ଆମ ଜିଲା ଖବର

ଚୈତନ୍ୟଙ୍କ ପରିବାର ଉପରେ ଦୁଃଖର ପାହାଡ଼: ସରକାରୀ ସହାୟତାକୁ ଅପେକ୍ଷା

ଡାବୁଗାଁ,୧୫।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଜୟନ୍ତୀନଗରଠାରେ ଦୀର୍ଘଦିନ ଧରି ବିଛଣାରେ ପଡ଼ିରହିଛନ୍ତି ଚୈତନ୍ୟ ଜାନି। ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇ ତାଙ୍କ ବାମ ହାତ ଓ ଗୋଡ଼ ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଛି। ଅର୍ଥାଭାବରୁ ଚିକିତ୍ସା ହୋଇପାରୁ ନ ଥିବା ସେ…

ବନବିଭାଗ ଚଢ଼ାଉ:୧୨୩ ସିଏଫ୍‌ଟି ଶାଳକାଠ ଜବତ

ଧାମନଗର,୧୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ବିଭିନ୍ନ ସ୍ଥାନରେ ବନ ବିଭାଗ ପକ୍ଷରୁ ରବିବାର ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ବହୁ ପରିମାଣରେ ଚୋରା କାଠ ଜବତ ହୋଇଛି । ଧୁଷୁରୀ ବଜାର, ଗୋପାଳବିନ୍ଧା ଏବଂ ଗଢ଼ିଆଳିରେ ଚଢ଼ାଉ ହୋଇ ମୋଟ…

ଚୋରା ମଦ ଜବତ: ୩ ଗିରଫ

ଧାମନଗର,୧୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇ ଚୋରା ମଦ ଜବତ ହୋଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭଗବାନପୁରର ରମେଶ ବେହେରା, ଚୁଡାକୁଟିର ଲିପୁନ…

ଜଳିଗଲା କୁକୁଡ଼ା ଦୋକାନ:ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭାପୁର,୧୫।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡିଠାରୁ ୨୦୦ ମିଟର ଦୂରରେ ଥିବା ଏକ କୁକୁଡ଼ା ଦୋକାନରେ ଶନିବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଦୋକାନ ମାଲିକ ଧର୍ମେନ୍ଦ୍ର ଦଳେଇ କହିଛନ୍ତି। ଅଗ୍ନିକାଣ୍ଡର…

ଦୁଇବର୍ଷର ଶିଶୁପୁତ୍ରକୁ ଶେଯରେ ଶୁଆଇ ଜୀବନ ହାରିଲେ ଶିକ୍ଷୟିତ୍ରୀ

କେନ୍ଦୁଝର,୧୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ଓସ୍ତପଙ୍ଗା ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ରହୁଥିବା ଭଡ଼ା ଘରେ ରଶି ଲଗାଇ ଆତ୍ମହତ୍ୟା କରିବା ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଶିକ୍ଷୟିତ୍ରୀ ଜଣକ ଭଦ୍ରକ ଜିଲା ବାସୁଦେବପୁର ଥାନା ସାବରଙ୍ଗ…

ନାଟକ ଚାଲିଥିବା ବେଳେ ବାଣ ବିସ୍ଫୋରଣ: ୪ ଗୁରୁତର,୪ ଆହତ

ଆସିକା,୧୫।୩ (ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-ସୋରଡା ମୁଖ୍ୟରାସ୍ତାର ଧରାକୋଟ ଥାନା ଅନ୍ତର୍ଗତ କେ.ରାମଚନ୍ଦ୍ରପୁର (କଇଠରା) ଗ୍ରାମରେ ରବିବାର ସକାଳେ ବାଣ ବିସ୍ଫୋରଣ ଘଟି ୪ ଗୁରୁତର, ୪ ଆହତ ହୋଇଛନ୍ତି। ସକାଳେ ପୌରାଣିକ ନାଟକ ଚାଲିଥିଲା ବେଳେ ନାଟକର ଏକ ଦୃଶ୍ୟରେ…

ରାଜ୍ୟ ବାହାରକୁ କାମ କରିବାକୁ ଯାଉଥିବା ୨୭ ଦାଦନ ଶ୍ରମିକ ଉଦ୍ଧାର: ମହିଳା ଦଲାଲ ଅଟକ

ଭଦ୍ରକ ଅଫିସ ,୧୫।୩: ରାଜ୍ୟ ବାହାରକୁ କାମ କରିବାକୁ ଯିବା ପୂର୍ବରୁ ଆଦିବାସୀ ନାବାଳିକା ଓ ନାବାଳକ ଦାଦନ ଶ୍ରମିକଙ୍କୁ ଶନିବାର ରାତିରେ ପୋଲିସ ଉଦ୍ଧାର କରିଛି। ଏଭଳି ଘଟଣା ଘଟିଛି ଭଦ୍ରକ ଗ୍ରାମଞ୍ଚଳ ଥାନା ଅଞ୍ଚଳର ଜିତାନଗା ଗାଁ ନିକଟରେ।…

ବିଷାକ୍ତ ଛତୁ ଖାଇ ସ୍ବାମୀଙ୍କ ଜୀବନଗଲା, ସ୍ତ୍ରୀଙ୍କ ସମେତ ୩ ଗୁରୁତର

ସମ୍ବଲପୁର,୧୫।୩(ବ୍ୟୁରୋ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କେଲୋବଲମ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶନିବାର ଛତୁ ତରକାରୀ ଖାଇ ରମେଶ ଲୁଗୁନ୍‌ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଅଞ୍ଜଳି ଗୁରୁତର ହୋଇଛନ୍ତି। ସେ ବୁର୍ଲା ଭୀମସାରରେ ଚିକିତ୍ସାଧୀନ ଅଛନ୍ତି।…

କରୋନା ମୁକାବିଲାକୁ ନେଇ ଛତିଶା ନିଯୋଗ ବୈଠକ: ଦର୍ଶନ, ଭୋଜନ ବ୍ୟବସ୍ଥା, ଗହଳି କଟକଣା ଉପରେ ଆଲୋଚନା

ପୁରୀ ଅଫିସ,୧୫।୩: କରୋନା ସତର୍କତାକୁ ନେଇ ଆରମ୍ଭ ହୋଇଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ଏଥିରେ ମୁଖ୍ୟ ପ୍ରଶାସକ ଡ . କ୍ରିଷନ କୁମାର ଅଧ୍ୟକ୍ଷତା କରିଛନ୍ତି। ବିଶେଷ କରି ଏହି ବୈଠକରେ ଶ୍ରୀମନ୍ଦିର ନୀତିକାନ୍ତି, ସେବାପୂଜା ଓ ଦର୍ଶନ ବ୍ୟବସ୍ଥା…

ତାରାତାରିଣୀ ଚୈତ୍ର ଯାତ୍ରାରେ କଟକଣା: ମୁଣ୍ଡନ, କଲ୍ୟାଣମଣ୍ଡପ, ବସସେବା ବନ୍ଦ

ଛତ୍ରପୁର,୧୫।୩(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମର ଆରାଧ୍ୟ ଦେବୀ ମା’ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉପରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ମୁଣ୍ଡନକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଏଥିସହ ପାହାଡ଼ ଉପରକୁ ବସ୍‌ ସେବା ପ୍ରତ୍ୟାହାର ହୋଇଛି। ସେଠାରେ ଥିବା କଲ୍ୟାଣ ମଣ୍ଡପ…

ଜଙ୍ଗଲ କାଟି ସଫା କରିବା ସମୟରେ ଜେସିବ ଜବତ: ଜଣେ ଗିରଫ

ଡାବୁଗାଁ,୧୫।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳର ମଇଦଲପୁର ସେକ୍ସନ ଅଧୀନ ବାର୍ଲି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଚାଷଜମି କରିବା ଉଦ୍ଦେଶ୍ୟରେ ଏକ ଜେସିବି ଦ୍ୱାରା ଜଙ୍ଗଲ କାଟି ସଫା କରୁଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ବନ ବିଭାଗ। ସୂଚନାଯୋଗ୍ୟ, ନବରଙ୍ଗପୁର…

୪୮ ସଂକୀର୍ତ୍ତନ ମଣ୍ଡଳୀ: ହଜିଯାଉଥିବା ସଂକୀର୍ତ୍ତନକୁ ବଞ୍ଚାଇ ରଖିବାର ପ୍ରୟାସ

ନରାଜ,୧୫।୩(ଡି.ଏନ୍‌.ଏ.): ପ୍ରାଚୀନ ଭାରତୀୟ ଆଧ୍ୟାତ୍ମିକ ପରମ୍ପରାରେ କୀର୍ତ୍ତନ ସବୁ ଧର୍ମ ସହ ଜଡ଼ିତ। ହିନ୍ଦୁ ,ବୌଦ୍ଧ ଓ ଶିଖ୍‌ ଧର୍ମରେ ଏହା ବିଶେଷ ଭାବେ ପ୍ରଚଳିତ। ଜନମାନସରେ ଏହାକୁ ରୁଚିକର କରିବା ପାଇଁ ସଂକୀର୍ତ୍ତନ ବୋଲି କୁହାଯାଏ। ଖୋଳ ଓ ତାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?