ଦରଖଁଡ଼ିଆ ହେଇ ପଡ଼ିଛେ ଅଙ୍ଗନଓ୍ବାଡି କେନ୍ଦ୍ର
ଗୁଡ଼ଭେଲିପଦର, ୧୧।୧ (ଡି.ଏନ.ଏ)- ରାଏଜର ଭିନେ ଭିନେ ଜିଲାରେ ଅନେକ ଅଙ୍ଗନଓ୍ବାଡି ଘର ଦଦ୍ରା ହେଇ ବିପଦ୍ ଅବସ୍ତାରେ ଥିବାର ରାଏଜ୍ ସରକାରକଁର ନଜରକେ ଆସିଥିଲା। ସେ ଘରଯାକ ଭାଂଗି ତାର ଜାଗାରେ ନୂତନ କୁଠା ତିଆରବାକେ ରାଏଜ୍ ସରକାର…
ପଡ଼ାଗଁ।ଥି ପୁଷ୍ପୁନି ଭେଟ୍ଘାଟ: କବିତା, ନାଚ୍ଗାନାଥି ଦେଖନହାରୀ ବିଭୋର
ବିଜେପୁର, ୧୧।୧ (ଡି.ଏନ୍.ଏ)- ବରଗଡ଼ ଜିଲା ବିଜେପୁର ବ୍ଲକର ଗାଁଗଁଲିଥି ବଡ଼ା ଉସ୍ନାକିଥି ପୁଷ୍ପୁନି ତିହାର ଶୁକ୍ରବାର ପାଲିତ ହୋଇଯାଇଛି। କୁକ୍ରା ଡକାନୁ ଘରେ ଘରେ ପିଠାପନା ଛନା ବାସ୍ନାଥି ଗଁାଖୁଲିମାନ ମହକି ଯାଇଥିଲା। ଠାଁନ୍ ଠାଁନ୍ ଗଁଜାମାଡ୍ ଆର ନଡ଼ିଆ…
କଫ୍ ସିରପ କାରବାର ଗୁମର ଫିଟୁଛି
ବଲାଙ୍ଗୀର ଅଫିସ, ୧୧ା୧ ବଲାଙ୍ଗୀର କଫ୍ ସିରଫ କାରବାରର ପଶ୍ଚିମ ଓଡିଶାସ୍ତରୀୟ ଲିଙ୍କ୍ ମିଳିଛି ା ଏହି କାରବାରର ରାଜ୍ୟସ୍ତରୀୟ ଲିଙ୍କ୍ କ’ଣ ରହିଛି ସେନେଇ ପୋଲିସ ତନାଘନା ଚଳାଇଛି ା କିଛି ଚିହ୍ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ା ମାତ୍ର…
କବିତା ପ୍ରାର୍ଥନାର ଯାତ୍ରାଟିଏ
ବଲାଙ୍ଗୀର ଅଫିସ, ୧୧ା୧ କବିତା ପ୍ରାର୍ଥନାଟିଏ ସମଗ୍ର ବିଶ୍ୱ ପାଇଁ ା କବିତା ମାନବିକତାର ସ୍ବର। ବିଷାଦ ଭିତରେ କବିତା ଏକ ନିରବ ବିଶ୍ୱାସ ା କବିତା ଏକ ପ୍ରେମଗୀତି ା କବି ଗାଏ ମଣିଷ ପାଇଁ, ବିଶ୍ୱ ପାଇଁ ା…
ସରିଲା କୁମ୍ଭୀର ଗଣନା: ଆଖପାଖ ପୋଖରୀ ସହ ଘୋଡ଼ାହାଡ଼ ଡ୍ୟାମରେ ୬୫ କୁମ୍ଭୀର ଚିହ୍ନଟ
ଦିଗପହଣ୍ଡି, ୧୦।୧(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଘୋଡ଼ା ହାଡ଼ ଡ଼୍ୟାମ ସମେତ ଆଖପାଖ ପୋଖରୀରେ ଶୁକ୍ରବାର ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା ସରିଛି। ଗତ ବର୍ଷ ଡ଼୍ୟାମରେ ୪୩ଟି ଗୋ ମୁହାଁ ପ୍ରଜାତିର କୁମ୍ଭୀର ଚିହ୍ନଟ କରାଯାଇଥିବା ବେଳେ ଚଳିତ ବର୍ଷ ୪୪…
୨.୫ କିଲୋ ଗଞ୍ଜେଇ ସହ ବାଇକ୍ ଜବତ
ସଜନାଗଡ଼,୧୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କାଂଶ ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ନୀଳଗିରି ପୋଲିସ୍ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। କାଂଶ ଅଞ୍ଚଳ ମହାପାତ୍ରସାହି ଗ୍ରାମର ରବୀନ୍ଦ୍ର କୁମାର ମହାପାତ୍ର ନିଜ ବାଇକ୍ (ନଂ. ଓଡ଼ି୦୧ଏଇ-୮୮୦୭)ରେ…
ଅପହରଣକାରୀଙ୍କୁ ୫ ବର୍ଷ ସଶ୍ରମ ଜେଲଦଣ୍ଡାଦେଶ
କେନ୍ଦୁଝର, ୧୦ା୧ (ସ୍ବ.ପ୍ର.)- ଜଣେ ଯୁବତୀଙ୍କୁ ଅପହରଣ କରାଯିବା ମାମଲାର ବିଚାର କରି ସ୍ଥାନୀୟ ସିଜେଏମ କୋର୍ଟ ଶୁକ୍ରବାର ନନ୍ଦନ କୁମାର ସାହୁ ଓରଫ ଅଯୋଧ୍ୟା(୩୨)ନାମକ ଜଣେ ଯୁବକଙ୍କୁ ୫ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର…
ମଇଳା ଆବର୍ଜନା ପରିଚାଳନା ପ୍ରକଳ୍ପ ସ୍ଥାନ ନିରୂପଣକୁ ବିରୋଧ: ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର
କେନ୍ଦୁଝର, ୧୦ା୧ (ସ୍ବ.ପ୍ର.)- କେନ୍ଦୁଝର ପାୈରପାଳିକା ପକ୍ଷରୁ ମଇଳା ଆବର୍ଜନା ପରିଚାଳନା ପ୍ରକଳ୍ପକୁ ପୁରୁଣା ସହରର ବସଷ୍ଟାଣ୍ଡ ନିକଟରେ ପ୍ରତିଷ୍ଠା କରିବା ନିଷ୍ପତ୍ତିକୁ ନେଇ ବିବାଦ ଦେଖାଦେଇଛି ା ଏ ନେଇ ଶୁକ୍ରବାର ସ୍ଥାନୀୟ ଲୋକେ ନିର୍ବାହୀ ଅଧିକାରୀ ନିରଞ୍ଜନ ଜେନାଙ୍କୁ…
ରଘୁନାଥପୁର ପଞ୍ଚାୟତ ସମିତି: ହୋହଲ୍ଲା, ଚେୟାର ଫୋପଡ଼ା ଫୋପଡ଼ିରେ ସରିଲା ବୈଠକ
ରଘୁନାଥପୁର, ୧୦।୧ (ଡି.ଏନ୍.ଏ.)-ରଘୁନାଥପୁର ପଞ୍ଚାୟତ ସମିତିର ୫ମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଦୁଇଗୋଷ୍ଠୀ ମଧ୍ୟରେ କଟାକଟା, ହୋହଲ୍ଲା ଓ ବୈଠକ ଗୃହରେ ଚେୟାର ଫୋପଡ଼ା ଫୋପଡ଼ିରେ ବୈଠକ ଶେଷ ହୋଇଛି। ଅଧ୍ୟକ୍ଷା ସ୍ବପ୍ନାସରିତା ବଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ତିର୍ତ୍ତୋଲ…
ପଡ଼ା ଗାଁରେ ପୁଷ୍ପୁନି ଭେଟଘାଟ: କୁଇଜ, ନୃତ୍ୟଗୀତରେ ଦର୍ଶକ ବିଭୋର
ବରଗଡ, ୧୦।୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପଡା ଗାଁରେ ପ୍ରକାଶ ସାଂସ୍କୃତିକ ସଂସଦ ପକ୍ଷରୁ ସ୍ଥାନୀୟ ଲକ୍ଷ୍ମୀ ଲୀଳା ମଣ୍ଡପରେ ପୁଷ୍ପୁନି ଭେଟଘାଟ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ମୁକ୍ତି ସଂଗ୍ରାମୀ ଭାଗୀରଥି ପଟ୍ଟନାୟକ, ଜମ୍ବୋବତୀ ପଟ୍ଟନାୟକ, ପ୍ରଫୁଲ୍ଲ ପଟ୍ଟନାୟକଙ୍କ…
କଂଗ୍ରେସ ପକ୍ଷରୁ ମାଲକାନଗିରି ବନ୍ଦ: ବିଭିନ୍ନ ଅଞ୍ଚଳରେ ବନ୍ଦ ପ୍ରଭାବ
ମାଲକାନଗିରି,୧୦।୧(ଡି.ଏନ୍.ଏ): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସହାୟକଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବିରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ମାଲକାନଗିରି ଜିଲା ବନ୍ଦ ଡାକରା ଦିଆଯାଇଛି । ପିସିସି କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଏମ୍ପି ପ୍ରଦୀପ ମାଝିଙ୍କ ନେତୃତ୍ୱରେ ଶତାଧିକ କର୍ମୀ…
ପାନ ଦୋକାନୀରୁ ଓଏଏସ୍: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା
ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ତାଙ୍କୁ…
Archives


