ଆମ ଜିଲା ଖବର

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

କଟକ ଅଫିସ,୧୪।୩: ଚାଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ହଷ୍ଟେଲରୁ ଶୁକ୍ରବାର ପୋଲିସ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କନ୍ଧମାଳ ଜିଲା ବ୍ରାହ୍ମଣିଗଁ। ଥାନା ଅଞ୍ଚଳର ଅରୁଣ ଉଥାନ ସିଂହଙ୍କ ଝିଅ ପ୍ରୀୟା ଉଥାନ ସିଂହ(୧୨)। ତାଙ୍କ ଝିଅକୁ…

ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ

ନିଆଳି,୧୪।୩ (ଡି.ଏନ୍‌.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ପରିଡା(କୁନା)। ସୂଚନା…

‘ପ୍ରୋତ୍ସାହନ ନ ମିଳିଲେ ବୁଡ଼ିଯିବ ଛଉନୃତ୍ୟ’

କଟକ ଅଫିସ,୧୪।୩: ଓଡ଼ିଶା ମାଟିର ନିଜସ୍ବ ଲୋକନୃତ୍ୟ ହେଉଛି ଛଉ। ମୟୂରଭଞ୍ଜରେ ଏହି କଳାର ଉତ୍ପତ୍ତି। ଭାରତର ସମସ୍ତ ଲୋକନୃତ୍ୟଗୁଡ଼ିକ ଭିତରେ ଛଉନୃତ୍ୟର ସ୍ଥାନ ମଧ୍ୟ ସ୍ବତନ୍ତ୍ର। ପଣ୍ଡିତ ଗୁରୁ ଶ୍ୟାମା ଚରଣ ଏଯାବତ୍‌ ୬୮ଟି ରାଷ୍ଟ୍ରରେ ଛଉନୃତ୍ୟ ପରିବେଷଣ କରି…

ଏସ୍‌ସିବିରେ ୨ ସ୍ବାଇନ୍‌ ଫ୍ଲୁ ସନ୍ଦିଗ୍ଧ

କଟକ ଅଫିସ,୧୪।୩: କଟକ ଏସ୍‌ସିବି ମେଡିକାଲରେ ସ୍ବାଇନ୍‌ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଦୁଇଜଣ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ସହରର ଏକ କଲେଜରେ ପଢୁଛନ୍ତି। ଏହି ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ଜଣଙ୍କୁ ଅବଜର୍‌ଭେସନ୍‌ରେ ରଖାଯାଇଥିବା ସୂଚନା…

୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହା ଘଟିଛି। ଏ ନେଇ ଛାତ୍ରୀଙ୍କ ପିତା ବିଭାଗୀୟ କର୍ତ୍ତୃପକ୍ଷଙ୍କ…

ଜାଭିୟର୍ସ ହାଇସ୍କୁଲ ଦେବ ୫.୨୦ ଲକ୍ଷର କ୍ଷତିପୂରଣ

ଜଗତ୍‌ସିଂହପୁର ଅଫିସ,୧୪।୩: ସ୍ଥାନୀୟ ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ଜଣେ ନାବାଳକ ଛାତ୍ରଙ୍କୁ ଶିକ୍ଷା ଅଧିକାରରୁ ବଞ୍ଚିତ କରାଯିବା ସହ ମାନସିକ ନିର୍ଯାତନା ଦିଆଯାଇଥିଲା। ଏଥିସହ ସିବିଏସ୍‌ଇ ନିର୍ଦ୍ଦେଶନାମାର ଖିଲାପ କରାଯାଇଥିଲା। ଏ ସମ୍ପର୍କରେ ସମ୍ପୃକ୍ତ ଛାତ୍ର ଓ ତାଙ୍କ ବାପା ୨୦୧୫ରେ…

ମହୁମାଛି ଆକ୍ରମଣ: ୨ ଛାତ୍ରୀ ଆହତ

ବାଙ୍କୀ,୧୪।୩ (ସ୍ବ.ପ୍ର.): ଡମପଡ଼ା ବ୍ଲକ ସିଂହନାଥପୁରର ବ୍ରହ୍ମେଇଁ ଠାକୁରାଣୀଙ୍କ ପୀଠରେ ଶୁକ୍ରବାର ମହୁମାଛି ଆକ୍ରମଣରେ ବାଙ୍କୀ କଲେଜ ଅର୍ଥନୀତି ବିଭାଗର ୨ ଛାତ୍ରୀ ଆହତ ହୋଇଛନ୍ତି। ସେମାନେ ବାଙ୍କୀ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେବାପରେ ଏବେ ସୁସ୍ଥ ଥିବା ଜଣାପଡିଛି। ଅର୍ଥନୀତି…

ଆବାସ ଯୋଜନାରେ ଅନିୟମିତତା: ଜିଆର୍‌ଏସ୍‌ ନିଲମ୍ବିତ

ତିର୍ତ୍ତୋଲ, ୧୪।୩ (ଡି.ଏନ୍‌.ଏ.):ଆବାସ ଯୋଜନାରେ ଅନିୟମିତତା ନେଇ ତିର୍ତ୍ତୋଲ ବ୍ଲକ ବିଷନପୁର ପଞ୍ଚାୟତ ଜିଆରଏସ୍‌ ତପୁ ମହାପାତ୍ରଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉକ୍ତ ପଞ୍ଚାୟତରେ କେତେଜଣ ଅଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇ ଜିଓ ଟ୍ୟାଗିଂ କରାଯାଇଥିବା ପ୍ରମାଣ ମିଳିବା…

ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ୁଛି ଦେଉଳା ହାଟ

ଭୋଗରାଇ,୧୪।୩(ପ୍ରଦୀପ ଦାସ)- ପଶ୍ଚିମବଙ୍ଗ ସୀମାକୁ ଲାଗି ଥିବା ବାଲେଶ୍ୱର ଜିଲାର ଉପାନ୍ତ ଭୋଗରାଇ ବ୍ଲକ ଅଧୀନ ଦେଉଳା ହାଟ ଦୁଇ ରାଜ୍ୟ ମଧ୍ୟରେ ସମ୍ପର୍କ ଯୋଡ଼ିଆସିଛି। ଦୁଇଶହ ବର୍ଷର ଏହି ପୁରୁଣା ହାଟ ଉପରେ ଉପାନ୍ତ ଅଞ୍ଚଳବାସୀ ଘରକରଣା ଓ କୃଷି…

ବକେୟା ବିଦ୍ୟୁତ୍‌ ବିଲ୍‌ ଆଦାୟକୁ ନେଇ ହାତାହାତି

ଉଦଳା,୧୪ା୩(ଡ଼ି.ଏନ୍‌.ଏ.)- ବକେୟା ବିଲ୍‌ ଆଦାୟ ନ ହେବାରୁ ବିଦ୍ୟୁତ୍‌ କାଟକୁ କେନ୍ଦ୍ର କରି ମୟୂରଭଞ୍ଜ ଜିଲା ଉଦଳା ନେସ୍କୋ କାର୍ଯ୍ୟାଳୟ କର୍ମଚାରୀ ଏବଂ ଉପଭୋକ୍ତା ମୁହଁାମୁହିଁ ହୋଇଛନ୍ତି ା ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରଥମେ ବାକ୍‌ବିତଣ୍ଡା ଓ ପରେ ହାତାହାତି ପର୍ଯ୍ୟନ୍ତ…

ମୃତ ଗାଡ଼ଭାଲୁ ଉଦ୍ଧାର

ରଣପୁର,୧୪।୩(ସ୍ବ.ପ୍ର.): ଟାଙ୍ଗୀ ବନବିଭାଗ ଅନ୍ତର୍ଗତ ନୟାଗଡ ଜିଲା କନ୍ଧନୂଆଗଡ ଶ୍ମଶାନ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଏକ ଗାଡଭାଲୁର ମୃତଦେହ ଉଦ୍ଧାର କରାଯାଇଛି। ପରେ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ମୃତଦେହକୁ ବ୍ୟବଚ୍ଛେଦ କରାଯିବା ପରେ ବନବିଭାଗ ପକ୍ଷରୁ ପୋତି ଦିଆଯାଇଛି। ପ୍ରାଥମିକ ତଦନ୍ତରୁ…

ହିତାଧିକାରୀଙ୍କ ଘର ଆଗରେ ଅଧିକାରୀ

ଭଦ୍ରକ ଅଫିସ,୧୪।୩- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳର ଲୋକଙ୍କୁ ଗୃହ ଯୋଗାଇ ଦିଆଯାଉଛି। ସମସ୍ତେ ଯେପରି ପକ୍କାଘର ପାଇପାରିବେ ସେ ନେଇ ପ୍ରୟାସ ଜାରି ରହିଛି। କିନ୍ତୁ ଭଦ୍ରକ ଜିଲାରେ ଅଧିକାଂଶ ହିତାଧିକାରୀ କାର୍ଯ୍ୟାଦେଶ ପାଇ ମଧ୍ୟ ଘର କରିନାହାନ୍ତି, ଯାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?