ଆମ ଜିଲା ଖବର

ଓସ୍କାର ଦୌଡ଼ରେ ଥିବା ଚଳଚ୍ଚିତ୍ରରେ ଶୁଭ୍ରାଂଶୁ

କଟକ ଅଫିସ୧୩ା୧:: ଚଳିତବର୍ଷ ‘ଓସ୍କାର’ ଆୱାର୍ଡ ଦୌଡ଼ରେ ରହିଛି ବିଶ୍ୱର ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ। ଏହି ଦୌଡରେ ସାମିଲ ହୋଇଛି ବଲିଉଡର ଏକ ଚଳଚ୍ଚିତ୍ର ‘ଲାଷ୍ଟ କଲର’। ବିକାଶ ଖାନାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଡାଇରେକ୍ଟର ଅଫ୍‌ ଫଟୋଗ୍ରାଫି(ଡିଓପି) ତଥା…

ପୁରୀରେ ଡଗ୍‌ ଶୋ:କୌଶଳ ଦେଖାଇଲେ୧୮ ପ୍ରଜାତିର ୧୪୭ କୁକୁର

ପୁରୀ ଅଫିସ, ୧୩ା୧: କୁକୁର ହେଲେ ବି ମାଲିକଙ୍କ ପ୍ରତି ଥିଲା ସେମାନଙ୍କର ଢେର୍‌ ଭଲପାଇବା ଆଉ ବିଶ୍ୱସନୀୟତା। ମାଲିକଙ୍କ ପ୍ରତିଟି ନିର୍ଦ୍ଦେଶ ମାନି ବିଚାରକଙ୍କୁ ଦେଖାଉଥିଲେ ନିଜ କଳା କୌଶଳ। କିଏ କେତେ ପାରଦର୍ଶିତା ତାହାକୁ ପରଖୁଥିଲେ ବିଚାରକ। ରବିବାର…

ମହିଳା ମାଛ ବ୍ୟବସାୟୀ: ଚିଲିକା ମାଛର କେନ୍ଦୁଝରରେ ଚାହିଦା

କେନ୍ଦୁଝର, ୧୩ା୧(ସ୍ବ.ପ୍ର.)- କେନ୍ଦୁଝର ସହରରେ ଚିଲିକା ମାଛର ଚାହିଦା ବଢୁଛି ା କମ୍‌ ଦାମ୍‌ରେ ଚିଲିକା ମାଛ ମିଳୁଥିବାରୁ କେନ୍ଦୁଝରବାସୀ ବେଶ୍‌ ଖୁସି ା ଚିଲିକାର ଚିଙ୍ଗୁଡ଼ି, ଇଲିଶ, କଙ୍କଡ଼ା, ଚୂନା, ପାତୁଆ, କଇଁଗି ଆଦି ମାଛ ଏଠାରେ ଉପଲବ୍ଧ ହେଉଛି…

ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ: ଖଡ଼ଗପୁର ଏକାଦଶ ଚାମ୍ପିୟନ

ବାସୁଦେବପୁର, ୧୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ସୁଙ୍ଗୁଡ଼ାସ୍ଥିତ ନୀଳମଣି ମିନିଷ୍ଟାଡିୟମ ପରିସରରେ ଶ୍ରୀଗଣେଶ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୩୩ତମ ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଖଡ଼ଗପୁର ଏକାଦଶ ଚଳିତବର୍ଷର ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ୍‌ ଖଡ଼ଗପୁର ଏକାଦଶ ଓ…

ଆନ୍ତଃରାଜ୍ୟ ଟେନିସ୍‌ କ୍ରିକେଟ: ଶ୍ରୀକାକୁଲମ୍‌ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୩ା୧-ସ୍ଥାନୀୟ ଗୋଷାଣୀନୂଆଗଁା କେସି ହାଇସ୍କୁଲ ପଡିଆରେ କେସି ଏକାଦଶ କ୍ରିକେଟ ବ୍ଲକ ଆନୁକୂଲ୍ୟରେ ଆନ୍ତଃ ରାଜ୍ୟ ଟେନିସ ବଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ…

କାଠ ବୋଝେଇ ଗାଡ଼ି ଜବତ

କୁଆମରା,୧୨ା୧(ଡି.ଏନ୍‌.ଏ.): ଖୁଣ୍ଟା-ବାଲେଶ୍ୱର ରାସ୍ତାର ଦାମାସାହି ଛକ ନିକଟରେ ଉଦଳା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା କାଠ ବୋଝେଇ ଏକ ଟାଟା ଏସି ଗାଡ଼ି ଜବତ କରାଯାଇଛି। ଚୋରା କାଠ ଚାଲାଣ ହେଉଥିବା ସମ୍ପର୍କରେ ସୂଚନା ପାଇ ବନ ବିଭାଗ କର୍ମଚାରୀମାନେ…

ଆନ୍ଦୋଳନ ପାଇଁ ବିଦ୍ୟୁତ୍‌ କର୍ମଚାରୀ ସଂଘର ସଜବାଜ

ବାରିପଦା ଅଫିସ,୧୨ା୧- ବାରିପଦା ସହର ରଘୁନାଥପୁରସ୍ଥିତ ଗଣେଶ ମଣ୍ଡପଠାରେ ପାୱାର ଏମ୍ପ୍ଲଇଜ୍‌ ସଂଘର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ସୁବ୍ରମଣ୍ୟମ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଂଘର ସହ ସାଧାରଣ ସମ୍ପାଦକ ଜ୍ୟୋତିକୃଷ୍ଣ ବେହେରା ଓ…

‘ବିପ୍ଲବୀ କେବେ ମରିପାରେନା’

ଜଳେଶ୍ୱର, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ସ୍ବର୍ଗତ ଗଦାଧର ଗିରି ଜଣେ କ୍ରାନ୍ତିବୀର, ଆଦର୍ଶବାଦୀ ଓ ଜନଦରଦୀ ନେତା ଥିଲେ। ବିପ୍ଲବୀ କେବେ ମରିପାରେନା । ଆଦର୍ଶ ଜୀବନ ଅପରାଜେୟ । ସ୍ବର୍ଗତ ଗିରିଙ୍କ ୩୩ ତମ ଶ୍ରାଦ୍ଧ ବାର୍ଷିକୀ…

ଜାତୀୟ ରାଜପଥରେ ପ୍ରାଣୀଧନ ପରିବହନ

ଜଳେଶ୍ୱର, ୧୩।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥ ଓ ୫୭ନଂ. ରାଜ୍ୟ ରାଜପଥରେ ଛେଳି, ମେଣ୍ଢା ଓ ଗୋରୁ ଆଦି ଗୃହପାଳିତ ପ୍ରାଣୀଙ୍କୁ ବିଭିନ୍ନ ଗାଡ଼ିରେ ବାହାର ରାଜ୍ୟକୁ ଚାଲାଣ କରାଯାଉଥିଲେ ମଧ୍ୟ ଏହାକୁ ରୋକା ଯାଇପାରୁନାହିଁ।…

ବାଲିଆପାଳରେ ଆଦର୍ଶ ବିଦ୍ୟାଳୟ: ହୋଇନି ଜମି ହସ୍ତାନ୍ତର; ୩ ବର୍ଷ ହେଲା ଆରମ୍ଭ ହୋଇପାରୁନି କାମ

ବାଲିଆପାଳ, ୧୩।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ରାଜ୍ୟ ସରକାର ଆଦର୍ଶ ଇଂରାଜୀ ବିଦ୍ୟାଳୟ ସ୍ଥାପନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ଅର୍ଥ ମଞ୍ଜୁର ହୋଇ ଆର୍‌ଡି ପକ୍ଷରୁ ଟେଣ୍ଡର ଡକାଯାଇ ଠିକାଦାର ନିଯୁକ୍ତି କରାଯାଇଛି। ମାତ୍ର ଇତିମଧ୍ୟରେ ୩ବର୍ଷରୁ ଅଧିକ ସମୟ…

ଫୁଲବାଣୀରେ ୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ତୁଷାରପାତ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି, ୧୩ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲାରେ ହାଡଭଙ୍ଗା ଶୀତ। ଶନିବାର ରାତିରୁ ରବିବାର ସକାଳ ସୁଦ୍ଧା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ଏବଂ ଦାରିଙ୍ଗିବାଡିରେ ୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ତୁମୁଡିବନ୍ଧ, କୋଟଗଡ, ରାଇକିଆ, ଚକାପାଦ ଆଦି ଅଞ୍ଚଳରେ…

ବଣ୍ଡା ନୃତ୍ୟରେ ଦୁଲୁକିଲା ମଞ୍ଚ

ଚିକିଟି,୧୩ା୧ (ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡା ଗ୍ରାମରେ ରବିବାର ଅପରାହ୍ନରେ ବାହୁଦା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ମହୋତ୍ସବରେ ମୁଖ୍ୟଅତିଥିଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri