ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ
ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି। ଜଣେ ଆବେଦନକାରୀଙ୍କ କୃଷି ଜମିକୁ ଘରବାରି ଜମିରେ ପରିବର୍ତ୍ତନ ସମ୍ପର୍କିତ ମାମଲାରେ ଫିଲ୍ଡ…
ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ
ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’ ଅନ୍ତର୍ଗତ ଏକଦିବସୀୟ ଓରିଏଣ୍ଟେସନ ଓ ଫଳାଫଳ ସମୀକ୍ଷା କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ…
ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର
ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରିଛି। ମିଳିଥିବା ସୂଚନା…
୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ
ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ରାଜ୍ୟ ସରକାରଙ୍କୁ ରିପୋର୍ଟ ମଗାଯାଇଥିବାବେଳେ, ରାଜ୍ୟ ସରକାର ୪୨ଟି କଲେଜକୁ ସ୍ବୟଂଶାସିତ ମାନ୍ୟତା…
ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…
ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ ହୋଇଛି। ଘରେ ପଶି ୩ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ସୁନା ଗହଣା ଦେବାକୁ ଧମକ ଦେଇଥିଲେ।…
ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍ ଡାଏ ଘୋଷଣା
କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି। କଲେଜରେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାରୁ କଲେଜ ଅଧ୍ୟକ୍ଷ ସାଇନ୍ ଡାଏ ଘୋଷଣା କରିଛନ୍ତି।…
ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…
ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ମୃତ ଚନ୍ଦନ ନିକିରେଇସ୍ଥିତ ବୀରହନୁମାନ ଜୀଉ କଲେଜରେ…
ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…
ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ସଭାନେତ୍ରୀ ପ୍ରତିମା କୁମାରୀ ଦେବୀ,ସମ୍ପାଦିକା ମମତା ବାରିକ, କୋଷାଧ୍ୟକ୍ଷା…
ଗେଟ୍ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ
ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ କେନ୍ଦ୍ରର ମୁଖ୍ୟ…
ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି
ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ ପଡ଼ିଆ ଉଦ୍ଘାଟନ ସମୟରେ ଉଭୟଙ୍କ ମଧ୍ୟରେ କଟାକଟି ହେବା ସହ ମୁହାଁମୁହିଁ ପରିସ୍ଥିତି…
ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ
ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ମଙ୍ଗଳବାର ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ…
ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର
ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ ରହିଥିବା ବେଳେ ଗୋଟିଏ ଶରୀର ରହିଛି । କନ୍ଧମାଳ ଜିଲା ତୁମୁଡିବନ୍ଧ ତିତିପୁର…

