ଆମ ଜିଲା ଖବର

ରେଳଲାଇନରେ ଯୁବତୀଙ୍କ ଆତ୍ମହତ୍ୟା

ଢେଙ୍କାନାଳ ଅଫିସ୍‌/ ଓଡ଼ାପଡ଼ା, ୯ା୩(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଓଡ଼ାପଡା ବ୍ଲକ ଝାରଗାଡିଆ ଫାଣ୍ଡି ଦାଣ୍ଡିମାଳ ପାସେଞ୍ଜର ହଲ୍ଟ ରେଲଓ୍ବେ ଷ୍ଟେଶନଠାରେ ଜଣେ ଯୁବତୀଙ୍କ ମୃତଦେହ ସୋମବାର ରେଲଓ୍ବେ ପୋଲିସ ଉଦ୍ଧାର କରିଛି। ମୃତାଙ୍କ ନାମ ସୁନିତା ପରିଡା ଓ ଘର ବଳରାମପୁର…

ସ୍ବୟଂଶାସିତ କଲେଜ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିର ପ୍ରତିବାଦ

ଢେଙ୍କାନାଳ ଅଫିସ୍‌, ୯ା୩- ଢେଙ୍କାନାଳ କଲେଜରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ଆଲୁମନି ଆସୋସିଏଶନ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଆସୋସିଏଶନ ସଦସ୍ୟମାନେ ସୋମବାର ଢେଙ୍କାନାଳ ଏମ୍‌ପି ମହେଶ ସାହୁଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିସହ ଏ…

ଭୁଲ୍‌ ସିଗ୍‌ନାଲ ଯୋଗୁ ଷ୍ଟେଶନରେ ନ ରହି ଚାଲିଗଲା ଟ୍ରେନ: କାର୍ଯ୍ୟରୁ ନିଲମ୍ବିତ ହେଲେ ଷ୍ଟେଶନ ମାଷ୍ଟର

ସୁନ୍ଦରଗଡ଼,୯।୩ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଷ୍ଟେଶନମାଷ୍ଟରଙ୍କୁ ଦକ୍ଷିଣ-ପୂର୍ବ ରେଳପଥ କର୍ତ୍ତୃପକ୍ଷ ସୋମବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି । ଷ୍ଟେଶନ ମାଷ୍ଟର ସନ୍ତୋଷ କୁମାର ମିଶ୍ରଙ୍କ କାର୍ଯ୍ୟରେ ଅବହେଳା ଲାଗି ଏଭଳି ନିଷ୍ପତ୍ତି ନିଆଯାଇଛି। ମିଶ୍ରଙ୍କ ଖାମଖିଆଲି କାର୍ଯ୍ୟ ଓ ଭୁଲ…

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନ, ୯ା୩ (ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଗ୍ରାମର ରବି ଗୁରୁ ରବିବାର ଗାଧୋଇବାକୁ ଯାଇ ଘରକୁ ଫେରି ନ ଥିବାବେଳେ ଗ୍ରାମ ନିକଟ ପୋରୋଇଝରା ନାଳରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବହୁ ଖୋଜାଖୋଜି ପରେ…

ସବୁଦିନ ସ୍କୁଲ ପଠାଇବାକୁ ସଂକଳ୍ପ ନେଲେ ଅଭିଭାବକ

ଗୋବିନ୍ଦପାଲି,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଉଦୁଲିବେଡ଼ା ପଞ୍ଚାୟତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଚାଲାଣଗୁଡ଼ା-୨ ପକ୍ଷରୁ ଏକ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରହ୍ଲାଦ ଛାଟୋଇଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର…

ଗାଁରେ ପଶିଲା ବାର୍‌ହା,ଉଦ୍ଧାର ପାଇଁ ବନବିଭାଗ ଟିମର ଉଦ୍ୟମ ଜାରି

ଚନ୍ଦାହାଣ୍ଡି,୯ା୩(ଡି.ଏନ.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ବେହେରାମୁଣ୍ଡା ଗ୍ରାମ ପାଣ୍ଡେ ସାହିରେ ସୋମବାର ଏକ ବାର୍‌ହା ପଶିଥିବା ଜଣାପଡ଼ିଛି। ହଠାତ୍‌ ଗାଁର ଭୁବନ ପାଣ୍ଡେଙ୍କ ଘରେ ବାର୍‌ହାଟି ପଶିଯାଇଥିବାବେଳେ ଲୋକେ ବନବିଭାଗକୁ ଖବର ଦେଇଥିଲେ। ବାର୍‌ହା ଆକ୍ରମଣ କରିବା ଆଶଙ୍କା ରହିଥିବାରୁ…

ନିଖୋଜ ନାବାଳିକା ଛତିଶଗଡ଼ରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ଏମ୍‌ଭି ୭୯,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ୍‌ ଶିମିଳିବାଞ୍ଛା ପଞ୍ଚାୟତ ଏମ୍‌ପିଭି ୬୮ ଗ୍ରାମରୁ ନିଖୋଜ ନାବାଳିକାଙ୍କୁ ପୋଲିସ ସୋମବାର ଛତିଶଗଡ଼ରୁ ଉଦ୍ଧାର କରିଛି। ଝିଅ ନିଖୋଜ ଥିବା ନେଇ ରବିବାର ବାପା ଏମ୍‌ଭି ୭୯ ଥାନାରେ ଲିଖିତ ଅଭିଯୋଗ କରିଥିଲେ।…

ବିଦ୍ୟୁତ୍‌ ଆଘାତରେ ଜଣେ ମୃତ, ୪ ଆହତ

କୁକୁଡ଼ାଖଣ୍ଡି, ୯।୩(ଡି.ଏନ୍‌.ଏ.)- ସଦର ଥାନା ଗୁଠବନ୍ଧ ଗାଁ’କୁ ଲାଗିଥିବା ପରିବା ଖେତରେ ଘେରାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଦୁର୍ଯ୍ୟୋଧନ ମଳିକ(୪୨)। ଏଥିରେ ଆହତମାନେ ହେଲେ ସଦାନନ୍ଦ…

ଓଡ଼ଗାଁ ଏନ୍‌ଏସିକୁ ପୁଣି ଫେରିଲା ଗୁଟ୍‌ଖା, ପଲିଥିନ

ଓଡ଼ଗାଁ,୯ା୩(ସ୍ବ.ପ୍ର.): କିଛିଦିନର ବ୍ୟବଧାନ ପରେ ଓଡଗାଁ ଏନ୍‌ଏସି ସମେତ ନିକଟ ବଜାରକୁ ପୁଣି ଥରେ ଗୁଟ୍‌ଖା ଓ ପଲିଥିନ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ପଲିଥିନ ପୂର୍ବପରି ବ୍ୟବହାର ହେଉଥିବା ବେଳେ ଦୋକାନ ବଜାର ଏପରି କି ଶିକ୍ଷାନୁଷ୍ଠାନ ଓ ସରକାରୀ…

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ ଧରି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ଖବର ପାଇ ଅତିରିକ୍ତ ଯୋଗାଣ…

ମହିଳା ଶ୍ରମିକଙ୍କୁ ଅଣଦେଖା: ମିଳୁନି ନିର୍ମାଣ ଶ୍ରମିକର ପରିଚୟ

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ଜିଲାରେ ମହିଳା ଶ୍ରମିକମାନଙ୍କୁ ନିର୍ମାଣ ଶ୍ରମିକର ପରିଚୟ ମିଳୁନି। ଏଥିରେ ବାଧକ ସାଜୁଛି ଜିଲା ଶ୍ରମ କାର୍ଯ୍ୟାଳୟ। କୃଷି ଶ୍ରମିକ କହି ଅଧିକାଂଶ ମହିଳାଙ୍କୁ ପଞ୍ଜୀକୃତ ନ କରି ଫେରାଇ ଦିଆଯାଉଛି ବୋଲି ଅଭିଯୋଗ ହୋଇ ଆସୁଛି।…

ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି

ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ ବେହେରା। ଚିକିତ୍ସା ଲାଗି ତାଙ୍କୁ ବୁର୍ଲା ଭିମସାର ଅର୍ଥୋପେଡିକରେ ଭର୍ତ୍ତି କରାଯାଇଛି। ଘଟଣାକୁ ଚପାଇଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?