୋନା ଲାଗି ୧୪୪ ଧାରା: ବ୍ରହ୍ମପୁରରେ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସ ବନ୍ଦ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୧୬।୩: କରୋନା ସଂକ୍ରମଣକୁ ରୋକିବା ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଛି। ଜନଗହଳିକୁ ଏଡ଼ାଇବା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସହରର ସମସ୍ତ ଶପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରାଯାଇଛି। ପୂର୍ବାହ୍ନରେ…

କରୋନା ମୁକାବିଲା ଲାଗି ପ୍ରସ୍ତୁତି ବୈଠକ : ପ୍ରତି ପଞ୍ଚାୟତରେ ଖୋଲିବ ଆଇସୋଲେଶନ କେନ୍ଦ୍ର

ରାଇକିଆ,୧୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହଠାରେ ସୋମବାର କରୋନା ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗ୍ରାମାଞ୍ଚଳ ଲୋକେ ସଚେତନ ରହିବା ସହ ବାହାର ରାଜ୍ୟ ବିଶେଷକରି କେରଳ ଓ ତାମିଲନାଡୁରୁ ଆସୁଥିବା ଲୋକଙ୍କ ଉପରେ ନଜର…

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୬।୩: କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ। ରାଜ୍ୟ ସରକାର ଏ ଦିଗରେ ବିଭିନ୍ନ ପଦକ୍ଷେପ ନେଇ ସଚେତନତା ଜାରି ରଖିଛନ୍ତି। ସମସ୍ତ ସ୍କୁଲ ଓ କଲେଜର ପରୀକ୍ଷା ସ୍ଥଗିତ ରଖାଯାଇଛି। ତେବେ ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଗତ…

ପୁରୀ ବେଳାଭୂମି ଖାଲିକଲା ପୋଲିସ

ପୁରୀ ଅଫିସ,୧୬।୩: ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ିଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପୁରୀ ବେଳାଭୂମିକୁ ଖାଲିକରିଛି ପୋଲିସ। ବେଳାଭୂମିକୁ ନ ଯାଇ ପର୍ଯ୍ୟଟକମାନଙ୍କୁ ହୋଟେଲ ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ବେଳାଭୂମିରେ ଥିବା…

ଏସ୍‌ସିବିରେ ଆଉ ଜଣେ କରୋନା ସନ୍ଦିଗ୍ଧ

କଟକ ଅଫିସ,୧୬।୩: କରୋନା ସନ୍ଦେହରେ ଭୁବନେଶ୍ୱରର ଜଣେ ଯୁବକ ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସେ ପୂର୍ବରୁ ଥଣ୍ଡା, ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କ…

କରୋନା ପାଇଁ ସଚେତନ ବାର୍ତ୍ତା: ହାତ ଧୋଇବାକୁ ପରାମର୍ଶ

ରାଜନଗର, ୧୬।୩(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସୋମବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ହାତଧୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି…

ରାଜନଗରରେ କରୋନା ସନ୍ଦେହ: ନିରୀକ୍ଷଣରେ ୩ ଯୁବକ

ରାଜନଗର, ୧୬।୩(ଡି.ଏନ୍‌.ଏ.): ଓଡ଼ିଶାରେ ପ୍ରଥମ କରୋନା ପଜିଟିଭି ଚିହ୍ନଟ ହେବା ପରେ ଆତଙ୍କ ଖେଳିଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଦେଶ ଫେରନ୍ତା ୩ ଯୁବକଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରୀକ୍ଷଣ ଲାଗି ରଖାଯାଇଛି। ସେମାନେ…

ଭଦ୍ରକରେ କରୋନା ସତର୍କତା: ପ୍ରଶାସନ ପକ୍ଷରୁ ଛୁଟି ବାତିଲ

ଭଦ୍ରକ ଅଫିସ, ୧୬।୩: ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସୋମବାରଠାରୁ ଭଦ୍ରକ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏ ନେଇ ଜିଲାପାଳ ଜ୍ଞାନ…

କରୋନା ପ୍ରଭାବ: ଗଞ୍ଜାମରେ ମିଳୁନି ମାସ୍କ

ଗଞ୍ଜାମ, ୧୬।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଭୟର ବାତାବରଣ ସୃଷ୍ଟି କରିଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଏହାର ପ୍ରଭାବ ଦେଖାଦେଇଛି। ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ମାତ୍ର ଗଞ୍ଜାମ ସହରର କୌଣସି…

ସ୍କୁଲ ବନ୍ଦ ନ କରିବାକୁ ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

ବରଗଡ଼ ଅଫିସ,୧୬।୩: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ତ୍ରିଲୋଚନପୁର ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର କମ ଥିବା ଦର୍ଶାଇ ଉକ୍ତ ସ୍କୁଲକୁ ବନ୍ଦ କରିଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଏହି ସ୍କୁଲକୁ ବନ୍ଦ କରାଗଲେ ସେମାନଙ୍କ ପିଲାଛୁଆ ପାଠପଢ଼ାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?