ଆମ ଜିଲା ଖବର

କିଡ୍‌ନୀ ଚୋରି ଅଭିଯୋଗ

ଢେଙ୍କାନାଳ ଅଫିସ, ୧୩।୩ – ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଖଙ୍କର ଗ୍ରାମର କବିତା ପାଣି (୪୩)ଙ୍କ କିଡ୍‌ନୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତା ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହେବା ସହ ଟାଉନ ଥାନାରେ ଲିଖିତ ଅଭିଯୋଗ…

ଶ୍ମଶାନ ସ୍ଥାନ, ନାଳରେ ଆବର୍ଜନାକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧୩ା୩-ଫୁଲବାଣୀ ପୌର ପରିଷଦ ଅଧୀନ ପେଞ୍ଜିସାହିର ଶ୍ମଶାନ ସ୍ଥାନକୁ ଏବେ ପୌର ପରିଷଦ ନିଜ ଦଖଲକୁ ନେଇଛି। ଶ୍ମଶାନ ପାଇଁ ପୌର ପରିଷଦ ଅନ୍ୟତ୍ର ସ୍ଥାନ ଯୋଗାଇ ଦେବ ବୋଲି ପୂର୍ବରୁ କହି ଆସୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

ଦେଶୀ ପିସ୍ତଲ ସହ ନମ୍ବରବିହୀନ କାର ଜବତ, ଜଣେ ଗିରଫ

କ.ନୂଆଗଁ।,୧୩ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗଁ। ଥାନା ଓଆଇସି ପ୍ରକାଶ ଚନ୍ଦ୍ର ପ୍ରଧାନ ପାଟ୍ରୋଲିଂ କରୁଥିବାବେଳେ କୁଡୁତୁଲି ପଞ୍ଚାୟତ ନିକଟରେ ଏକ ନମ୍ବରବିହୀନ କାର ଦେଖି ଅଟକାଇଥିଲେ। ଯାଞ୍ଚବେଳେ ସେଥିରୁ ଏକ ଦେଶୀ ପିସ୍ତଲ ସହ ୫ ଗୁଳି ମିଳିଥିଲା। ଏଥିସହ କାର…

ସୁନା ଚେନ୍‌ ଚୋରି ଅଭିଯୋଗ, ଦମ୍ପତି ଗିରଫ

ଛତ୍ରପୁର,୧୩ା୩(ଡି.ଏନ.ଏ)- ଛତ୍ରପୁରଠାରେ ଦୋଳଯାତ୍ରା ଚାଲିଥିବାବେଳେ ଜଣେ ମହିଳାଙ୍କ ବେକରୁ ସୁନାଚେନ୍‌ ଛିଣ୍ଡାଇ ନେଇଥିବା ଅଭିଯୋଗରେ ଗୁରୁବାର ଏକ ଦମ୍ପତିଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ କଟକ ମାଲଗୋଦାମ ଥାନା ଜୋବ୍ରା ଚୁନାଭାଟି ଅଞ୍ଚଳର ପି. ରବି ରାଓ ଓ ତାଙ୍କ…

ଏମ୍‌କେସିଜିରେ ନାହାନ୍ତି ନ୍ୟୁରୋଲୋଜି ବିଶେଷଜ୍ଞ

ବ୍ରହ୍ମପୁର ଅଫିସ,୧୩ା୩-ଦକ୍ଷିଣ ଓଡ଼ିଶାର ବୃହତ୍ତମ ଚିକିତ୍ସାଳୟ ବ୍ରହ୍ମପୁରସ୍ଥ ଏମ୍‌କେସିଜି ମେଡିକାଲ କଲେଜ ହସ୍‌ପିଟାଲ। ଏଠାରେ ଗୁରୁତ୍ୱପୂର୍ଣ୍ଣ ନ୍ୟୁରୋଲୋଜି ବିଭାଗରେ ଦୀର୍ଘଦିନରୁ ବିଶେଷଜ୍ଞ ନାହାନ୍ତି । ଅପରପକ୍ଷରେ ୫୮ ବର୍ଷର ଏହି ମେଡିକାଲରେ ବର୍ନିଂ ୱାର୍ଡ ନ ଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି।…

ଆୟୁଷ ଡାକ୍ତରଙ୍କ ହାତରେ ସ୍ବାସ୍ଥ୍ୟସେବା

ଭଦ୍ରକ ଅଫିସ, ୧୩।୩- ଭଦ୍ରକ ଜିଲାର ବିଭିନ୍ନ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ଚିକିତ୍ସାଳୟକୁ ମିଶାଇ ଜିଲାରେ ପ୍ରାୟ ୬୩ଟି ଡାକ୍ତରଖାନା ରହିଛି। ଯାହା ଉପରେ ଲକ୍ଷାଧିକ ଲୋକ ସ୍ବାସ୍ଥ୍ୟସେବା ଲାଗି ନିର୍ଭରଶୀଳ। ହେଲେ ସବୁଠି ଡାକ୍ତର ଅଭାବ କାରଣରୁ…

ଯଶିପୁରରେ ସିଏଏ,ଏନ୍‌ଆର୍‌ସିକୁ ବିରୋଧ

ଯଶିପୁର,୧୩ା୩(ଡି.ଏନ୍‌.ଏ.)- ସିଏଏ, ଏନ୍‌ଆରସି, ଏନ୍‌ପିଆରକୁ ବିରୋଧ କରି ଯଶିୁପରଠାରେ ଏକ ଗଣ କନଭେନଶନ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ, ବୁଦ୍ଧିଜୀବୀ ଓ ସଚେତନ ନାଗରିକମାନଙ୍କୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ନେତା କ୍ଷୀରୋଦ କୁମାର କର ମୁଖ୍ୟବକ୍ତା ଭାବେ…

ପ୍ରାର୍ଥନା କ୍ଲାସରେ ଆଣ୍ଠେଇଲେ ପିଲା

ବାରିପଦା ଅଫିସ, ୧୩ା୩- ବାରିପଦାରେ ଥିବା ଏକ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର କେତେକ ଛାତ୍ର ପ୍ରାର୍ଥନା କ୍ଲାସରେ ଆଣ୍ଠେଇଥିବା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ୍‌ ହୋଇଛି। ଭାଇରାଲ ହୋଇଥିବା ଫଟୋରେ ପ୍ରାର୍ଥନା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଆଗରେ ଛିଡ଼ା ହୋଇଥିବା ବେଳେ…

ଓଳିଏ ଖାଇଲେ ଓଳିଏ ଉପାସ

ନୀଳଗିରି, ୧୩।୩(ଡି.ଏନ.ଏ.)-ସର୍ବହରା ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଥିଲେ ହେଁ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବା ଜଣାପଡିଛି। ନୀଳଗିରି ଏନଏସିର କେ.ସି. ହାଇସ୍କୁଲ ପଡ଼ିଆ ସଂଲଗ୍ନ ଖୋଲା ପେଣ୍ଡାଲରେ ଜୀବନ ବିତାଉଥିବା ବୃଦ୍ଧ ଦମ୍ପତି ଏହାର…

ହିନ୍ଦୁ, ମୁସଲମାନଙ୍କ ମିଳନସ୍ଥଳ: ସୟଦ ହାତିମଶାହା ପୀରବାବାଙ୍କ ପୀଠ

ରୂପସା, ୧୩ା୩(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ରାଉତପଡା ପଞ୍ଚାୟତର କାନ୍ଥି ବସ୍ତିରେ ରହିଛି ପ୍ରସିଦ୍ଧ ସୟଦ ହାତିମଶାହା ପୀରବାବାଙ୍କ ପୀଠ। ହିନ୍ଦୁ ଓ ମୁସଲମାନମାନଙ୍କ ବିଶ୍ୱାସର ମିଳନସ୍ଥଳ ପାଲଟିଛି ଏହି ଭକ୍ତି ପୀଠ। ଭକ୍ତମାନେ ଧୂପ, କଦଳୀ, ଭୋଗ ଓ…

ଧାନବସ୍ତା ରଖି ଚାଷୀଙ୍କ ରାଜପଥ ଅବରୋଧ

ବୌଦ୍ଧ, ୧୨ା୩(ସ୍ବପ୍ର): ବୌଦ୍ଧ ଜିଲାରେ ଅଦିନିଆ ବର୍ଷା ଓ ଅବ୍ୟବସ୍ଥିତ ଟୋକନ ବ୍ୟବସ୍ଥାକୁ ନେଇ ଧାନକ୍ରୟରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଚାଷୀଙ୍କ ଶହଶହ ବସ୍ତାଧାନ ମଣ୍ଡିରେ ପଡିରହି ନଷ୍ଟ ହେଉଛି। ଏପେଟ ଧାନକିଣା ନେଇ ପ୍ରଶାସନର ସବୁ ପ୍ରସ୍ତୁତି ଫେଲ ମାରିଥିବାବେଳେ…

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲୁଟ୍‌

ଖୁଣ୍ଟା,୧୨୦ା୩(ଡ଼ି.ଏନ୍‌.ଏ.)-ଖୁଣ୍ଟା ଥାନା ଅଧୀନ ବଡ଼ କରଞ୍ଜିଆ – ବାହାନଡା ରାସ୍ତାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଜଣେ ଘରୋଇ ଫାଇନାନ୍ସ କମ୍ପାନୀର ମହିଳା କର୍ମଚାରୀଙ୍କଠାରୁ ସ୍କୁଟି ଓ ୬୫ ହଜାର ଟଙ୍କା ଲୁଟିନେଇଥିବା ସମ୍ପର୍କରେ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?