ଆମ ଜିଲା ଖବର

କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ମୃତ

କେନ୍ଦୁଝର, ୧୨ା୩(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାର ତୁରୁମୁଙ୍ଗା ଥାନା ରାଜନଗର ପଞ୍ଚାୟତ ନୂଆଗଁା ନିକଟରେ ଏକ କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ମିଳିଥିବା ସୂଚନା ଅନୁସାରେ, ଗୁରୁବାର ଅପରାହ୍ନରେ ରାଜନଗର ପଟୁ ଭୃଙ୍ଗରାଜପଶି ଗ୍ରାମକୁ ଏକ…

ଯୋଡ଼ାରେ ୧୮ ହାତୀଙ୍କ ଉପଦ୍ରବ: ଭାଙ୍ଗିଲେ ୩ ଘର

ଯୋଡ଼ା, ୧୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ବନପାଳ ଅନ୍ତର୍ଗତ ଜଜାଙ୍ଗଠାରେ ୧୮ ହାତୀ ଉପଦ୍ରବ ଚଳାଇଛନ୍ତି। ଏହି ହାତୀପଲ ୩ ଟି ଘର ଭାଙ୍ଗି ଦେଇଥିବା ଜଣାପଡିଛି। ବୁଧବାର ରାତିରେ ଏହି ହାତୀପଲ ଗୁରୁବେଡା ଜଙ୍ଗଲ ମଧ୍ୟରେ ଥିବା ପମ୍ପ…

ପୋଖରୀ ହୁଡ଼ାରେ ସ୍କୁଟି, ଜୋତା, ଠେଙ୍ଗା, ଲୁଗା

ସଜନାଗଡ଼, ୧୨ା୩ (ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଈଶ୍ୱରପୁର ପଞ୍ଚାୟତର ବାଙ୍କିପଦାଠାରେ ଥିବା ପଞ୍ଚଲିଙ୍ଗେଶ୍ୱର କଲେଜ ନିକଟସ୍ଥ ଏକ ପୋଖରୀ ହୁଡ଼ାରେ ସ୍କୁଟି, ଜୋତା, ଠେଙ୍ଗା ଓ ଲୁଗା ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍…

ଖାଲି ଷ୍ଟାଡିୟମରେ ଖେଳାଯାଇପାରେ ଲକ୍ଷ୍ନୌ, କୋଲକାତା ଦିନିକିଆ ମ୍ୟାଚ୍‌

ନୂଆଦିଲ୍ଲୀ,୧୨।୩(ପି.ଟି.)- ଭାରତ ଓ ଦକ୍ଷିଣ ଦିନିକଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇସାରିଥିବାବେଳେ ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯାଇପାରେ। କରୋନା ଭାଇରସ ବ୍ୟାପିବାର ଡର ଥିବାରୁ ଏଭଳି ସମ୍ଭାବନା ଦେଖାଦେଇଛି। ସିରିଜ୍‌ର ବଳକା ଦୁଇଟି…

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୫ ଗିରଫ, ୪ ବାଇକ୍‌ ଜବତ

ତାଳଚେର,୧୨ା୩(ନି.ପ୍ର.)-ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ତଥା ଯୁବ ଆଇନଜୀବୀ ଦୟାସାଗର ମିଶ୍ରଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ତାଳଚେର ସାମନ୍ତ ସାହିର ରାମ ମହାରଥୀ (୨୨), ମହାଦେବ ବିହାରର ଶାଶ୍ୱତ…

ଉଚ୍ଛେଦ ପୂର୍ବରୁ ଦୋକାନ ହଟାଇଲେ:  ଥଇଥାନ କରା ନ ଗଲେ ଆନ୍ଦୋଳନ

ଗଞ୍ଜାମ,୧୨ା୩(ଡି.ଏନ.ଏ.)- ଗଞ୍ଜାମ ସହର ସାନବଜାର ଠାରୁ ତ୍ରିବେଣୀ ମଠ ଛକ ଯାଏ ରାସ୍ତା ସମ୍ପ୍ରସାରଣ ପାଇଁ ଜବରଦଖଲ ଉଛେଦ କରାଯିବ। ଏଥିପାଇଁ ତହସିଲ ପ୍ରଶାସନ ପକ୍ଷରୁ ଗତ ଫେବୃଆରି ୧୦ରେ ଉଭୟ ପାର୍ଶ୍ୱରେ ଥିବା କ୍ଷୁଦ୍ର ବ୍ୟବସାୟୀ ତଥା ଉଠା ଦୋକାନୀଙ୍କୁ…

ଅନାସ୍ଥାରେ ପଦ ହରାଇଲେ ରାମଚନ୍ଦ୍ରପୁର ସରପଞ୍ଚ

ପାଟପୁର,୧୨ା୩- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ରାମଚନ୍ଦ୍ରପୁର ଗ୍ରାମର ମହିଳା ସରପଞ୍ଚ ଗୁରୁବାର ଅନାସ୍ଥା ଭୋଟରେ ପଦ ହରାଇଛନ୍ତି। ଅନୁଷ୍ଠିତ ଅନାସ୍ଥା ଭୋଟରେ ପଞ୍ଚାୟତର ମୋଟ ୧୮ ଜଣ ୱାର୍ଡ ସଭ୍ୟଙ୍କ ମଧ୍ୟରୁ ୧୩ଜଣ ଉପସ୍ଥିତ ରହି ସରପଞ୍ଚଙ୍କ ବିପକ୍ଷରେ…

ବାର୍‌ହା ମାଂସ ଜବତ, ୨ ଗିରଫ

ବୁଗୁଡ଼ା,୧୨ା୩(ଡି.ଏନ.ଏ.)- ବୁଗୁଡ଼ା ବନାଞ୍ଚଳ ଡ଼ାକରାବାଡ଼ି ଛକରେ ଗୁରୁବାର ଅପରାହ୍ନରେ ବାଇକ୍‌ ଉପରେ ବାର୍‌ହା ମାଂସ ରଖି ବିକ୍ରି କରୁଥିବାବେଳେ ୨ ଶିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବୁଗୁଡ଼ା ବନାଞ୍ଚଳ ଡ଼ାକରାବାଡ଼ି ଗ୍ରାମର ନିରଞ୍ଜନ ବିଶ୍ୱାଳ ଓ ବିରଞ୍ଚତ୍ପୁର ଗ୍ରାମର ବିଜୟ…

ବେଆଇନ ମଦ ଦୋକାନ ଭାଙ୍ଗିଲେ ଅସନ୍ତୁଷ୍ଟ ମହିଳା

ଖଇରା, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରାଇଗଢିଆ ଗ୍ରାମରେ ଗତ ୫ବର୍ଷରୁ ଊର୍ଦ୍ଧ୍ୱ ହେଲା ବେଆଇନ ମଦ ବିକ୍ରୟ କେନ୍ଦ୍ର ଚାଲିଥିବା ଅଭିଯୋଗ ହୋଇଥିଲା। ଧୀରେ ଧୀରେ ଗ୍ରାମ ପରିବେଶ ଅଶାନ୍ତ ହୋଇ ପଡିଥିଲା। ପ୍ରତ୍ୟେକ ସନ୍ଧ୍ୟାରେ…

ଧାର ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହେଲେ ମହିଳା: ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଜଣେ ମହିଳା ତାଙ୍କ ପଡ଼ିଶା ଘରକୁ ଧାର ଦେଇଥିବା ଟଙ୍କା ମାଗିବାକୁ ଯାଇ ବଳାତ୍କାରର ଶିକାର ହୋଇଥିବା ଗୁରୁବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ…

ବିଲ୍‌ ନ ମିଳିବାରୁ ଠିକାଦାରଙ୍କ ଶାନ୍ତିପୂର୍ଣ୍ଣ ଧାରଣା

ଗଞ୍ଜାମ,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ ୧୦ ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ମାତ୍ର ଠିକାଦାରଙ୍କୁ ଏହାର ବିଲ୍‌ ପ୍ରଦାନ କରାଯାଉ ନାହିଁ। ଏହାକୁ ନେଇ ଠିକାଦାର ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ…

ବାଟ ଭୁଲି ୩୦ କିଲୋମିଟର ଚାଲିଆସିଥିଲେ ଦୁଇ ଶିଶୁପୁତ୍ର: ଉଦ୍ଧାର କଲା ଚାଇଲ୍ଡଲାଇନ୍‌, ପରିବାରବର୍ଗଙ୍କୁ ହସ୍ତାନ୍ତର

ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ବେଲବାହାଳି ଗ୍ରାମରୁ ଦୁଇ ଶିଶୁଙ୍କୁ ଆନନ୍ଦପୁର ଚାଇଲ୍ଡଲାଇନ୍‌ ସଦସ୍ୟମାନେ ଉଦ୍ଧାର କରି ସେମାନଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। ଦୁଇ ଶିଶୁପୁତ୍ର ଆନନ୍ଦପୁର ଥାନା ଗୟଳମୁଣ୍ଡା ପଞ୍ଚାୟତ ପୁତୁଝରୀ ଗ୍ରାମର ବୋଲି ଜଣାପଡ଼ିଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?