ଆମ ଜିଲା ଖବର

ମହାପ୍ରଭୁଙ୍କୁ ଦର୍ଶନ କଲେ ରବିଶଙ୍କର

ପୁରୀ ଅଫିସ,୭ା୩: ଆଧ୍ୟାତ୍ମିକ ଗୁରୁ ତଥା ଆର୍ଟ ଅଫ୍‌ ଲିଭିଙ୍ଗ୍‌ର ପ୍ରତିଷ୍ଠାତା ଶ୍ରୀ ଶ୍ରୀ ରବିଶଙ୍କର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ରବିଶଙ୍କର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ତାଙ୍କୁ ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ…

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ଏତଲା

କଟକ ଅଫିସ, ୭ା୩: ଶହୀଦନଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ହାବିଲଦାରଙ୍କୁ ପୋଲିସ ଗିରଫ କରିଥିଲା। ହାବିଲଦାର ଜଣକ ପୀଡିତାଙ୍କ ପିଉସା। ଏହି ଘଟଣାକୁ ନେଇ ଶୁକ୍ରବାର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ରେ ଏତଲା ଦିଆଯାଇଛି। ଘଟଣାର କ୍ରାଇମବ୍ରାଞ୍ଚ…

ବୈଠକ ବେଳେ ବ୍ରହ୍ମଗିରି ତହସିଲଦାରଙ୍କୁ ଆକ୍ରମଣ

ବ୍ରହ୍ମଗିରି,୭ା୩(ଡି.ଏନ୍‌.ଏ.): ବ୍ରହ୍ମଗିରି ଅତିରିକ୍ତ ତହସିଲଦାରଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଶୁକ୍ରବାର ଏକ ବୈଠକ ଚାଲୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ତହସିଲଦାର କିଶୋର କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତହସିଲଦାର ପଣ୍ଡାଙ୍କ ଅଭିଯୋଗକୁ ଭିତ୍ତିକରି ବ୍ରହ୍ମଗିରି ଥାନା ପୋଲିସ ତଦନ୍ତ ଚଳାଇଛି।…

ମହିଳା ପୋଲିସଙ୍କୁ ମିଳୁଛି କର୍ମକ୍ଷେତ୍ରରେ ନିର୍ଯାତନା

କଟକ ଅଫିସ, ୭ା୩: କଟକସ୍ଥିତ ଓଏସ୍‌ଏପି ଷଷ୍ଠ ବାଟାଲିୟନ୍‌ ପରିସରରେ ରାଜ୍ୟସ୍ତରୀୟ ମହିଳା ପୋଲିସ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ପୋଲିସ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀ ଦେଶରେ ପ୍ରଥମ ବୋଲି ପୋଲିସ ବିଭାଗ ପକ୍ଷରୁ କୁହାଯାଉଛି। ଏହି ସମ୍ମିଳନୀରେ…

ପଞ୍ଚାୟତିରାଜ ବ୍ୟବସ୍ଥା ସଶକ୍ତ କରିବାକୁ ଦାବି

ଢେଙ୍କାନାଳ ଅଫିସ, ୭ା୩ – ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ଦାବିରେ ଢେଙ୍କାନାଳ ଜିଲା କଂଗ୍ରେସ କମିଟି ଏବଂ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଙ୍ଗଠନ ପକ୍ଷରୁ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ପଞ୍ଚାୟତିରାଜ…

ବଢ଼ୁଛି ଚୋରା ଡିନାମାଇଟ କାରବାର

ଅନୁଗୋଳ ଅଫିସ୍‌, ୭।୩ – ଅନୁଗୋଳ ଜିଲାରେ ବଢ଼ୁଛି ଚୋରା ଡିନାମାଇଟ୍‌ କାରବାର। ଏହାକୁ ବିସ୍ଫୋରଣ କରି ନଦୀ, ଯୋର ଆଦିରୁ ମାଛ ମାରିବା ସହଜ ହେଉଥିବାରୁ ଅଧିକରୁ ଅଧିକ ଲୋକ ଏ ନେଇ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଉଛି। ଫଳରେ…

କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କଲେ ଜିଲାପାଳ

ଅନୁଗୋଳ ଅଫିସ, ୭।୩ – ଅନୁଗୋଳ ଜିଲା ସ୍ବାସ୍ଥ୍ୟମିଶନ ଦ୍ୱାରା ଜିଲାସ୍ତରୀୟ ଆଶା ଓ ଗଁ। କଲ୍ୟାଣ ସମିତି ସମ୍ମିଳନୀ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ…

ଦେଢ଼ମାସ ହେଲା ନଳକୂପ ଅଚଳ

ପରଜଙ୍ଗ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ପଞ୍ଚାୟତ ଅଧୀନ ସରକିଶୋରପାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପ ଦେଢ଼ମାସ ହେଲା ଅଚଳ ହୋଇପଡ଼ିଛି। ଫଳରେ ଛାତ୍ରୀଛାତ୍ରମାନେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ମଧ୍ୟାହ୍ନ ଭୋଜନ ରୋଷେଇରେ ମଧ୍ୟ…

ଶ୍ମଶାନ ରାସ୍ତାରେ ରହସ୍ୟଜନକ ସମାଧି

ପାରାଦୀପ, ୭।୩ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ମଧୁବନ ଶ୍ମଶାନ ରାସ୍ତା ନଦୀ ପଠାଠାରେ ଏକ ରହସ୍ୟଜନକ ସମାଧିକୁ ନେଇ ଶୁକ୍ରବାର ଅପରାହ୍ନରେ ହଟଚମଟ ସୃଷ୍ଟି ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ ବି ସମାଧିକୁ ଖୋଳି ନ…

ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ

କୁଜଙ୍ଗ, ୭।୩ (ଡି.ଏନ୍‌.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ ମାରିବା ପରେ ପୋଲିସର ପାରିବା ପଣିଆ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିସହ ପୋଲିସର…

ନିୟମିତ ପଞ୍ଜୀକରଣ, ନବୀକରଣ କର

ଅନୁଗୋଳ ଅଫିସ୍‌,୭।୩ – ଅନୁଗୋଳ ଶ୍ରମ ଜିଲାର ୫ଟି ବ୍ଲକର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଶୁକ୍ରବାର ଅନୁଗୋଳ ପୌରପାଳିକା ଟାଉନ୍‌ ହଲ ଠାରେ ନିର୍ମାଣ ଶ୍ରମିକ ସେବା ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ମୁଖ୍ୟଅତିଥି ଭାବେ…

୫ ଗ୍ରାମ୍ୟରାସ୍ତାର ହେବ ଉନ୍ନତୀକରଣ

ଭୁବନ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ଅଧ୍ୟକ୍ଷତା କରିଥିଲେ। ଖୁବ୍‌ଶୀଘ୍ର ବ୍ଲକର ୫ ବ୍ୟସ୍ତବହୁଳ ଗ୍ରାମ୍ୟରାସ୍ତାର ଉନ୍ନତୀକରଣ କରାଯିବ। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?