ଆମ ଜିଲା ଖବର

ଚିକିଛା ସାହାଯ୍‌ ଆଶ୍‌ରେ କୈଳାସ

ଲାଠୋର,୯।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର କୈଳାସ ମହାନନ୍ଦ (୫୦)। ଅନେକ ଦିନ୍‌ ହେଲା ପରିଶ୍ରା ଜନିତ ସମସିଆରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ସେ ଉଚ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ସେ…

ଦିବ୍ୟାଙ୍ଗ ସୁକାନ୍ତି, ଧନେଶ୍ୱର ଏବେ ସୁଖଦୁଃଖର ସାଥୀ

ଆରଡ଼ି,୯।୩(ଡି.ଏନ.ଏ.)-ସମାଜରେ ସୁସ୍ଥ ଲୋକଙ୍କ ପରି ଜୀବନ ବିତାଇବାକୁ ୨୦୧୭ରେ ବୈଦିକ ରୀତିରେ ବିବାହ କରିଥିଲେ। ୭ ମାସ ତଳେ ସେମାନଙ୍କ କୋଳ ମଣ୍ଡନ କରିଛି ଏକ ଶିଶୁପୁତ୍ର। ତେଲଲୁଣର ସଂସାର ମଧ୍ୟରେ ଦୁଃଖ ଆସିଲେ ବି ସେଥିରେ ଖାତିର ନ କରି…

ପୂର୍ବଭାରତର ତ୍ରିବେଣୀ ବଳଙ୍ଗ, ଶୋଣ, ଗଙ୍ଗାହାର

ବାଲେଶ୍ୱର ଅଫିସ,୯।୩ – ବାଲେଶ୍ୱର ଜିଲା ସଦର ମହକୁମାରୁ ୫ କି.ମି. ଦୂରରେ ବଳଙ୍ଗ, ଶୋଣ, ଗଙ୍ଗାହାର ତିନୋଟି ନଦୀର ସଙ୍ଗମ ସ୍ଥଳ ଅବସ୍ଥିତ। ଉତ୍ତରରୁ ବଳଙ୍ଗ, ଦକ୍ଷିଣରୁ ଶୋଣ ଓ ଦକ୍ଷିଣ ଓ ଉତ୍ତର ମଧ୍ୟରୁ ଗଙ୍ଗାହାର ରେମୁଣା ବ୍ଲକ…

୬ ଡକାୟତ ଗିରଫ, ଜଣେ ଫେରାର

ଛେଣ୍ଡିପଦା, ୯ା୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କମ୍ପସଲା ଜଙ୍ଗଲ ନିକଟରେ ଶନିବାର ରାତିରେ ଏକ ଗ୍ୟାଙ୍ଗର ଡକାୟତି ଯୋଜନା ପଣ୍ଡ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବରପାଇ ପୋଲିସ ସେଠାରେ ଚଢ଼ାଉ କରିବା ସହ ୬ ଜଣଙ୍କୁ ଗିରଫ କରିଛି। ଏଥିସହ…

‘ନାରୀ ସ୍ବୟଂସମ୍ପନ୍ନା ହେଲେ ହଟିବ ତାରତମ୍ୟ’

ଢେଙ୍କାନାଳ ଅଫିସ, ୯।୩: ଢେଙ୍କାନାଳ ଗୋପବନ୍ଧୁ ଟାଉନ ହଲ୍‌ରେ ରବିବାର ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି। ଜିଲା ଆଇନସେବା ପ୍ରାଧିକରଣ, ଜିଲା ପ୍ରଶାସନ ଏବଂ ଇଶୋ ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ…

ଯାଆଁଳ ଉତ୍ପାଦନ କେନ୍ଦ୍ର ହେଲାଣି ଜଙ୍ଗଲ

ଆଠମଲ୍ଲିକ, ୯ା୩(ଡି.ଏନ.ଏ.) ସରକାରୀ ଉଦାସୀନତା ତଥା ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଚରମ ଅବହେଳା ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାରେ ଥିବା ମାଛ ଯାଆଁଳ କେନ୍ଦ୍ର ଏବେ ଏକପ୍ରକାର ଜଙ୍ଗଲିଆ ପରିବେଶରେ ପରିପୂର୍ଣ୍ଣ ହୋଇଗଲାଣି। ଏଠାରେ ଥିବା…

ଏସ୍‌ସିବିକୁ ମୃତ ଶରୀର ଦାନ

ଅନୁଗୋଳ ସହର,୯ା୩- ବାପାଙ୍କ ଶେଷ ଇଚ୍ଛା ପୂରଣ କରିଛନ୍ତି ତିନି ପୁଅ। ମୃତ୍ୟୁ ପରେ ତାଙ୍କ ଶରୀରକୁ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜକୁ ଦାନ କରିବା ପାଇଁ ବାପା ନାମ ପଞ୍ଜୀକରଣ କରିଥିବାରୁ ତଦନୁଯାୟୀ ଶନିବାର ରାତିରେ ମେଡିକାଲ…

କରୋନାକୁ ଭୟ ନ କରି ସଚେତନ ରୁହ: ଜିଲାପାଳ

ବ୍ରହ୍ମପୁର ଅଫିସ,୯ା୩: ଦେଶରେ କରୋନା ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଓଡ଼ିଶାରେ କେହି ଏପରି ଚିହ୍ନଟ ହୋଇନାହାନ୍ତି। ତେଣୁ ଗଞ୍ଜାମ ଜିଲାରେ ଏହି ଭୂତାଣୁକୁ ନେଇ ଭୟ କରିବାର କୌଣସି କାରଣ ନାହିଁ। କେବଳ ସଚେତନ ରହିବା ଆବଶ୍ୟକ ବୋଲି ରବିବାର…

ଜେଲ ଗଲେ ମୁଜାଗଡ଼ ସରପଞ୍ଚ

ଭଞ୍ଜନଗର,୯।୩(ଡି.ଏନ.ଏ) ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତରେ ସରକାରୀ ଚାଉଳ ଓ ଗହମ ହେରଫେର ନେଇ ଶନିବାର ରାତିରେ ବିଡ଼ିଓ ଅନିଲ କୁମାର ସେଠୀ ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାରେ ପୋଲିସ ରବିବାର ଅପରାହ୍ନରେ ସରପଞ୍ଚ ଶିବ ଶଙ୍କର ପ୍ରଧାନଙ୍କୁ ଗିରଫ…

ବର୍ଷାପବନରେ ପାନ ବରଜ, ଫସଲ ନଷ୍ଟ

ହିଞ୍ଜିଳିକାଟୁ,୯ା୩(ଡି.ଏଡ଼୍‌.ଏ.) ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ସମେତ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅପରାହ୍ନ ପ୍ରାୟ ୫ରେ କାଳବୈଶାୀଖୀ ସହ ବର୍ଷାପବନ ହୋଇଛି। ଫଳରେ ବ୍ୟାପକ ଫସଲ ସହ ପାନ ବରଜ ନଷ୍ଟ ହୋଇଛି। ପ୍ରାୟ ୨୦ ମିନିଟ ଧରି ପ୍ରବଳ ପବନ ସାଙ୍ଗକୁ…

ଏମିତି ବି ଆସେ ମୃତ୍ୟୁ

ଉଦଳା,୯ା୩(ଡ଼ି.ଏନ୍‌.ଏ)- ମୃତ୍ୟୁ କେତେବେଳେ କେମିତି ଆସେ ତାହା କହି ହୁଏ ନାହିଁ। ରାଜ୍ୟ ବାହାରେ ଝାଡଖଣ୍ଡର ଧାନବାଦରେ ରହି ଇଞ୍ଜିନିୟରିଂ ପାଠ ପଢୁଥିବା ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଶ୍ରୀବେଦା ଶୁଭଦର୍ଶିନୀ (୨୫) ନାମ୍ନୀ ଜଣେ ଛାତ୍ରୀ ହୋଲି ଉତ୍ସବ ମନାଇବାକୁ…

ହେଟାବାଘ ଆକ୍ରମଣରେ ହରିଣ ମୃତ

ବଡ଼ସାହି,୯ା୩(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ବଡ଼ସାହି ଥାନା ଅଧୀନ ଦୀନବନ୍ଧୁପୁର ଗ୍ରାମବାସୀ ଏକ ହରିଣର ମୃତଦେହକୁ ଉଦ୍ଧାର କରିଛନ୍ତି ା ମୃତ ହରିଣର ଶରୀରର ଅର୍ଦ୍ଧାଧିକ ଅଂଶ ହେଟାବାଘ ଖାଇ ଯାଇଥିବା ବେଳେ ଅବଶିଷ୍ଟ ଅଂଶ ପଡ଼ି ରହିଥିବା ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?