ଆମ ଜିଲା ଖବର

କମାରଶାଳର ରାଣୀ: ପରିବାର ପାଇଁ କୌଳିକ ବୃତ୍ତିକୁ ଆପଣେଇ ନେଇଛନ୍ତି ନିମାପଡ଼ାର ସୁନୀତା

ଯେଉଁଠି କମାରଶାଳରେ କାମ କରିବା ପରି ଏକ କଷ୍ଟ କାମ ପ୍ରତି ପୁଅମାନେ ବୀତସ୍ପୃହ ହେଲେଣି। ସେଠାରେ ଝିଅଟିଏ ହୋଇବି ସୁନୀତା ବାପାଙ୍କ କୌଳିକ ବୃତ୍ତିକୁ ଆପଣେଇ ପରିବାର ଚଳାଇବା ସହ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି… ଆଜିକାଲି ଗଁାଗଣ୍ଡାରେ ଜଳୁନାହିଁ…

ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା

କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍‌ରେ ଲେଖାଯାଇଛି, ରାଜ୍ୟବ୍ୟାପୀ ବିଭିନ୍ନ ଥାନା ଦାୟିତ୍ୱରେ ବର୍ତ୍ତମାନ ୧୦୩ ଜଣ ଇନ୍ସପେକ୍ଟର ଏବଂ ସବ୍‌ଇନ୍ସପେକ୍ଟର କାର୍ଯ୍ୟରତ।…

ଡିଜେ ପେସାରେ ଯାଜପୁର ଜିଲାର ଝିଅ କେଟି

କ୍ଷୀରାବ୍ଧି ତନୟା ଜେନାଙ୍କୁ ସମସ୍ତେ ଜାଣନ୍ତି ଡିଜେ କେଟି ଭାବେ। ବର୍ତ୍ତମାନ କେଟି ଭୁବନେଶ୍ୱରର ଏକ ବଡ଼ ହୋଟେଲରେ ରେସିଡେନ୍ସ ଇନ୍‌ହାଉସ୍‌ ଡିଜେ ଅଛନ୍ତି। ଏହି ପୁରୁଷ ପ୍ରାଧାନ୍ୟ ବୃତ୍ତିରେ ତିଷ୍ଠି ରହିବା ପାଇଁ ତାଙ୍କୁ ବହୁତ ପରିଶ୍ରମ କରିବାକୁ ପଡ଼ିଥିଲା।…

ଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁ

ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ। ଡାକ ନାମ ଦୀପା। ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ। ବାପା ଅମୃତଲାଲ ଜଣେ ଚାଷୀ, ମା’ ସୁଷମା ଅଙ୍ଗନୱାଡ଼ି କର୍ମୀ। ଏବେ ସ୍ନାତକୋତ୍ତର(ଶିକ୍ଷା) ପଢୁଥିବା ଦୀପା…

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗ:ଭିଜିଲାନ୍ସ ତଦନ୍ତ ଦାବି କଲେ ଭାଜପା, ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୮।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏକାଧିକ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଏଥିପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ଦାୟୀ…

କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ ବି…

ଖୋର୍ଦ୍ଧାରୋଡ଼ ଡିଭିଜନର ମହିଳା ଦିବସ ଅଭିଯାନ: ମହିଳା କର୍ମଚାରୀଙ୍କ ଦ୍ୱାରା ଚାଲିଲା ଟ୍ରେନ୍‌

ଜଟଣୀ,୮।୩(ଡି.ଏନ.ଏ.): ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ। ଏହି ପରିପ୍ରେକ୍ଷୀରେ ମହିଳାଙ୍କୁ ସମ୍ମାନ ଜଣାଇ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ମାର୍ଚ୍ଚ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ଦିବସ ପାଳନ କରୁଛି। ଏଥିପାଇଁ ବିଶ୍ୱ ମହିଳା ଦିବସ ଅଭିଯାନ ନାମରେ ବିଭିନ୍ନ…

କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ୍‌ ରୁମ୍‌

କଟକ ଅଫିସ, ୮।୩: କରୋନା ଭୁତାଣୁର ମୁକାବିଲା କରିବା ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଶନିବାର ଅପରାହ୍ନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମାର୍ଗଦର୍ଶିକା…

ଜଗତ୍‌ସିଂହପୁର ଜିଲା ଚିଠି: ସରିଯାଉଛି ଟୋକନ ଅବଧି, ସମସ୍ୟାରେ ପଡୁଛି ଚାଷୀ

ଓଡ଼ିଶାରେ ଚଳିତବର୍ଷ ପ୍ରଥମ ଥର ପାଇଁ ଟୋକନ୍‌ ମାଧ୍ୟମରେ ମଣ୍ଡିରୁ ଧାନ ଉଠୁଛି। ଏହାର ପ୍ରଭାବ ଜଗତ୍‌ସିଂହପୁର ଜିଲାର ଚାଷୀଙ୍କ ଉପରେ ବି ପଡିଛି। ଟୋକନ ବ୍ୟବସ୍ଥା ଜିଲାର ଅଧିକାଂଶ ଚାଷୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। କାରଣ ଟୋକନ୍‌ ପାଇଥିବା…

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି ଯୋଗୁ ଆର୍‌ବିଆଇ ଏଭଳି ପଦକ୍ଷେପ ନେଇଛି। ୟେସ୍‌ ବ୍ୟାଙ୍କର ଏପରି ସ୍ଥିିିତି ଯୋଗୁ ମହାପ୍ରଭୁ…

ରାଜସ୍ବ ବିଭାଗରେ ମୋ’ ସରକାର ବିଫଳ: ବନ୍ଦ ହେଉନି ମେଶିନରେ ବାଲି ଉତ୍ତୋଳନ, ଜୀବିକା ହରାଉଛନ୍ତି ଶ୍ରମିକ

ଯାଜପୁର ଅଫିସ,୮।୩: ରାଜସ୍ବ ଓ ପ୍ରାକୃତିକ ବିପଯର୍ର୍‌ୟୟ ପରିଚାଳନା (ଆରଆଣ୍ଡଡିଏମ୍‌) ବିଭାଗ ଗତ ୨୬ତାରିଖଠାରୁ ମୋ’ସରକାର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି। ହେଲେ ଏଯାଏ ମୋ’ ସରକାର ଯୋଜନାର ତାତ୍ପର୍ଯ୍ୟ ଯାଜପୁର ଜିଲା ରାଜସ୍ବ ବିଭାଗର ତହସିଲ କାର୍ଯ୍ୟଳୟଗୁଡ଼ିକୁ ପହଞ୍ଚି ପାରିନାହିଁ। ମୋ’ସରକାର…

ନାରୀକୁ ଲୋଡ଼ା ସୁରକ୍ଷା

ଢେଙ୍କାନାଳ ଅଫିସ, ୮।୩ – ଶିଳ୍ପରେ ସମୃଦ୍ଧ। ଶିକ୍ଷାରେ ଅଗ୍ରଣୀ। ସ୍ବେଚ୍ଛାସେବୀଙ୍କ ପ୍ରମୁଖ କର୍ମସ୍ଥଳ। ସଚେତନତାର ଅଭାବ ନାହିଁ। ଏସବୁ ସତ୍ତ୍ୱେ ଢେଙ୍କାନାଳ ଜିଲାରେ କମୁନି ନାରୀ ନିର୍ଯାତନା। ବଳାତ୍କାର, ଯୌତୁକ ନିର୍ଯାତନା ଭଳି ମାମଲା ସାଧାରଣ ହେଲାଣି। ବିଗତ ୩ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?