ଆମ ଜିଲା ଖବର

ଚାକିରି ଦେବା ନାଁରେ ନିର୍ଯାତନା

ଜଗତ୍‌ସିଂହପୁର ଅଫିସ୍‌, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍‌ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା, ସାର୍ଟିଫିକେଟ୍‌ ନେଇଯିବା ସହ ୧୪ ଦିନ କାଳ ନିର୍ଯାତନା ଦେଇଥିବା ଦେବେନ୍ଦ୍ର ଅଭିଯୋଗ କରିଛନ୍ତି।…

ଛାତ୍ରୀଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଅଭିଯୋଗ: ପୃଥକ୍‌ ମାମଲା, ଟ୍ୟୁଶନ ଶିକ୍ଷକ ଗିରଫ

ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ କରିବା ପରେ ନିଜ ଘରେ ରଖିବା ଓ ସେମାନଙ୍କ ମା’ବାପାଙ୍କଠାରୁ ଟଙ୍କା ଆଦାୟ କରୁଛନ୍ତି।…

ଶୂନ୍ୟରେ ଚାଲିଛି ୮୪ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ପାରାଦୀପ,୯ା୧(ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପରେ ବାଲ୍ୟଶିକ୍ଷା ପାଇଁ ଉଦ୍ଦିଷ୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ପରିଚାଳନା ନୀତି ଏକପ୍ରକାର ପ୍ରହସନ ପାଲଟିଛି। ୨୦୧୧ରୁ ପାରାଦୀପ ପୌରାଞ୍ଚଳର ୧୯ ଓ୍ବାର୍ଡରେ ୮୪ଟି ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି। କିନ୍ତୁ ବିଡ଼ମ୍ବନାର ପ୍ରସଙ୍ଗ ହେଲା ୮୪…

ମାଛ ମାରିବାକୁ ଯାଇ ହାତରେ ଫୁଟିଲା ବୋମା

ଫୁଲବାଣୀ ଅଫିସ, ୯ା୧-ନଦୀରେ ବୋମା ଫୁଟାଇ ମାଛ ଧରିବା ଯୁବକଙ୍କ ପାଇଁ କାଳ ହୋଇଛି। ହାତରେ ବୋମା ଫୁଟିଯିବାରୁ ପାପୁଲି ଉଡିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିି କରାଯାଇଛି। ଗୁରୁତର ଯୁବକ ଜଣକ ହେଲେ ସଦର ଥାନା…

ନାବାଳିକା ନିଖୋଜ ଘଟଣା: ମିଛ ତଥ୍ୟ ଦେଉଛି ପ୍ରଶାସନ; ଏବେବି ନିଖୋଜ ୯, ଚିନ୍ତାରେ ପରିବାର

ବ୍ରହ୍ମପୁର ଅଫିସ, ୯। ୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାର ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଛି। କିନ୍ତୁ ୯ ଜଣ ଏବେବି ନିଖୋଜ ଅଛନ୍ତି। ବୁଧବାର ଅପରାହ୍ନ ସୁଦ୍ଧା ଭୁବନେଶ୍ୱରରୁ ୩ ଓ ବ୍ରହ୍ମପୁରରୁ ଜଣେ…

ନଳକୂପ ଖନନରେ ହେରାଫେରି ମାମଲା: ଆଜି ଲୋକାୟୁକ୍ତରେ ଚୂଡ଼ାନ୍ତ ଶୁଣାଣି

ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ ଶୁଣାଣି କରାଯିବ। ଏଥିପାଇଁ ଧର୍ମଶାଳା ବିଡିଓ ଓ ଅଭିଯୋଗକାରୀଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ହୋଇଥିବା…

ନୀଳାଚଳ ଇସ୍ପାତ ନିଗମ ଲିଃରୁ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ବିଜୁବାବୁଙ୍କ ଦ୍ୱିତୀୟ ଇସ୍ପାତ ସ୍ବପ୍ନ ହେବ ନିଲାମ

ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀଙ୍କ ଏହି ସୂଚନା…

ଦାରିଙ୍ଗବାଡ଼ିରେ ଶୀତ ଉତ୍ସବ

ଦାରିଙ୍ଗବାଡ଼ି,୯ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶୀତ ଉତ୍ସବ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଉତ୍ସବର ଆବାହକ ତଥା ଅଧ୍ୟକ୍ଷ ଜି.ଉଦୟଗିରି…

ପୂର୍ବତନ ବିଧାୟକଙ୍କ ପରଲୋକ

ଆସିକା,୯ା୧(ଡି.ଏନ୍‌.ଏ.): ଆସିକାର ବରିଷ୍ଠ କଂଗ୍ରେସ ନେତା, ବିଶିଷ୍ଟ ସମବାୟବିତ୍‌ ତଥା ପୂର୍ବତନ ବିଧାୟକ ରାଧାଗୋବିନ୍ଦ ସାହୁଙ୍କ (୯୩)ର ବୁଧବାର ସକାଳେ ପରଲୋକ ଘଟିଛି। ସେ ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ନିଜ ପୁଅଙ୍କ ବାସଭବନରେ ରହୁଥିଲେ। ଗତ ସପ୍ତାହରେ ତାଙ୍କର ହୃଦ୍‌ଘାତ ହେବାରୁ ଏକ…

କାର୍‌ ଧକ୍କାରେ ବାଳକ ମୃତ: କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା

ରାଇରଙ୍ଗପୁର,୯ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅନ୍ତର୍ଗତ ପାଶନା ଗ୍ରାମରେ ମଙ୍ଗଳବାର ଏକ କାର୍‌ ଦୁର୍ଘଟଣାରେ ଜଣେ ବାଳକଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି ଧାରଣାରେ ବସିଥିଲେ। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ…

ଟୁସୁ ପର୍ବରେ ଶତାଧିକ ଗାଁ ଉତ୍ସବମୁଖର

କେନ୍ଦୁଝର, ୯ା୧ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କୁଡୁମୀ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ଶତାଧିକ ଗାଁ ପ୍ରସିଦ୍ଧ ଟୁସୁ ପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଆସନ୍ତା ମକର ସଂକ୍ରାନ୍ତିରେ ପର୍ବ ଉଦ୍‌ଯାପିତ ହେବ। ଉକ୍ତ ସମ୍ପ୍ରଦାୟର ଲୋକେ, ବିଶେଷ କରି ମହିଳା ଓ…

୧୩ ଦିନ ପରେ ଭୀମକୁଣ୍ଡରୁ  ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ଠାକୁରମୁଣ୍ଡା,୯ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା  ଅଧୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡକୁ ବୁଲି ଆସି ପାଣିରେ ଭାସି ନିଖୋଜ ଥିବା ଯୁବକଙ୍କ ଗଳିତ ମୃତଦେହ ୧୩ ଦିନ ପରେ ଉଦ୍ଧାର ହୋଇଛି।  ମୃତକ ହେଲେ  ପଶ୍ଚିମବଙ୍ଗ ଦୀଘା ଅଞ୍ଚଳ ମୈତ୍ରୀପୁରର ଓଁକାର ସମବାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri