ଆମ ଜିଲା ଖବର

ଝଲସିଲାଣି ପତିରାଜପୁର ମେଳା ମଣ୍ଡପ: ବିରାଜିବେ ଦୋଳଗୋବିନ୍ଦ

ଖଇରା, ୯।୩-କଳା, ସଂସ୍କୃତି, ଆଧ୍ୟାତ୍ମିକତା ଓ ଐତିହ୍ୟର ପ୍ରତୀକ ଭାବେ ବାଲେଶ୍ୱର ଜିଲାର ପତିରାଜପୁର ମେଳା ପ୍ରସିଦ୍ଧ। ସୋମବାର ରାତିରୁ ମେଳା ପଡିଆରେ ଦୋଳମେଳନ ଆରମ୍ଭ ହେଉଥିବାରୁ ସମଗ୍ର ଖଇରା ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ସୁସଜ୍ଜିତ ଆଲୋକ ସାଜସଜ୍ଜା, ଠାକୁରଙ୍କ ବିମାନ…

ପାଇଖାନା ନିର୍ମାଣରେ ଅନିୟମିତତା

ରାୟଗଡ଼(ଗଜପତି), ୯ା୩ (ଡି.ଏନ୍‌.ଏ.) ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମରେ ଗାଁରୁ ସହର ସମସ୍ତ ଅଞ୍ଚଳକୁ ବାହ୍ୟ ମଳମୁକ୍ତ କରିବାହ ପାଇଁ ପ୍ରତ୍ୟେକ ଘରେ ସ୍ବଚ୍ଛ ଶୌଚାଳୟ ନିର୍ମାଣ ଯୋଜନା କରିଛନ୍ତି। ମାର୍ଚ୍ଚ ୩୦ ସୁଦ୍ଧା ପାଇଖାନା ତିଆରି ପାଇଁ ଲକ୍ଷ୍ୟ ରଖିଥିବାବେଳେ କେତେକ…

ସମସିଆ ଘେରରେ ଲରମ୍ଭା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍‌ତର ଜାଗାରେ ଫାର୍ମାସିଷ୍ଟ କରୁଛନ୍‌ ଚିକିଛା

ଅତାବିରା, ୯।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କୁ ସୁଆସ୍‌ତିଅ ସେବା ଯୁଗେଇ ଦେବାରଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ସେନ୍‌ତା ଲୋକ ସଂଖ୍ୟା ଦେଖି ଅନେକ ଜାଗାରେ ନୂତନ ଡାକ୍‌ତରଖାନା ଖୁଲୁଛନ୍‌। ହେଲେ ଅନେକ ଜାଗାରେ ଡାକ୍‌ତର, କରମଚାରୀ,…

ଭାଗବତ ଟୁଙ୍ଗି ପରମ୍ପରାର ସଂରକ୍ଷକ ରମେଶ

ଚନ୍ଦାହାଣ୍ଡି,୯ା୩(ଡି.ଏନ୍‌.ଏ.) ପୂର୍ବରୁ ଗାଁ ଗାଁରେ ଭାଗବତ ଟୁଙ୍ଗି ରହିଥିଲା ା ପ୍ରତି ସନ୍ଧ୍ୟାରେ ଗ୍ରାମବାସୀ ଜଗନ୍ନାଥ ଦାସଙ୍କ ରଚିତ ଭାଗବତ ଶ୍ରବଣ କରୁଥିଲେ। କ୍ରମଶଃ ଆଧୁନିକତାର ସ୍ପର୍ଶରେ ଏହି ଭାଗବତ ଟୁଙ୍ଗିଗୁଡିକ ବନ୍ଦ ହୋଇଗଲା ା ଟିଭି ଏବଂ ମୋବାଇଲ ଆସିଲା…

ବୁଢ଼ୀ ମା’ର ଉପରେ ଦିବ୍ୟାଙ୍ଗ ଝି’ର ବୋଝ୍‌: ବଁଚ୍‌ବାର ରାହା ସାଜିଛେ ମୁଢ଼ି ପସରା

ପର୍ଲା, ୯।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ବୁରୁଧ୍‌ ବିଧବା ଲୋଚନୀ ନାଏକ(୮୦)। ବଏସର ଶେଷ ମୁଡ଼ସାକେ ପୁହୁଁଚିଲେନ। ଗୋଡ଼ହାତ ଥରି ଯାଉଛେ। ଆଏଁଖ୍‌କେ ଭଲଭାବେ ଦିଶ୍‌ବାର ନାଇଁ। ହେଲେ ସଖାଲ ପାଏଲେ ଲୋଚନୀକୁଁ…

ସଚେତନତାର ବାର୍ତ୍ତା ନେଇ ଶୋଭାଯାତ୍ରା : ପାଳିଲେ ‘ବିଶ୍ୱ ମହିଳା ଦିବସ’

ସିମୁଳିଆ, ୮।୩(ଡି.ଏନ.ଏ.)-ନାରୀମାନଙ୍କୁ ସମ୍ମାନ ଓ ସଶକ୍ତୀକରଣର ବାର୍ତ୍ତା ଦେଇ ରବିବାର ପୂର୍ବାହ୍ନରେ ‘ବିଶ୍ୱ ମହିଳା ଦିବସ’ ପାଳିତ ଅବସରରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ପ୍ରୟାସ ଅନୁଷ୍ଠାନର ଜିଲା ସଭାପତି ତଥା ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ସିମୁଳିଆ…

ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି ଦିଗାଲ। ଦୁଇ ଦୁର୍ବୃତ୍ତ ତାଙ୍କୁ କୌଣସି ନିଶାଦ୍ରବ୍ୟ ଦ୍ୱାରା ଅଚେତ କରାଇ ୨୦ ହଜାର…

ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର…

ଓଡ଼ିଶାରେ ମହିଳା ଅଧିକ ସଶକ୍ତ

ବ୍ରହ୍ମପୁର ଅଫିସ, ୮ା୩: ନାରୀ ଶିକ୍ଷା ଗବେଷଣା କେନ୍ଦ୍ର ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି ା ବିଶ୍ୱବିଦ୍ୟାଳୟର କୁଳପତି ଗୋବିନ୍ଦ ଜେ. ଚକ୍ରପାଣି ଏଥିରେ ଅଧ୍ୟକ୍ଷତା କରିଥିଲେ। ସେ ନିଜ ଅଭିଭାଷଣରେ କହିଥିଲେ…

ରାସ୍ତା ତିଆରି କଲେ ଗ୍ରାମବାସୀ

ଭଣ୍ଡାରିପୋଖରୀ, ୮।୩(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ କୁରିଗଁା ପଞ୍ଚାୟତ ଅଧୀନ ୧୨ ନଂ. ୱାର୍ଡ ସୁନିଗ୍ରାମ ରାସ୍ତା ଅବସ୍ଥା ଶୋଚନୀୟ। ୧୦ ବର୍ଷ ତଳେ ଏହି ରାସ୍ତାରେ ମୋରମ ବିଛାଯାଇଥିଲା। ଏବେ ଶୋଚନୀୟ ହୋଇପଡ଼ିଥିବାରୁ ଗ୍ରାମବାସୀ ଯାତାୟାତରେ ହଇରାଣ ହେଉଛନ୍ତି। ଏ ସମ୍ପର୍କରେ ସେମାନେ…

ଅନ୍ତର୍ଜାତୀୟ ମହିଳା ଦିବସ: ‘ଦକ୍ଷତା ବିକାଶ ଆଧାରରେ ପରିଚୟ ସୃଷ୍ଟି କରିବାକୁ ଆହ୍ବାନ’

ସୁନ୍ଦରଗଡ଼,୮।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ କିଶୋର କୁମାର ଦାଶ ସ୍ବାଗତ ଅଭିଭାଷଣ ପ୍ରଦାନ କରି ମହିଳାମାନେ ଅସୀମ ବୁଦ୍ଧିମତ୍ତାର ଅଧିକାରିଣୀ ଓ ସଶକ୍ତ। ତେଣୁ ଏହି ଦିବସରେ ସେମାନଙ୍କର ଉତ୍ତରୋତ୍ତର…

କଲେଜ ପାଚେରି କାର୍ଯ୍ୟ ନିମ୍ନମାନର ଅଭିଯୋଗ: କାମ ବନ୍ଦକଲେ ସଚେତନ ନାଗରିକ

ଜମନକିରା,୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମା ଯୁକ୍ତ ୩ ମହାବିଦ୍ୟାଳୟରେ ନିର୍ମାଣାଧୀନ ପାଚେରି କାମ ନିମ୍ନମାନର ଅଭିଯୋଗ କରି ଜମନକିରା ସଚେତନ ନାଗରିକ ପକ୍ଷରୁ କାମ ବନ୍ଦ କରିଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ଯୁକ୍ତ ୩ ମହାବିଦ୍ୟାଳୟରେ ନୂତନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?