ସ୍ବାବଲମ୍ବୀ କରିଛି ଛେଳି ଚାଷ
ସମ୍ବଲପୁର ଅଫିସ,୮ା୩ (ବ୍ୟୁରୋ) ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କପାଲି ପଞ୍ଚାୟତ ମୁଣ୍ଡେର (ଖଲିଆପାଲିର)ର ମନ୍ଦାକିନୀ ଭୋଇ। ସ୍ବାମୀ କୂଳମଣି ମୁଣ୍ଡେର, ଗୋଟିଏ ପୁଅ ଓ ଗୋଟିଏ ଝିଅଙ୍କୁ ନେଇ ତାଙ୍କ ପରିବାର। ପରିବାରର ଆର୍ଥକ ପରିସ୍ଥିତି ସଜାଡିବାକୁ ଯାଇ ୨୦୦୮ରେ…
ଅନ୍ଧାରୀ ମୁଲକର ଆଲୋକ
ବରଗଡ ଅଫିସ, ୮ା୩ ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ । ଡାକ ନାମ ଦୀପା । ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ ା ବାପା ଅମୃତଲାଲ ଜଣେ ଚାଷୀ, ମା’ ସୁଷମା…
ଦୃଷ୍ଟିହୀନ ମହିଳାଙ୍କୁ ନୂଆଘର କରି ଚାବି : ହସ୍ତାନ୍ତର କଲା ପ୍ରଶାସନ
ବଲାଙ୍ଗୀର ଅଫିସ, ୮ା୩ ମହିଳା ଦିବସ ଅବ୍ୟବହତି ପୂର୍ବରୁ ବଲାଙ୍ଗୀର ଜିଲା ପ୍ରଶାସନ ଜଣେ ଗରିବ ଦୃଷ୍ଟିହୀନ ମହିଳାଙ୍କୁ ନୂଆ ଘର ତିଆରି କରି ହସ୍ତାନ୍ତର କରିଛି ା ଦୃଷ୍ଟିହୀନ ମହିଳା ଶୈଳନ୍ଦ୍ରୀ ସୁନାଙ୍କୁ ଶନିବାର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର…
ବାର୍ହା ଆକ୍ରମଣରେ ଦମ୍ପତି ଆହତ
ଭଞ୍ଜନଗର,୭।୩(ଡି.ଏନ.ଏ.): ମୁଜାଗଡ଼ ରେଞ୍ଜ କୁରୁମପଢ଼ାଳରେ ଶନିବାର ସକାଳ ପ୍ରାୟ ସାଢ଼େ ୮ଟାରେ ବାର୍ହା ଆକ୍ରମଣରେ ଜଣେ ଦମ୍ପତ୍ତି ଆହତ ହୋଇଛନ୍ତି। ସେମାନେ ହେଲେ କୁନି ସେଠୀ ଓ ଆକୁଳ ସେଠୀ। ଆହତଦ୍ୱୟଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର…
ମହିଳାଙ୍କୁ ହତ୍ୟା ଅଭିଯୋଗ, ସ୍ବାମୀ ଅଟକ
ଭଞ୍ଜନଗର,୭।୩(ଡି.ଏନ୍.ଏ.): ଭଞ୍ଜନଗର ଥାନା ବାଲିଆପଟାର ବସୁମତି ନାୟକ (୨୮)ଙ୍କୁ ଶୁକ୍ରବାର ରାତିରେ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ହସ୍ପିଟାଲକୁ ପଠାଇଛି। ନଂ.୯୭/୨୦ରେ ଏକ…
ଭଗବାନପୁରରେ ୧୦ ବଖରା ଜଳିଗଲା
ବୁଗୁଡ଼ା,୭ା୩(ଡି.ଏନ.ଏ.): ବୁଗୁଡ଼ା ଥାନା ଭଗବାନପୁର ଗ୍ରାମରେ ଶୁକ୍ରବାର ମଧ୍ୟରାତିରେ ଅଗ୍ନିକାଣ୍ଡ ଘଟି ୮ ପରିବାରଙ୍କ ୧୦ ବଖରା ଜଳିଯାଇଛି। ଏଥିରେ କେହି ଆହତ ହୋଇ ନଥିବା ବେଳେ ଘରେ ଥିବା ଧାନ, ଚାଉଳ ଓ ବିଭିନ୍ନ ଆସବାବପତ୍ର ଆଦି ଲକ୍ଷାଧିକ ଟଙ୍କାର…
ରାସ୍ତାରୁ ଖୋଳା ଚାଲିଛି ନିମ୍ନମାନର ପିଚୁ
ଭଦ୍ରକ ଅଫିସ,୭।୩: ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୨) ଅଧୀନ ସଦର ବ୍ଲକର ସରଗଡ଼ିଆ-ଚନ୍ଦନପୁର ରାସ୍ତାକାମ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ଉଠିଥିଲା। ଏହି ନିମ୍ନମାନର ରାସ୍ତାକାର୍ଯ୍ୟକୁ ନେଇ ଜଣେ ସାମାଜିକ କର୍ମୀ ଟୁଇଟ୍ କରିବା ପରେ ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଥିଲା।…
‘ନିର୍ବାଚନରେ କଳାଧନ ରୋକିବାକୁ ନିଆଯିବ ପଦକ୍ଷେପ’
କଟକ ଅଫିସ,୭ା୩: ଗତ ସାଧାରଣ ନିର୍ବାଚନରେ ବିପୁଳ ପରିମାଣରେ କଳାଧନ ବ୍ୟବହାର ହୋଇଛି। ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ନଗଦ ଟଙ୍କା, ନିଶାଦ୍ରବ୍ୟ ଏବଂ ଅଳଙ୍କାର ବଣ୍ଟନ କରାଯାଇଛି। କେଉଁ ରାଜ୍ୟରେ କେତେ ପରିମାଣର କଳାଧନ ବ୍ୟବହାର ହୋଇଥିଲା ସେ ନେଇ…
ବିଭିନ୍ନ ସମସ୍ୟା ସମାଧାନ ଦାବିରେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ
କୋରୁକୋଣ୍ଡା,୭।୩(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାର୍ଲାକୋଟା ପଞ୍ଚାୟତ ପୁଷ୍ପାଲି ଆଦିବାସୀ ଅଧିକାର ମଞ୍ଚ ପକ୍ଷରୁ ଶନିବାର ବିଭିନ୍ନ ସମସ୍ୟା ସମାଧାନ ଦାବି ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସ୍ଥାନୀୟ ସରପଞ୍ଚ ସୋମନାଥ ବାରସେଙ୍କୁ ଗ୍ରାମବାସୀ ଏକ ଦାବିପତ୍ର…
ଗାଡ଼ି ଧକ୍କାରେ ଆହତ ହରିଣ ଉଦ୍ଧାର
ହିଞ୍ଜିଳିକାଟୁ,୭।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଓ ଶିକିରି ତାରାତାରିଣୀ ରୋଡ୍ରେ ଗାଡ଼ିଧକ୍କାରେ ଏକ ଆହତ ହରିଣକୁ ଶନିବାର ଉଦ୍ଧାର କରାଯାଇଛି। ହରିଣଟି ରାସ୍ତା ପାରି ହେଉଥିବା ବେଳେ କୌଣସି ଗାଡ଼ି ଧକ୍କାରେ ଆହତ ହୋଇଥିବା ଅନୁମାନ କରାଯାଉଛି। ଆହତ ହରିଣଙ୍କୁ ଦେଖି…
କରୋନା ଡର: ବ୍ରାହ୍ମଣୀପାଳ ବଜାରରେ ବିଦେଶୀଙ୍କୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ, ପୋଲିସର ତଦନ୍ତ ଜାରି
କେନ୍ଦୁଝର,୭।୩(ସ୍ବ.ପ୍ର.): ଦୈତାରୀ ଥାନା ଅନ୍ତର୍ଗତ ଓ ହରିଚନ୍ଦନପୁର ବ୍ଲକ ବ୍ରାହ୍ମଣୀପାଳ ବଜାରରେ ଶନିବାର ସକାଳେ ଜଣେ ବିଦେଶୀ ଚା’ ପିଉଥିବାର ଦେଖି ଲୋକେ ଭୟଭୀତ ହୋଇପଡ଼ିଥିଲେ। କରୋନା ଭାଇରସ୍କୁ ନେଇ ସମସ୍ତ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ଏହି ବିଦେଶୀଙ୍କୁ…
ରୋଡ୍ ଟ୍ୟାକ୍ସ ଫାଙ୍କିଥିବା ବସ୍କୁ ୧୩ ଲକ୍ଷ ଜରିମାନା
ବାଲେଶ୍ୱର ଅଫିସ୍, ୭ା୩(ଡି.ଏନ୍.ଏ.): ବାଲେଶ୍ୱର ପୋଲିସ ଲାଇନ ଛକରେ ଶନିବାର ପୂର୍ବାହ୍ନରେ ଏକ ଘରୋଇ ବସ୍କୁ ସିଜ୍ କରାଯିବା ସହିତ ଲକ୍ଷାଧିକ ଟଙ୍କାର ଜରିମାନା କରାଯାଇଛି। ପୋଲିସ ସହାୟତାରେ ବାଲେଶ୍ୱର ଆଞ୍ଚଳିକ ପରିବହନ ବିଭାଗ ଅଧିକାରୀମାନେ ଶ୍ରୀଲୋକନାଥ ନାମକ ଏକ ଘରୋଇ…

