ଆମ ଜିଲା ଖବର

ବିବାହିତା ମହିଳାଙ୍କୁ ବଳାତ୍କାର: ଜଣେ ଗିରଫ

ଲୋଇସିଂହା,୯।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର ହୋଇଥିବା ରବିବାର ପୀଡ଼ିତା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇ ଏହି ଘଟଣାରେ ଜଣଙ୍କୁ ଗିରଫ କରିଛି। ସେ ହେଲେ ସ୍ବରୂପ ଭୋଇ।…

ଅଲେଖ ଧର୍ମାବଲମ୍ବୀଙ୍କ ପଣାଟେକା ଉତ୍ସବ

କୋଷ୍ଠା, ୯ା୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶୂଳିଆପଦା ବ୍ଲକର ବିଭିନ୍ନ ଗ୍ରାମରେ ଦୀର୍ଘବର୍ଷ ଧରି ବସବାସ କରିଆସୁଥିବା ମହିମା ଅଲେଖ ଧର୍ମାବଲମ୍ବୀମାନେ ପିତୃପୁରୁଷଙ୍କ ସମ୍ମାନାର୍ଥେ ପ୍ରତିବର୍ଷ ଫାଲଗୁନ ପୂର୍ଣ୍ଣିମା ଅବସରରେ ପଣାଟେକା ଉତ୍ସବ ପାଳନ କରି ଆସୁଛନ୍ତି ା ମହିମା ଅଲେଖ ଧର୍ମାବଲମ୍ବୀ ପ୍ରଶ୍ନ…

ଗୋପାଳ ସମାଜ ପକ୍ଷରୁ ବନ୍ଦାଣ ଉତ୍ସବ ନନ୍ଦ, ଯଶୋଦା, କୃଷ୍ଣ, ବଳରାମ ବେଶରେ ଗ୍ରାମ ପରିକ୍ରମା

ଖଣ୍ଡପଡ଼ା,୯ା୩(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କଣ୍ଟିଲୋ ନିକଟ ପଥରଚକଡା ତଳସାହି ଓ ବଡସାହି ଗୋପାଳ ସମାଜ ପକ୍ଷରୁ ବନ୍ଦାଣ ଉତ୍ସବ ପାଳନ କରାଯାଇଛି । ସମାଜର ବେହେରା କଣ୍ଡୁରୀ ଚରଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏହା ଆୟୋଜନ କରାଯାଇଥିଲା। ଅଧିବାସ ଉପଲକ୍ଷେ ଗ୍ରାମର ସମସ୍ତ…

କୂଅରେ ପଡି ୨ ବର୍ଷ ଶିଶୁର ଜୀବନ ଗଲା

ପାଟଣା, ୯ା୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ସକାଳେ ଟୁନା ମୁଣ୍ଡାଙ୍କ ୨ ବର୍ଷର ପୁଅ ଜଗା ଏକ ପରିତ୍ୟକ୍ତ କୂଅରେ ପଡି ପ୍ରାଣ ହରାଇଛନ୍ତି। ଜଗା ଅଗଣାରେ ଖେଳୁଥିବା ବେଳେ ଅସାବଧାନତାବଶତଃ…

ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ପରଲୋକ

ଭଣ୍ଡାରିପୋଖରୀ, ୯ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ସୋମବାର ସକାଳ ସାଢେ ୭ଟା ବେଳେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି ରୋଗରେ ପୀଡିତ ଥିଲେ। ସେଠୀ ୧୯୮୦-୮୫ ରେ ଭଣ୍ଡାରିପୋଖରୀ ବିଧାୟକ, ୧୯୮୫-୯୦ ଅବିଭକ୍ତ ବାଲେଶ୍ୱର…

ମହାମାୟୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ: ବି.ବ୍ରହ୍ମପୁର ଚାମ୍ପିୟନ

ବୁଗୁଡ଼ା,୯।୩(ଡି.ଏନ୍‌.ଏ.)- ବୁଗୁଡ଼ା ବ୍ଲକ ତାଳଶାକର ଗ୍ରାମରେ ଗତ ମାସ ୧୬ ତାରିଖରୁ ଆରମ୍ଭ ହୋଇଥିବା ମହାମାୟୀ କ୍ରିକେଟ ଟୁର୍ନାମେଣ୍ଟ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ବି.ବ୍ରହ୍ମପୁର ଟିମ ଓ ଖରିଡ଼ା ଟିମ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବି.ବ୍ରହ୍ମପୁର ଟସ୍‌…

ଗୁଁଡ଼ିଖାଇ: ଠାକୁରଙ୍କୁ ଲାଗିହେଲା ବସନ୍ତଋତୁ ଫଳ

ବିଜେପୁର୯।୩(ଡି.ଏନ୍‌.ଏ.): ନୂଆଁଖାଇ ପରି ଗୁଁଡିଖାଇ ପଶ୍ଚିମ ଓଡ଼ିଶାର ଏକ କୃଷିଭିତ୍ତିକ ପର୍ବ। ତେଣୁ ବରଗଡ଼ ଜିଲା ବିଜେପୁର ବ୍ଲକର ପୁରପଲ୍ଲୀରେ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଗୁଁଡିଖାଇ ପର୍ବ ସୋମବାର ପାଳିତ ହୋଇଯାଇଛି। ବଡି ଭୋରରୁ ଘରର ଇଷ୍ଟ ଦେବଦେବୀଙ୍କ ନିକଟରେ ବସନ୍ତ…

ଅରଣ୍ୟା ପକ୍ଷରୁ ଫଗୁଣ ଆସର

ସୁନ୍ଦରଗଡ,୯।୩(ଡି.ଏନ୍‌.ଏ): ସାହିତ୍ୟ ଅନୁଷ୍ଠାନ ଅରଣ୍ୟା ଓ ନବଜୀବନ କ୍ଲବର ମିଳିତ ଆନୁକୂଲ୍ୟରେ ଫଗୁଣ ଆସର ଅନୁଷ୍ଠିତ ହୋଇଯାଇଛି । କବି ସୁବାସ ଦାଶ ଓ କବୟିତ୍ରୀ ସ୍ବର୍ଣ୍ଣମଞ୍ଜରୀ ଦାଶଙ୍କ ଆବାହକତ୍ୱରେ ଆୟୋଜିତ ଏହି ଆସରରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଅଞ୍ଚଳର ବହୁ ସାହିତି୍ୟକ,…

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ରଖାଯିବାକୁ ବିରୋଧ:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଗୋବର ପାଣି, ଗଙ୍ଗା ଜଳ ଛିଞ୍ଚନ

ପୁରୀ ଅଫିସ,୯।୩: ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବା ଘଟଣାକୁ ବିରୋଧ ଜାରି ରହିଛି। ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ଏ ନେଇ ଦାୟୀ କରି ବିକ୍ଷୋଭ କରୁଛନ୍ତି। ସୋମବାର…

ପେଟ୍ରୋଲ ଢାଳି ପୋଡ଼ିବା ଘଟଣା, ଆହତ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୯।୩(ଡି.ଏନ.ଏ.)-ବେଲଗୁଣ୍ଠା ଫାଣ୍ଡି ଧୁମୁଛାଇର ସନ୍ତୋଷ ନାୟକ (୨୫)ଙ୍କୁ ତାଙ୍କର ୨ ସାଙ୍ଗ କୌଣସି କାରଣକୁ ନେଇ ଗତ ଜାନୁୟାରୀ ୨୫ ତାରିଖରେ ପେଟ୍ରୋଲ ଢାଳି ପୋଡ଼ି ଦେଇଥିଲେ। ଫଳରେ ସନ୍ତୋଷଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଏହି…

ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ଆର୍‌ଟିଓ: ୨୧ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ

ଜୟପୁର/ନବରଙ୍ଗପୁର,୯ା୩(ଡି.ଏନ.ଏ./ବି.ପ୍ର.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ନବରଙ୍ଗପୁର ଆର୍‌ଟିଓ ଗଣେଶ୍ୱର କହଁରଙ୍କୁ ସୋମବାର କୋରାପୁଟ ଜିଲା ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ୨୧ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ…

ବୋହୂଙ୍କୁ ନିର୍ଯାତନା: ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ମହିଳାଙ୍କ ଥାନା ଘେରାଉ

ରଣପୁର, ୯ା୩(ସ୍ବ.ପ୍ର.): ଦେଶବ୍ୟାପୀ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇ ନାରୀ ସୁରକ୍ଷା ଓ ଅଧିକାର ଉପରେ ସଚେତନତା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ନୟାଗଡ଼ ଜିଲା ରଣପୁର ଅଞ୍ଚଳରେ ସୋମବାର ଏହାର ବିପରୀତ ଘଟଣା ଦେଖିବାକୁ ମିଳିଛି l ଜଣେ ବୋହୂଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?