ଆମ ଜିଲା ଖବର

ବିପଦରେ ଜୈବ ବିବିଧତା: ୮୫ ପ୍ରତିଶତ ଜମିର ମାଟି ଅମ୍ଳଯୁକ୍ତ,ଫସଲ ଉତ୍ପାଦନରେ ବାଧକ

ନୟାଗଡ଼ ଅଫିସ,୧୬ା୩: ଅତ୍ୟଧିକ ରାସାୟନିକ ସାର ଓ କୀଟନାଶକ ପ୍ରୟୋଗ ଦ୍ୱାରା ଜୈବ ବିବିଧତା ବିପଦରେ ରହିଛି। ଏହି କାରଣରୁ ନୟାଗଡ଼ ଜିଲାର ୮୫ ପ୍ରତିଶତ ଜମିର ମାଟି ଅମ୍ଳଯୁକ୍ତ ହୋଇସାରିଲାଣି। ଏହି ଅମ୍ଳଯୁକ୍ତ ମାଟି ଫସଲ ଉତ୍ପାଦନରେ ବାଧକ ସାଜିଛି।…

ଅପମିଶ୍ରଣରେ ଲଗାମ ନାହିଁ

ପାରାଦୀପ,୧୬।୩ (ସ୍ବ.ପ୍ର.): ସମ୍ପ୍ରତି କରୋନା ଭାଇରସ୍‌ ପାଇଁ ସମଗ୍ର ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏଥିପାଇଁ ରାଜ୍ୟ ସରକାର ମଧ୍ୟ ଖୁବ୍‌ ତତ୍ପରତା ସହ ପଦକ୍ଷେପ ନେଉଛନ୍ତି। ହେଲେ ବିଭିନ୍ନ ଖାଦ୍ୟ ପଦାର୍ଥରେ କରାଯାଉଥିବା ଅପମିଶ୍ରଣ ପ୍ରତି ଲଗାମ ରହୁ ନ ଥିବାରୁ…

ବଧୂ ନିର୍ଯାତନା: ସ୍ବାମୀ, ଶ୍ୱଶୁରଙ୍କ ବିରୋଧରେ ଅଭିଯୋଗ

ରଘୁନାଥପୁର,୧୬।୩ (ଡି.ଏନ.ଏ.): ସ୍ବାମୀ ଓ ଶ୍ୱଶୁରଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ବଧୂ କିଶନନଗର ଥାନା ଅନ୍ତର୍ଗତ କଲରାବାଙ୍କ ଫାଣ୍ଡିରେ ରାବିବାର ଅଭିଯୋଗ କରିଛନ୍ତି। ମହିଳା ଜଣକ ହେଲେ ଏହି ଥାନା ଅନ୍ତର୍ଗତ ଶିର୍ଲୋ ଗଁାର ପ୍ରିୟଙ୍କା ସିଂହ। ପ୍ରିୟଙ୍କା ଦିଲୀପଙ୍କୁ…

ରାସ୍ତା କାମ ବେଳେ ବଟି ଆଦାୟ: ଥାନାରେ ଅଭିଯୋଗ

ନାଉଗାଁ, ୧୬।୩ (ସ୍ବ.ପ୍ର.): ନାଉଗାଁ ବ୍ଲକ ଅଧୀନ ନାଉଗାଁ -ଗାରୋଇ ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟ କରୁଥିବା ଠିକାଦାରଙ୍କୁ କୋରୁଅ ପଞ୍ଚାୟତ ଧୂଆଁପଦା ଗ୍ରାମର ଦୁଇ ଜଣ ବ୍ୟକ୍ତି ବଟି ମାଗିବା ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି। କାନୁନ୍‌ଗୋ ସାହିର…

ରାସ୍ତାକଡ଼ରୁ ଶିଶୁକନ୍ୟା ଉଦ୍ଧାର

ଏରସମା,୧୬।୩ (ସ୍ବ.ପ୍ର.): ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା। ଗତ ଗୁରୁବାର ଅନୁଗୋଳ ଜିଲାର ଏକ ଶ୍ମଶାନରୁ ଶିଶୁକନ୍ୟାଟିଏ ଉଦ୍ଧାର ହୋଇଥିବା ବେଳେ ରବିବାର ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତର ଏକଘରିଆ ନିକଟ ରାସ୍ତାକଡ଼ରୁ ଆଉ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର…

ପାରାଦୀପ ଶିଳ୍ପାଞ୍ଚଳ: ଅପରାଧ ନିୟନ୍ତ୍ରଣ ନିରୁତ୍ସାହଜନକ

ପାରାଦୀପ,୧୬।୩ (ସ୍ବ.ପ୍ର.): ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ ଏବେ ଜନସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ୨୦୦୧ ଜନଗଣନା ତଥ୍ୟାନୁସାରେ ଏଠାକାର ଜନସଂଖ୍ୟା ୭୩,୬୨୫ ଥିବା ବେଳେ ୨୦୧୧ ବେଳକୁ ହ୍ରାସ ପାଇ ୬୮,୩୧୦ରେ ପହଞ୍ଚତ୍ଥିଲା। ୨୦୨୧ ଜନଗଣନା ବେଳକୁ ସେହି ସଂଖ୍ୟା…

କରୋନା ଭାଇରସ୍‌ ଆତଙ୍କ: ପତିରାଜପୁର ମେଳା ବନ୍ଦ କରିବାକୁ ନିର୍ଦ୍ଦେଶ

ଖଇରା,୧୫।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ଐତିହାସିକ ପତିରାଜପୁର ମେଳା ଚାଲିବାର ମାତ୍ର ୫ଦିନ ଅତିକ୍ରାନ୍ତ ହୋଇଛି। କରୋନା ଭାଇରସ୍‌ ଆତଙ୍କ ଲାଗି ପ୍ରଶାସନ ପକ୍ଷରୁ ମେଳା ବନ୍ଦ କରିବା ଲାଗି ନିର୍ଦ୍ଦେଶ ହୋଇଛି। ଫଳରେ ଏଠାକୁ ଆସିଥିବା ୫ଶହ ବ୍ୟବସାୟୀଙ୍କ ମଧ୍ୟରେ…

ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.)- ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ନୂଆଗଁା ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର ଅପରାହ୍ନରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା ନୂଆଗାଁ ପଞ୍ଚାୟତ…

ସୋସିଆଲ ମିଡିଆରେ କରୋନା ଗୁଜବ ମହଙ୍ଗା ପଡିଲା: ଶିକ୍ଷକ କୋର୍ଟଚାଲାଣ

ଭବାନୀପାଟଣା,୧୫।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ସମ୍ପର୍କିତ ମିଛ ଖବରକୁ ସୋସିଆଲ ମିଡିଆରେ ଭାଇରାଲ କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଶନିବାର ସନ୍ଧ୍ୟାରେ ସମ୍ପୃକ୍ତ ଶିକ୍ଷକ…

‘କେନ୍ଦ୍ର ସମବାୟ ବ୍ୟାଙ୍କରେ ଜମାକାରୀଙ୍କ ଟଙ୍କା ସୁରକ୍ଷିତ ଅଛି’

କେନ୍ଦୁଝର,୧୫।୩(ସ୍ବ.ପ୍ର.): କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ(କେସିସିବି)ର ସମସ୍ତ ଗ୍ରାହକଙ୍କ ଜମା ଟଙ୍କା ସୁରକ୍ଷିତ ଅଛି। ୟେସ ବ୍ୟାଙ୍କ ସହିତ ଏହି ବ୍ୟାଙ୍କର କୌଣସି ସମ୍ପର୍କ ନାହିଁ। ଏଣୁ ଜମାକାରୀଙ୍କ ଟଙ୍କା/ଚେକ୍‌ ନେଣଦେଣ ଆଦି ବ୍ୟାଙ୍କ କାରବାରରେ କୌଣସି ଗୁଜବ ନ ଶୁଣିବା…

ଶ୍ରୀଜୀଉଙ୍କ ଦର୍ଶନ ପୂର୍ବରୁ ଫର୍ମ ପୂରଣ କରିବେ ଶ୍ରଦ୍ଧାଳୁ: ଥଣ୍ଡାଜ୍ୱର ଥିଲେ ନ ଆସିବାକୁ ପରାମର୍ଶ, ସ୍ପର୍ଶ ବାରଣ

ପୁରୀ ଅଫିସ,୧୫।୩: କରୋନା ସତର୍କତାକୁ ନେଇ ରବିବାର ଶ୍ରୀମନ୍ଦିର ଛତିଶା ନିଯୋଗର ଏକ ବୈଠକ ବସିଛି। ମୁଖ୍ୟ ପ୍ରଶାସକ ଡ . କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବଠକରେ ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଦର୍ଶନ ସହ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ…

ପାରିବାରିକ କଳହ: ୩ ସଦସ୍ୟ ପିଇଲେ ବିଷ, ମାଆ ମୃତ, ବାପ-ପୁଅ ଗୁରୁତର

ସମ୍ବଲପୁର,୧୫।୩(ବ୍ୟୁରୋ): ସମ୍ବଲପୁର ଜିଲା କତରବାଗା ଥାନା ରୁଖିଡିିହ ଗ୍ରାମରେ ପାରିପାରିକ କଳହରୁ ଏକ ଅଭାବନୀୟ ଘଟଣା ଘଟିଛି। ଏକସାଙ୍ଗରେ ପରିବାରର ୩ ସଦସ୍ୟ ବିଷପାନ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମା’ ବୈଦେହୀ ମହାନନ୍ଦିଆଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ସୁବେକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?