ଆମ ଜିଲା ଖବର

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ ହେବ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭଞ୍ଜନଗର ବିଧାୟକ ତଥା କୁର୍ମୀ କ୍ଷତ୍ରିୟ…

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଗେଟବଜ଼ାର ବିଲ ସାହିର ମୂଳ ନିବାସୀ ତଥା ନୂଆପଡା…

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ ଅବହେଳିତ ଥିବା ଅନୁଭବ ହୋଇଛି। ବିଜେଡିର ଅନେକ ନେତୃତ୍ୱ ମଧ୍ୟ ଏହି ଭଳି ସ୍ଥିତିରେ…

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ହର୍ପିକସ୍‌ କିମ୍ବା ଆଭ୍ୟନ୍ତରିଣ ଅସୁବିଧା ଯୋଗୁ ଶମ୍ଭୁର ମୃତ୍ୟୁ ଘଟିଛି ବୋଲି ବନ…

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି। ଏହି ଆନ୍ଦୋଳନ ୭ ଦିନ ଧରି ଚାଲିବ ବୋଲି ମହାସଂଘ ଚେତାବନୀ ଦେଇଛି। ଦୁଇ…

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ, ସାର୍ବଜନୀନ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମଧ୍ୟ ଯୋଗଦାନ କରିବେ ବୋଲି…

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି ଘଟଣା ସମ୍ପର୍କରେ ସେ ପ୍ରଶାସନଠାରୁ ଏକ ବିସ୍ତୃତ ରିପୋର୍ଟ ତଲବ କରିଛନ୍ତି। ମଙ୍ଗଳବାର ଭୁବନେଶ୍ୱରଠାରେ…

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି ଶୁଳିଆ ଯାତ୍ରା। ଏହି ଯାତ୍ରାରେ ବିଭୁକୃପା ଲାଭ କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼…

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର ରୋଡର ଷ୍ଟେସନ ପାଖ ଚୂନଭାଟି ଅଂଚଳରେ ଥିବା ଅସହାୟ ଲୋକଙ୍କୁ ପୁରୁଣା ବ୍ୟବହାର ଉପଯୋଗୀ…

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ସାମିଲ ହୋଇଛନ୍ତି। ନିକଟରେ ମୋକିମ ନିଜର ବିବାଦୀୟ ମନ୍ତବ୍ୟ ପାଇଁ କଂଗ୍ରେସ ଦଳ…

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା ଦେଖିବାକୁ ମିଳିଛି। ଜଙ୍ଗଲର ଅତି ନିକଟରେ ଘର କରି ରହୁଥିବା ପରିବାର ଭୟଭୀତ ଅବସ୍ଥାରେ…

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧ ପର୍ଯ୍ୟନ୍ତ ୪ଦିନ ଧରି ଏହି ମହୋତ୍ସବ ପାଳନ ହେବାକୁ ରହିଥିବାବେଳେ ଏହି ମହୋତ୍ସବରେ ରାଜ୍ୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri