ଆମ ଜିଲା ଖବର

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା…

ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ

ପୁରୀ,୨୭ା୨(ଅଜିତ୍‌ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍‌ରେ ହେବାକୁ ଥିବା କନ୍‌ଟେମ୍ପରାରି ଭେନିସ୍‌-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ। ଏହା ମାର୍ଚ୍ଚ ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସୁଦର୍ଶନ ଏଥର…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ ବଗିଚାଠାରେ ଥିବା ରୂପଶକ୍ତି ବିଉଟିପାର୍ଲର ବନ୍ଦଥିଲା । ପାର୍ଲର ମାଲିକ ନ ଥିବା…

ଯୁବତୀଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ

ଦେବଗଡ଼,୨୭ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଘଟଣାରେ ପୋଲିସ ଝରଝରିଖୋଳ ଗ୍ରାମର ଲିପୁନ ପ୍ରଧାନ (୨୩)ଙ୍କୁ ଗିରଫ କରିଛି। ସୂଚନାନୁଯାୟୀ, ଲିପୁନ ୪ ବର୍ଷ ହେଲା ସଂପୃକ୍ତ…

ରୋଚକ ମୋଡ଼ରେ ଯନ୍ତ୍ରୀ-ଠିକାଦାର ବିବାଦ, ଶୀଘ୍ର ସମାଧାନ ନ ହେଲେ…

ବଲାଙ୍ଗୀର,୨୬ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୂର୍ତ୍ତ ବିଭାଗ (ରାସ୍ତା ଓ କୋଠା) ଯନ୍ତ୍ରୀ ଓ ଠିକାଦାରଙ୍କ ବିବାଦ ଏବେ ରୋଚକ ମୋଡ଼ରେ ପହଞ୍ଚିଛି । ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ସାମ୍ବାଦିକ ଭବନଠାରେ କେତେଜଣ ଠିକାଦାର (ସି-କ୍ଲାସ୍‌) ଖବରଦାତା ସମ୍ମିଳନୀ ଡାକିଥିଲେ। ସେମାନେ…

ଭଦ୍ରକ-ଧାମରା ରେଳପଥ ଅବରୋଧ: ଦେଲେ ଏମିତି ଚେତାବନୀ, ଦାବି ପୂରଣ ନ ହେବା ଯାଏ…

ତିହିଡି଼,୨୭।୨(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡି଼ ବ୍ଲକ୍‌ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତାର ଲେବଲ କ୍ରସିଂ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ରେଳପଥକୁ ଅବରୋଧ କରାଯାଇଛି । ପ୍ରଶାସନ ପକ୍ଷରୁ ରେଳପଥର ବିଭିନ୍ନ ଲେବଲ କ୍ରସିଂରେ ୧୬୫ଧାରା ଲାଗୁ କରାଯାଇଥିଲେ…

କାମ ନ କରି ମଜୁରୀ ହଡ଼ପ କରୁଛନ୍ତି ଶ୍ରମିକ: ଆସିଲା ସାଂଘାତିକ ଅଭିଯୋଗ

ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ଗାଁରେ ଶ୍ରମିକ ବର୍ଗର ଲୋକଙ୍କୁ କାମ ଯୋଗାଇବା ସହିତ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାରେ ବ୍ୟାପକ ହରିଲୁଟ ହେଉଥିବା ଅଭିଯୋଗ ହେଉଛି। ଉଚ୍ଚସ୍ତରୀୟ…

ଲଜିଷ୍ଟିକ୍ସ୍‌ରେ ପୂର୍ବ ପରିବହନ ସଂସ୍ଥାର ଦବଙ୍ଗଗିରି ଅଭିଯୋଗ, ସ୍ଥାନୀୟ ଯୁବକଙ୍କୁ…

ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଅବସ୍ଥିତ ଗ୍ରାସୀମ ଇଣ୍ଡ୍ରଷ୍ଟ୍ରିର ପରିବହନ ବ୍ୟବସ୍ଥାକୁ ନେଇ ପୁନର୍ବାର ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଦୀର୍ଘ ୬ ବର୍ଷ ଧରି ଏକ ନିର୍ଦ୍ଧିଷ୍ଟ ପରିବହନ ସଂସ୍ଥା କମ୍ପାନୀ ସହ ଜଡିତ ରହି କାମ…

ଲୋଇସିଂହା ଥାନା ବଢୁଛି ଚୋରି: କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି

ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ କ୍ରମାଗତ ଭାବରେ ଚୋରି ବୃଦ୍ଧି ପାଇଛି। ଥାନା ଅନ୍ତର୍ଗତ ଜେଉଁଟିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଲାଗିଥିବା ହାଇମାଷ୍ଟ ଲାଇଟକୁ ଦୁବୃର୍ତ୍ତମାନେ ଚୋରି କରି ନେଇଛନ୍ତି। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ…

ଆଧ୍ୟାତ୍ମିକ ପରିବେଶରେ ଝୁମିଲା ଡାଳଗୁମା: ଖେଳିଗଲା ଖୁସିର ଲହରୀ

ଥୁଆମୂଳ ରାମପୁର,୨୭।୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କିଆପଦର ପଞ୍ଚାୟତର ଡାଳଗୁମା ଗ୍ରାମରେ ଏକ ଆଧ୍ୟାତ୍ମିକ ଜାଗରଣ ସୃଷ୍ଟି ହୋଇଛି। ବ୍ଲକ ପ୍ରଶାସନର ସି.ଏମ.ଏସ (CMS) ପାଣ୍ଠିରୁ ପ୍ରାୟ ୨୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ…

୧୪ ମାସ ପରେ ପରିବାର ଲୋକଙ୍କୁ ଫେରିପାଇଲେ ସୋନମତୀ

ଝାରସୁଗୁଡ଼ା,୨୭ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଉଦ୍ୟମରେ ପ୍ରଶାସନର ‘ସ୍ନେହ ସେତୁ’ ଅଭିଯାନ ମାଧ୍ୟମରେ ଗୁରୁବାର ଅପରାହ୍ନରେ ଜଣେ ଅସହାୟ ମହିଳା ତାଙ୍କ ପରିବାର ଲୋକଙ୍କୁ ଫେରିପାଇଛନ୍ତି। ସେ ହେଲେ ସୋନମତୀ ଓରଫ୍‌ ସାକେତ କୁମାରୀ। ସୂଚନା ଅନୁଯାୟୀ,…

୧୦ଟିକିଆ ହାତୀପଲ ସହ ଯିବାବେଳେ କୂଅରେ ପଡ଼ିଗଲା ଛୁଆ ହାତୀ, ତାପରେ…

କେନ୍ଦୁଝର,୨୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ଅଘଟଣ । କୂଅରେ ପଡ଼ି ଚାଲିଗଲା ହାତୀ ଛୁଆର ଜୀବନ । ଗୁରୁବାର ବିଳମ୍ବିତ ରାତିରେ ସଦର ରେଞ୍ଜ ଅନ୍ତର୍ଗତ କାଠ ବାଉଁଶୁଳି ଗ୍ରାମରେ ଏକ ଖୋଲା କୂଅରେ ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?