ଆମ ଜିଲା ଖବର

ସତ୍ୟବାଦୀରେ ଗୁଳିକାଣ୍ଡ: ଯୁବକଙ୍କ ଜୀବନଗଲା, ପ୍ରତିବାଦରେ ରାଜପଥ ଅବରୋଧ

ସତ୍ୟବାଦୀ,୯।୩(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ବଡ଼ କାଞ୍ଜିଆ ଛକରେ ରବିବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ଏଥିରେ ପୁରନ୍ଦର ବେହେରା ଓରଫ ଭାସିଆ ନିହତ ହୋଇଛନ୍ତି। ତାଙ୍କ ଶ୍ବଶୁର ଘର ନିକଟରେ ଗୁଳିମାଡ଼ରେ ମୃତ୍ୟୁ ହୋଇଥିବା ଖବରପାଇ ପରିବାର ଲୋକେ…

ମେଳଣ ଆଣିଛି ଗାଁରେ ଏକତା

ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ପଞ୍ଚାୟତର ବେଲଡ଼ିହାରେ ୧୯୮୭ ମସିହାରୁ ପାଳିତ ହୋଇ ଆସୁଥିବା ଦୋଳ ଉତ୍ସବ ଗାଁରେ ଆଣିଛି ଏକତା। ନିଜ ନିଜ ଭିତରେ ଭେଦଭାବ ଭୁଲି ସ୍ବାଭିମାନ ରକ୍ଷା କରିବା ସହିତ ଭଗବତ ଚିନ୍ତାଧାରାରେ ଅନୁପ୍ରାଣିତ…

ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର

ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ ଆର୍‌ବିଆଇ ଏହି ପଦକ୍ଷେପ ନେଇଛି। ଏଭଳି ସ୍ଥିିିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା…

ନୀଳାଦ୍ରି ନିଳୟ ଯୋଜନା: ଝୁଣ୍ଟିଲା ପ୍ରଶାସନ

ପୁରୀ ଅଫିସ,୯।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ଗତ ୩ ତାରିଖରୁ ଆରମ୍ଭ ହୋଇଛି ନୀଳାଦ୍ରି ନିଳୟ ଯୋଜନା। ଭିକ୍ଷାବୃତ୍ତି କରୁଥିବା ଲୋକଙ୍କୁ ଉଦ୍ଧାର କରି ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଏହାର ଲକ୍ଷ୍ୟ।…

ବନ୍ୟା ପାଣିରେ ନିଆଁ

ବଲାଙ୍ଗୀର ସହର ନିକଟରେ କୌଣସି ନଦୀ ପ୍ରବାହିତ ହୋଇନାହିଁ। ସହର ମଧ୍ୟଦେଇ ଅଙ୍କାବଙ୍କା ହୋଇ ଲକ୍ଷ୍ମୀଯୋର ପ୍ରବାହିତ ହେଉଛି। ସାଧାରଣତଃ ସହରରେ ବନ୍ୟା ପ୍ରଭାବ ଦେଖାଯାଏ ନାହିଁ। ମାତ୍ର ୨୦୧୯ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ମୂଷଳ ଧାରାରେ ବର୍ଷା ଫଳରେ ବଲାଙ୍ଗୀର…

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର ସନ୍ଧ୍ୟାରେ…

‘ଇତିହାସରୁ ଉଦାହରଣ ସୃଷ୍ଟି କରିଆସୁଛି ନାରୀ’

ଅନୁଗୋଳ ଅଫିସ୍‌, ୯।୩ : ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଥିବା ସେମାନଙ୍କର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ସମାଜ ମଙ୍ଗଳ, ଜିଲା…

୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ

ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ କୃଷି ଯୋଜନା କାର୍ଯ୍ୟକାରୀ କରାଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ସକ୍ରିୟ ହେଲେ କୃଷିଭିତ୍ତିକ ଯୋଜନାର…

ଅନିଶ୍ଚିତତାରେ ପୋଲସରା ନୂତନ ବସଷ୍ଟାଣ୍ଡ

ପୋଲସରା,୯|୩(ଡି.ଏନ.ଏ.) – ଗଞ୍ଜାମ ଜିଲା ପୋଲସରା ସହର ମଧ୍ୟରେ ରହିଥିବା ବସଷ୍ଟାଣ୍ଡର ଆଧୁନିକୀକରଣ ଲାଗି ରାଜ୍ୟ ସରକାର ୫ କୋଟି ଟଙ୍କା ବ୍ୟୟବରାଦ କରିଥିଲେ। ୨୦୧୭ରେ ଓଡ଼ିଶାର ତତ୍‌କାଳୀନ ଯୋଜନା ଓ ସମନ୍ବୟ, ବୈଷୟିକ ଶିକ୍ଷା ମନ୍ତ୍ରୀ ଉଷା ଦେବୀଙ୍କ ଦ୍ୱାରା…

ପାରାଦୀପ ପୌରାଞ୍ଚଳ: ସ୍ଥଗିତ ରହିଲା ପକ୍କା ଘର ଯୋଗ୍ୟତା କାର୍ଡ ବଣ୍ଟନ

ପାରାଦୀପ, ୯।୩ (ସ୍ବ.ପ୍ର.): ରାଜ୍ୟ ସରକାର ସହରାଞ୍ଚଳରେ ଥିବା କଚ୍ଚା ଘର ବାସିନ୍ଦାଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ୨୦୧୭ରୁ ଭୂମିହୀନଙ୍କୁ ଯୋଗ୍ୟତା ପ୍ରମାଣପତ୍ର ପ୍ରଦାନ କରୁଛନ୍ତି। ଏଥିରେ ଦ୍ୱୈତ ଶାସନରେ ପରିଚାଳିତ ପାରାଦୀପ ପୌରାଞ୍ଚଳକୁ ସାମିଲ କରାଯାଇଛି। ୨୦୧୭…

କେନ୍ଦ୍ର-ରାଜ୍ୟ ବିବାଦ: ଫସିଛନ୍ତି ସ୍ବାସ୍ଥ୍ୟବୀମା କାର୍ଡଧାରୀ

ଜଗତ୍‌ସିଂହପୁର ଅଫିସ, ୯।୩: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ପାଇଁ ଯୋଜନା ପରେ ଯୋଜନା କରୁଛନ୍ତି। ହେଲେ ବାସ୍ତବରେ ଏହି ଯୋଜନା ଦ୍ୱାରା ଲୋକମାନେ କେତେମାତ୍ରାରେ ଉପକୃତ ହେଉଛନ୍ତି ତାକୁ ବିଶ୍ଳେଷଣ କରାଯାଉ ନାହିଁ। ଯାହାର ଜ୍ୱଳନ୍ତ ପ୍ରମାଣ…

କରୋନା ଭୟ: ଫିକା ପଡ଼ିଲା ରଙ୍ଗ ବେପାର

ଦଶରଥପୁର,୯।୩(ଡିଏନ୍‌ଏ): ଭୟଙ୍କର ସଂକ୍ରମିତ କରୋନା ରୋଗ ଏବେ ପୃଥିବୀର ସମସ୍ତ ଦେଶକୁ ଧୀରେଧୀରେ କରାୟତ କରିଚାଲିଛି। ଫଳରେ ସବୁ ଦେଶର ଲୋକଙ୍କ ମନରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତ୍ୟେକ ଦିନ ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?