ଆମ ଜିଲା ଖବର

ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ: ଲାଗିଲା ଆଉ ୩ ଡାୟାଲିସିସ୍‌ ୟୁନିଟ୍‌, ଅଟୋ ଆନାଲାଇଜର

ଜଗତ୍‌ସିଂହପୁର ଅଫିସ,୧୫ା୩: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଡାୟାଲିସିସ୍‌ ୟୁନିଟ୍‌ରେ ପୁଣି ୩ଟି ମେଶିନ୍‌ ବୃଦ୍ଧି ହୋଇଛି। ଏହାକୁ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଉଦ୍‌ଘାଟନ କରିଛନ୍ତି। ଆଗରୁ ୩ଟି…

ଏସ୍‌ପି ଅଫିସ ସମ୍ମୁଖରେ ଉତ୍ତେଜନାପୂର୍ଣ୍ଣ ଜାତିଆଣ ଓ ଅଶ୍ଳୀଳ ଭାଷଣ ମାମଲା: ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ରାଜ୍ୟ ସଭାପତି ଗିରଫ

ଜଗତ୍‌ସିଂହପୁର ଅଫିସ,୧୫ା୩: ତିର୍ତ୍ତୋଲ ଥାନା ଅଧୀନ ରେପୁରପାଟଣା ଗ୍ରାମରେ ଦଳିତ ଓ ସବର୍ଣ୍ଣଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏହି ବିବାଦର ସମାଧାନ ପାଇଁ ଶାନ୍ତି କମିଟି ଗଠନ ହୋଇଛି। ଆସନ୍ତା ୧୬ ତାରିଖରେ ଶାନ୍ତି କମିଟି ବସିବାର ଅଛି। କିନ୍ତୁ ତା’…

ପିଚୁ ପାଇଁ ଅନନ୍ତପୁର-ନେନ୍ଧେରା ଢଳେଇ ରାସ୍ତା ବିପର୍ଯ୍ୟସ୍ତ: ସାଧାରଣରେ ତୀବ୍ର ଅସନ୍ତୋଷ

ବାଲିକୁଦା,୧୫ା୩(ସ୍ବ.ପ୍ର.): ବାଲିକୁଦା ବ୍ଲକ୍‌ର ସମୁଦ୍ର ଉପକୂଳକୁ ଯାତାୟାତ ପାଇଁ ଥିବା ଏକମାତ୍ର ରାସ୍ତା ଅନନ୍ତପୁର-ନେନ୍ଧେରା ଏବେ ବିପର୍ଯ୍ୟସ୍ତ। ଉକ୍ତ ରାସ୍ତାର କିଛି ଭାଗ ଟେଣ୍ଡର କରାଯାଇ ବିଭାଗ ପକ୍ଷରୁ ମରାମତି କରାଯାଉଛି। ମାତ୍ର ମରାମତି ହେଉଥିବା ପିଚୁ ରାସ୍ତା ପାଇଁ ଆରମ୍ଭରେ…

ଘର ପାଇଁ ପୋତିଦେଲେ ଡ୍ରେନ୍‌

ଭୁବନ, ୧୫।୩(ଡି.ଏନ.ଏ.) – ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି। ଆଉ ତାହାରି ଉପରେ ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି ଲୋକେ। ଏପରି ଦୃଶ୍ୟ…

ସିଲାବସ୍‌ ବାହାରୁ ପ୍ରଶ୍ନ

କାମାକ୍ଷାନଗର, ୧୫ା୩(ଡି.ଏନ.ଏ.) – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ପରୀକ୍ଷା। ପରୀକ୍ଷାକୁ ଶୃଙ୍ଖଳିତ ଏବଂ ବିଧିବ୍ୟବସ୍ଥିତ କରିବାକୁ କାଉନ୍‌ସିଲ ପକ୍ଷରୁ ଯଥାସାଧ୍ୟ ଉଦ୍ୟମ କରାଯାଇଥିବା କୁହାଯାଉଛି। ହେଲେ ବୁଧବାର ଶେଷ ହୋଇଥିବା…

୨୬ ବର୍ଷ ବୟସରେ ୭୨ ପରିବାରକୁ ରୋଜଗାର

ଉପେନ୍ଦ୍ର ରାଉତ ବଅଁରପାଳ,୧୫ା୩ – ନିଜେ ଉଚ୍ଚଶିକ୍ଷିତ। ହେଲେ ଚାକିରି ନ କରି ଅନ୍ୟମାନଙ୍କୁ କିପରି ଚାକିରି ଦେଇପାରିବେ ସେ ଦିଗରେ ପ୍ରଚେଷ୍ଟା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବଳରାମପ୍ରସାଦର ସତ୍ୟବ୍ରତ ପ୍ରଧାନ (୨୬)ଙ୍କୁ ପ୍ରତିଷ୍ଠା ଦେଇପାରିଛି। ମାତ୍ର ୨୬ ବର୍ଷ…

ସୁନ୍ଦରୀର ଚର୍ବି ବଢ଼ାଉଛି ଘୁଷୁରି ମାଂସ

ବନ୍ତଳା, ୧୫ା୩(ଦିନେଶ ଦେହୁରୀ) – ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ୩ ମାସ ହେଲା ବନ୍ଦୀ ଜୀବନ କାଟୁଥିବା ବାନ୍ଧବଗଡ଼ର ବାଘୁଣୀ ସୁନ୍ଦରୀ ଶରୀରରେ ଚର୍ବି ବଢ଼ାଉଛି ଘୁଷୁରି ମାଂସ। ଏନ୍‌କ୍ଲୋଜରରେ ରହିବା ପରଠାରୁ ସେ…

ମୁଖ୍ୟ ଚିକିତ୍ସାଳୟରୁ ରୋଗୀ ଗାଏବ

ଅନୁଗୋଳ ଅଫିସ୍‌, ୧୫।୩ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଯକ୍ଷ୍ମା ୱାର୍ଡରୁ ଜଣେ ରୋଗୀ ଶୁକ୍ରବାର ରାତି ସାଢ଼େ ୧୦ଟାରେ କେଉଁ ଆଡ଼େ ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। କିନ୍ତୁ ମେଡିକାଲ କର୍ତ୍ତୃପକ୍ଷ ସମ୍ପୃକ୍ତ ରୋଗୀଙ୍କ ପରିବାର ଲୋକଙ୍କ ଠାରୁ…

ମାତୃ ଓ ଶିଶୁ ସୁରକ୍ଷା ଯୋଜନା ବାଟବଣା: ଟଙ୍କାଟିଏ ପାଉନାହାନ୍ତି ଆଦିବାସୀ ମା’

ଜୟପୁର,୧୫ା୩(ନି.ପ୍ର.) ମାତୃ ଓ ଶିଶୁ ସୁରକ୍ଷା ପାଇଁ ସରକାର ବହୁ ଯୋଜନା ପ୍ରଣୟନ କରୁଥିଲେ ମଧ୍ୟ କୋରାପୁଟ ପରି ଉପାନ୍ତ ଜିଲାରେ ଏହା ଫଳପ୍ରଦ ହୋଇପାରୁ ନାହିଁ। ତାହାର ଏକ ଦୃଷ୍ଟାନ୍ତ ଜିଲାର ଜୟପୁର ବ୍ଲକ ଟାଙ୍କୁଆ ପଞ୍ଚାୟତ ପୋଡ଼ାପଦର ଗ୍ରାମରେ…

ପ୍ରଶାସନ ଚୁପ୍‌, ଆଗେଇଆସିଲେ ସ୍ବେଚ୍ଛାସେବୀ:ସଚେତନତା ପାଇଁ ଟାଙ୍ଗିଲେ ଫଳକ

ଜୟପୁର,୧୫ା୩(ଡି.ଏନ୍‌.ଏ.) ରାସ୍ତାଘାଟ ପରି ସାର୍ବଜନୀନ ସ୍ଥାନରେ ଲୋକଙ୍କ ସୁରକ୍ଷା ଓ ସଚେତନତା ପାଇଁ ପ୍ରଶାସନ କିଛି ନାମଫଳକ ଲଗାଇବା କଥା। କିନ୍ତୁ ପ୍ରଶାସନ ନିଜ ଦାୟିତ୍ୱ ଓ କର୍ତ୍ତବ୍ୟ ଭୁଲିଯିବା ପରେ କେତେଜଣ ସଚେତନ ସ୍ବେଚ୍ଛାସେବୀ ନିଜ ଖର୍ଚ୍ଚରେ ଲୁହା ପ୍ଲେଟ…

ସଂଯୋଗ ନ ଥାଇ ପହଞ୍ଚିଲା ବିଲ୍‌

ବନ୍ତଳା, ୧୫।୩(ଡ଼ି.ଏନ୍‌.ଏ) – ୪ ବର୍ଷ ହେଲା ଟ୍ରାନ୍ସଫର୍ମର ଚୋରି ହୋଇଯାଇଛି। ସେବେଠାରୁ ନୂଆ ଟ୍ରାନ୍ସଫର୍ମର ଲାଗିନି କି ବିଦ୍ୟୁତ୍‌ ସଂଯୋଗ ହୋଇନି। ତଥାପି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚାଷୀଙ୍କ ପାଖକୁ ପଠାଯାଇଛି ବିଲ୍‌। ଏ ନେଇ ଅନୁଗୋଳ ଜିଲା ନୂଆମୌଜା…

ଅନିଶ୍ଚିତତା ମଧ୍ୟରେ ସମ୍ବଲପୁରରେ କମିଶନରେଟ୍‌ ପୋଲିସ ବ୍ୟବସ୍ଥା

ସମ୍ବଲପୁର,୧୫।୩(ବ୍ୟୁରୋ)-୨୦୧୪ରେ ସମ୍ବଲପୁରକୁ ମହାନଗର ନିଗମ ଭାବେ ଘୋଷଣା କରାଯାଇଥିଲା । ଇତିମଧ୍ୟରେ ୬ ବର୍ଷ ବିତିଛି। ହେଲେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ କମିଶନରେଟ ପୋଲିସ ବ୍ୟବସ୍ଥା ଲାଗୁ କରାଯାଇପାରିନାହିଁ । କେବେ ଏହି ପୋଲିସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?