ଆମ ଜିଲା ଖବର

ମହିଳାଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର,୮।୩(ଡି.ଏନ୍‌.ଏ.) – ଭଞ୍ଜନଗର ଥାନା ବାଲିଆପଟାର ବସୁମତି ନାୟକ (୨୮)ଙ୍କୁ ଶୁକ୍ରବାର ରାତିରେ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ହସ୍‌ପିଟାଲକୁ ପଠାଇଛି। ନଂ.୯୭/୨୦ରେ…

୪୫୪ ସରକାରୀ ସ୍କୁଲରେ ଶନିବାର ନୋ ବ୍ୟାଗ୍‌ ଡେ: ପୁତିଗୋପାଳପୁର ସ୍କୁଲରୁ ଶୁଭାରମ୍ଭ

ଛତ୍ରପୁର/ବ୍ରହ୍ମପୁର ଅଫିସ, ୮ା୩(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୪୫୪ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସେମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) – ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର ବିକାଶ କରାଯିବ। ଏ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି।…

ପରୀକ୍ଷା ଖାତା ବୋର୍ଡ ଅଫିସ୍‌ ନ ଯାଇପାରିବା ଘଟଣା: ତଦନ୍ତ କଲେ ଶିକ୍ଷା ବିଭାଗ ଟିମ୍‌

ଉଦଳା, ୮।୩ (ଡି.ଏନ.ଏ.) – ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟରେ ଶୁକ୍ରବାର ଥିଲା ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ଇଂରାଜୀ ପରୀକ୍ଷା । ୭୧ ଜଣ ଛାତ୍ରୀ ପରୀକ୍ଷା ଦେଇଥିଲେ। କିନ୍ତୁ ତ୍ରୁଟିବଶତଃ ୬୯ ଜଣ ଛାତ୍ରୀଙ୍କ ପରୀକ୍ଷା ଖାତା ବୋର୍ଡ ଅଫିସକୁ…

ହାରିନାହାନ୍ତି ହୀରାମଣି

ବାରିପଦା ଅଫିସ, ୮।୩- ଜୀବନ ଯୁଦ୍ଧରେ ହାର୍‌ ନ ମାନି ସଂଘର୍ଷ କରି ହୀରାମଣି ଆଜି ଚର୍ଚ୍ଚାକୁ ଆସିଛନ୍ତି। ବିବାହ ପରେ ତାଙ୍କ ସ୍ବାମୀଙ୍କ ଅକ୍ଷମତା ଅବସ୍ଥା ଦେଖି ଦୀର୍ଘ ୨୦ ବର୍ଷ ତଳେ ମାତ୍ର ଅଳ୍ପ କିଛି ଟଙ୍କାରେ ସେ…

ଆନ୍ତର୍ଜାତିକ ମହିଳା ଦିବସ ଆଜି: ସୁପର ମଡେଲ ଆଶାରେ ସ୍ବୀକୃତି

ଖଇରା, ୮।୩(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ଗଁ। ମାଟିର ଝିଅ ସ୍ବୀକୃତି ମଡେଲିଂ ଦୁନିଆର ଆକର୍ଷଣରେ ଏବେ ବାନ୍ଧି ହୋଇପଡିଛନ୍ତି। ର଼୍ୟାମ୍ପ ଓ୍ବାକ ଓ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ସେ ସୃଷ୍ଟି କରୁଛନ୍ତି କିଛି ଭିନ୍ନ ଚମକ। ମିସ୍‌…

ନର୍ସିଂହୋମ, କ୍ଲିନିକ ଉପରେ ଲଗାମ ନାହିଁ

ବାଲେଶ୍ୱର ଅଫିସ, ୮।୩(ମାନସ ବିଶ୍ୱାଳ)-ବାଲେଶ୍ୱର ସହର ସମେତ ଜଳେଶ୍ୱର, ଭୋଗରାଇ, ସୋର, ସିମୁଳିଆ, ନୀଳଗିରି, ରେମୁଣା ଆଦି ବ୍ଲକରେ ଅନେକ ବେଆଇନ ନର୍ସିଂହୋମ ଓ ଘରୋଇ କ୍ଲିନିକ୍‌ ରହିଛି। ପ୍ରଶାସନ ପକ୍ଷରୁ ଏହା ଉପରେ କୌଣସି ଲଗାମ ନ ଥିବା ଅଭିଯୋଗ…

ସହକାରୀ ଆର୍‌ଆଇଙ୍କୁ ମରଣାନ୍ତକ ଆକ୍ରମଣ: ୪ ଗିରଫ

ସଜନାଗଡ଼, ୮।୩(ଡି.ଏନ.ଏ.)-ନୀଳଗିରି ତହସିଲ ବେଗୁନିଆ ପଞ୍ଚାୟତ ଅଧୀନ ଡୁମଗଣ୍ଡିରା ଗ୍ରାମରୁ ଦିନରାତି ହଜାର ହଜାର ଟ୍ରିପ ବାଲି ଚୋରାରେ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଥିଲା। ଗତ ୬ ତାରିଖ ଅପରାହ୍ନ ୧ଟା ୪୦ ମିନିଟ୍‌ରେ ମିତ୍ରପୁର ସହକାରୀ ରାଜସ୍ବ ନିରୀକ୍ଷକ ମୁକ୍ତିକାନ୍ତ…

ଥଇଥାନ ପୂର୍ବରୁ ଉଚ୍ଛେଦକୁ ବିରୋଧ

ବାଲେଶ୍ୱର ଅଫିସ, ୮।୩-ବାଲେଶ୍ୱର ସହର ସରକାରୀ ଆଇଟିଆଇ କ୍ୟାମ୍ପସ୍‌ ପଛକୁ ୨୩ଟି ଗରିବ ଆଦିବାସୀ ଓ ହରିଜନ ପରିବାର ସରକାରୀ ଜାଗାରେ ଘର କରି ବହୁ ବର୍ଷ ଧରି ବାସ କରିଆସୁଛନ୍ତି। ସେମାନଙ୍କୁ ଥଇଥାନ ନ କରି ସଦର ତହସିଲଦାର ଉଚ୍ଛେଦ…

ପଲିଥିନମୁକ୍ତ ସହର ଗଠନ ଲକ୍ଷ୍ୟରେ ଏସ୍‌ଏଚ୍‌ଜି ମହିଳା

ଜୟପୁର,୮।୩ (ନି.ପ୍ର):ନିଜେ ସ୍ବାବଲମ୍ବୀ ହୋଇ ଜୟପୁରକୁ ପଲିଥିନ ମୁକ୍ତ ସହର ଗଠନ କରିବା ପାଇଁ ୧୦ ମହିଳା ଅଣ୍ଟା ଭିଡିଛନ୍ତି ା ୨୦୧୭ରେ ଜୟପୁର ସହରର ପାରାବେଢା ଅଞ୍ଚଳର ଉକ୍ତ ୧୦ ମହିଳା ମିଶିି ମା’ ସମଲେଶ୍ୱରୀ ସ୍ବୟଂ ସହାୟକ ଗୋଷ୍ଠୀ…

ହାରିବା ପରେ ସଫଳତା

ଜୟପୁର, ୮।୩ (ଡି.ଏନ.ଏ ) ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ ା ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି ଜୀବନ ଯୁଦ୍ଧକୁ ା ପ୍ରତିକୂଳ ସ୍ଥିତିକୁ ବି ଧୈର୍ଯ୍ୟର ସହ ନେବାକୁ ସେ ଅନେକଙ୍କ ପାଇଁ ରାସ୍ତା…

ପଞ୍ଚାୟତ ଆର୍ଥିକ ଦେଣନେଣ ପାଇଁ ବିଡିଓଙ୍କ ପ୍ରତିସ୍ବାକ୍ଷରକୁ ସରପଞ୍ଚ ସଂଘର ବିରୋଧ

ସୋନପୁର, ୮।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସରପଞ୍ଚ ସଂଘର ଏକ ବୈଠକ ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସରପଞ୍ଚ ସଂଘ ସଭାପତି ପ୍ରକାଶ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?