ଆମ ଜିଲା ଖବର

ଫେରିଯିବ ଦେଢ଼ କୋଟିର ଅନୁଦାନ

ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍‌ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା ନିୟମ…

୩ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ: ତାଲା ଭାଙ୍ଗି ସ୍କୁଲ କମିଟିକୁ ଦାୟିତ୍ୱ ଦେଲା ପ୍ରଶାସନ

ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ ସଦସ୍ୟା ରୋଷେଇ ଘରେ ତାଲା ମାରିବା ପରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଅଭିଯୋଗ ପରେ…

ନୃତ୍ୟରେ କମ୍ପିଲା ମୁକ୍ତାକାଶ ରଙ୍ଗମଞ୍ଚ

ପାଲଲହଡା,୭ା୩(ଡି.ଏନ.ଏ) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ଲୋକ ମହୋତ୍ସବ ମାଲ୍ୟଗିରି ମହୋତ୍ସବର ଶୁକ୍ରବାର ଥିଲା ଦ୍ୱିତୀୟ ସା। ଏହି ଅବସରରେ ଜିଲା ତଥା ଜିଲା ବାହାରୁ ଆସିଥିବା କଳାକାରମାନଙ୍କ ନୃତ୍ୟଗୀତରେ ଦୁଲୁକି ଉଠିଥିଲା ମାଲ୍ୟଗିରି ମୁକ୍ତାକାଶ ରଙ୍ଗମଞ୍ଚ। ପାଲଲହଡା ବିଧାୟକ…

ପାଇପ୍‌ ଫାଟି ମାଡ଼ିଗଲା ପାଉଁଶ ପାଣି

ତାଳଚେର,୭ା୩(ନି.ପ୍ର.) – ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)ର ଆଶ୍‌ ପାଇପ୍‌ ଶୁକ୍ରବାର ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟି ଯିବାରୁ କେତେଜଣଙ୍କ ଘର ସହ ଚାଷ ଜମିରେ ପାଉଁଶ ପାଣି ମାଡ଼ିଯାଇଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର…

ବର୍ଷାରେ ବେହାଲ ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.) ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ଶୁକ୍ରବାର ୫୧ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଗୁରୁବାର ୩୪ ମିମି ବର୍ଷା ରେକର୍ଡ଼ କରାଯାଇଥିଲା। ବର୍ଷା ଯୋଗୁ ହଳଦୀ ଅମଳରେ ବାଧାସୃଷ୍ଟି ହୋଇଥିବାବେଳେ ପନିପରିବା…

ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର

ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ହୋଇଛି। ଏହିକ୍ରମରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ ବୈଠକ…

ଗୁଳିମାଡ଼ରୁ ବର୍ତ୍ତିଲେ ଇଟାଭାଟି ସୁପରଭାଇଜର

ଦିଗପହଣ୍ଡି,୭ା୩(ଡି.ଏନ.ଏ.) ଦିଗପହଣ୍ଡି ଥାନା ଅଧୀନ ମହୁଡ଼ା ଗ୍ରାମ ନିକଟରେ ଜଣେ ଇଟାଭାଟି ସୁପରଭାଇଜରଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ଟାଉନ ଥାନା ବିଜିପୁର ଲକ୍ଷ୍ମୀ ସାହିର ଇଟାଭାଟି ସୁପରଭାଇଜର ସାଗର ପାତ୍ରଙ୍କ ଏତଲା କ୍ରମେ…

ଚେକ ବାଉନ୍ସ ମାମଲା ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ, ୭ା୩-ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମଏଫସି) ଯୁଧିଷ୍ଠିର ଦଳେଇ ଶୁକ୍ରବାର ଏକ ଚେକ୍‌ ବାଉନ୍ସ ମାମଲାର ବିଚାର କରି ଅଭିଯୁକ୍ତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ତତ୍କାଳୀନ ସେକ୍ସନ ଅଫିସର ଶେଷଦେବ ସାହୁଙ୍କୁ ୨ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି…

କଳା,ସଂସ୍କୃତିର ପୁନରୁଦ୍ଧାରକୁ ଅଣଦେଖା

ଚମ୍ପୁଆ,୭।୩(ଡି.ଏନ.ଏ.)- ଲୋପ ପାଇ ଯାଉଥିବା କଳା,ସଂସ୍କୃତିର ପୁନରୁଦ୍ଧାର ଓ କଳାକାରଙ୍କୁ ପ୍ରୋତ୍ସାହନ ଯୋଗାଇବା ଲକ୍ଷ୍ୟ ନେଇ ଏଠାରେ ଖୋଳାଯାଇଥିବା ବି.କେ.ଏସ୍‌.ଏସ୍‌. କାର୍ଯ୍ୟାଳୟ ଲକ୍ଷ୍ୟଠାରୁ ଦୂରରେ ରହିଛି। କଳା ସମ୍ବନ୍ଧୀୟ ଆଲୋଚନା ଓ ବୈଠକ ଆୟୋଜନ କରି କଳା ସଂସ୍କୃତିର ବିକାଶ ଦିଗରେ…

ସଙ୍କଟରେ କୁମ୍ଭାକାରଙ୍କ କୌଳିକ ବୃତ୍ତି

ଜୟପୁର, ୭ା୩ (ନି.ପ୍ର) କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମ୍ଭାରପୁଟ କୁମ୍ଭାରଙ୍କ ପାଇଁ ପ୍ରସିଦ୍ଧ। କିନ୍ତୁ ଗ୍ରାମରେ ରହୁଥିବା ୨ ପରିବାରଙ୍କ ଜୀବନ ଜୀବିକା ଏବେ ସଙ୍କଟରେ। ପରିବାରର ସମସ୍ତ ସଦସ୍ୟ ୨୪ ଘଣ୍ଟା କାମ କଲେ ମଧ୍ୟ ପେଟ…

କାମ ଦେଉନି ଧରପଗଡ଼, ଜରିମାନା ଆଦାୟ

କେନ୍ଦୁଝର, ୭।୩ (ସ୍ବ.ପ୍ର.)- ଖଣିଖାଦାନ ଭରା କେନ୍ଦୁଝର ଜିଲାରେ ରାସ୍ତାଘାଟ ଦୁରବସ୍ଥା, ଟ୍ରାଫିକ ସମସ୍ୟା ଓ ବିଭିନ୍ନ ସମୟରେ ଘଟୁଥିବା ଦୁର୍ଘଟଣା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାରେ ପ୍ରଶାସନ ସଫଳ ହୋଇ ପାରୁ ନାହିଁ ।…

ଝୁଲୁଛି ବିପଦ

ବାରିପଦା ଅଫିସ,୭ା୩- ବିଦ୍ୟୁତ୍‌ ବିଭାଗର ବେଫିକର ମନୋଭାବ ଯୋଗୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଧନ ଜୀବନର ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। ମୁଣ୍ଡ ଉପରେ ବିପଦ ସାଜି ଝୁଲି ରହିଛି ବିଦ୍ୟୁତ୍‌ ତାର। ସେହିପରି ରାସ୍ତା ପାର୍ଶ୍ୱ ଟ୍ରାନ୍ସଫର୍ମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?