ଆମ ଜିଲା ଖବର

ସାମାଜିକ ବାସନ୍ଦ ଅଭିଯୋଗ, ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ପରିବାର

ବରଗଡ଼ ଅଫିସ,୧୬।୩: ବରଗଡ଼ ଜିଲା କାଶିପାଲି ଗ୍ରାମର ୪ ପରିବାରଙ୍କୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏକ ଦୋକାନ ନିର୍ମାଣକୁ କେନ୍ଦ୍ର କରି ଆକ୍ରୋଶମୂଳକ ଭାବେ ସେମାନଙ୍କ ବିରୋଧରେ ଏଭଳି କରାଯାଇଛି ବୋଲି ଉକ୍ତ ୪ ପରିବାରର ଲୋକେ ଅଭିଯୋଗ…

ଯାଜପୁରରେ କରୋନା କଟକଣା: ବାରୁଣୀ ମହାସ୍ନାନ ବାତିଲ, ସହରରେ ୧୪୪ ଧାରା ଜାରି

ଯାଜପୁର ଅଫିସ,୧୬।୩: ପ୍ରସିଦ୍ଧ ବାରୁଣୀ ମେଳାକୁ ବାତିଲ କରାଯିବା ସହ ଯାଜପୁର ସହରରେ ୧୪୪ ଧାରା ଜାରି କରାଯାଇଛି। ଯାଜପୁର ଜିଲା ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ ମହାମାରୀ ରୋଗ ଆଇନ ୧୮୯୭ ଧାରା ୨(୧) ବଳରେ ସୋମବାର ଏହି ସୂଚନା…

ଲୋକମାନ୍ୟ ତିଲକ ଏକ୍ସପ୍ରେସର ଇଞ୍ଜିନ୍‌ରୁ ୨ ବଗି ଅଲଗା

ଚୌଦ୍ୱାର,୧୬।୩(ଡି.ଏନ୍‌.ଏ.): ଲୋକମାନ୍ୟ ତିଲକ ଏକ୍ସପ୍ରେସର ୨ଟି ବଗି ଇଞ୍ଜିନ୍‌ରୁ ଅଲଗା ହୋଇଯାଇଥିବା ସୂଚନା ମିଳିଛି। ଏକ୍ସପ୍ରେସଟି ଭୁବନେଶ୍ୱରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବାବେଳେ ସୋମବାର ଶାଳଗାଁ-ବରହମ୍‌ପୁର ଷ୍ଟେଶନ ପଲାସିଆ ନିକଟରେ ୨ଟି ବଗି ଇଞ୍ଜିନ୍‌ରୁ ଅଲଗା ହୋଇଯାଇଥିବା ନେଇ ରେଳବାଇ କର୍ତ୍ତୃପକ୍ଷ…

ଦୋକାନର ନାଁ ‘ଗବର୍‌’ କଫିର ନାଁ ‘ବାସନ୍ତୀ’

କଟକ ଅଫିସ,୧୬।୩: କଟକ ମହାନଦୀ ବିହାର ଛକରେ ରହିଛି ଏକ ଦୋକାନ। ଯାହାର ନାଁ ହେଉଛି ଗବର୍‌। ବଲିଉଡ୍‌ ଷ୍ଟାର ଅକ୍ଷୟ କୁମାରଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗବର ଇଜ୍‌ ବ୍ୟାକ୍‌’ରୁ ଅନୁପ୍ରାଣିତ ହୋଇ ଏଭଳି ନିଆରା ଦୋକାନ କରିଛନ୍ତି ରଞ୍ଜନ କୁମାର…

କରୋନା ପ୍ରଭାବ: ଜିଲା ପ୍ରଶାସନ ପକ୍ଷରୁ ଦଣ୍ଡନାଚ ବନ୍ଦ ନିର୍ଦ୍ଦେଶ

ହିିଞ୍ଜିଳିକାଟୁ, ୧୬ା୩(ଡି.ଏନ୍‌.ଏ.): କରୋନାକୁ ନେଇ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଓଡ଼ିଶାରେ ପ୍ରଥମ କରୋନା ଭାଇରସ ପଜିଟିଭ ସ୍ପଷ୍ଟ ହୋଇଛି। ଏ ନେଇ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି…

ଜଣଙ୍କ ଉପରେ ମାଡ଼ିଗଲା ଟ୍ରକ୍‌ : ପ୍ରତିବାଦରେ ରାସ୍ତା ଅବରୋଧ

ରସୁଲପୁର,୧୬।୩(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ ନଂ. ଜାତୀୟ ରାଜପଥର ବାରବାଟୀ ପରିବା ହାଟ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ…

ଚଳନ୍ତା କାର୍‌ରେ ନିଆଁ: ବର୍ତ୍ତିଗଲା ୨ ଜୀବନ

ସୁନ୍ଦରଗଡ଼,୧୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହର ସରକାରୀ କଲେଜ ରୋଡ୍‌ କାଳୀମଣ୍ଡପ ନିକଟରେ ଏକ ଚଳନ୍ତା କାର୍‌ରେ ସୋମବାର ସକାଳେ ହଠାତ୍‌ ନିଆଁ ଲାଗିଯାଇଛି। କାର୍‌ରେ ଥିବା ଚାଳକ ଓ ଅନ୍ୟ ଜଣେ ବ୍ୟକ୍ତି ଅଳ୍ପକେ ରକ୍ଷା ପାଇଛନ୍ତି। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି…

ବେଳାଭୂମିରେ ଗହଳି ମନା

ପୁରୀ ଅଫିସ,୧୬।୩: କରୋନାକୁ ନେଇ ବିଶ୍ୱବ୍ୟାପୀ ଭୟଙ୍କର ସ୍ଥିତି। ଦିନକୁ ଦିନ ଏହି ମାରାତ୍ମକ ଭୂତାଣୁ ନୂଆ ନୂଆ ଦେଶରେ ତା’ର ଉପସ୍ଥିତି ଜାହିର କରୁଛି। ଭାରତରେ ଯଦିଓ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଲାଣି କିନ୍ତୁ ଓଡ଼ିଶା ବେଶ୍‌ ଭଲ ସ୍ଥିତିରେ…

୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ

କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ସୋମବାରଠାରୁ ୭ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ପୁରୀ…

ହ୍ୟାଣ୍ଡଶେକ୍‌ ନୁହେଁ, କେବଳ ହସଟିଏ

ପୁରୀ ଅଫିସ,୧୬।୩: କରୋନା ଭାଇରସର ଭୟାବହତା ସାରା ବିଶ୍ୱକୁ ଘୋଟିଛି। ଲକ୍ଷାଧିକ ଲୋକେ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ୫,୯୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ଭାରତରେ ମଧ୍ୟ ଧୀରେ ଧୀରେ କାୟା ମେଲାଉଛି କରୋନା। ଓଡ଼ିଶା ସରକାର ରାଜ୍ୟ…

ଇଟାଲି ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୧୬।୩: କରୋନା ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ଯୁବକଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ଘର କଟକରେ ହୋଇଥିବା ବେଳେ ସେ ଇଟାଲିରେ ଇଞ୍ଜିନିୟର୍‌ ଭାବେ କାମ କରୁଥିଲେ। ଗତ ୨ତାରିଖରେ ସେ ଘରକୁ ଫେରିଥିଲେ। ପରେ…

ନାଁ ଫୌଜି, କାମ ସେବା କରିବା

କେନ୍ଦୁଝର, ୧୬ା୩(ସ୍ବ.ପ୍ର.)- ଦେଶ ସୁରକ୍ଷା ଲାଗି ସେନା ବାହିନୀରେ ଯୋଗ ଦେବାକୁ ସେ ନେଇଥିଲେ ତାଲିମ । ତାଙ୍କ ଚିନ୍ତାଧାରା ଓ କର୍ମ ପରେ ତାଙ୍କ ଜୀବନର ଲକ୍ଷ୍ୟ ବଦଳାଇ ଦେଇଥିଲା। ପିଲାଦିନୁ ଗରିବଙ୍କ ସେବା କରିବା ସକାଶେ ରୁଚି ରଖିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?