ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ବୋହୂର ସ୍ବୀକୃତି ଦାବି କଲେ ଯୁବତୀ
ପରଜଙ୍ଗ, ୫।୧୨(ଡି.ଏନ.ଏ.) – ବୋହୂର ସ୍ବୀକୃତି ଦାବିକରି ଜଣେ ଯୁବତୀ ପ୍ରେମିକଙ୍କ ଘର ବାରଣ୍ଡାରେ ଦୁଇଦିନ ହେଲା ଧାରଣାରେ ବସିବା ଘଟଣା ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଚର୍ଚ୍ଚାର ବିଷୟ ହୋଇଛି। ନ୍ୟାୟ ନ ମିଳିଲେ ପୀଡ଼ିତା ଜଣକ…
ପୁରାତନ ଛାତ୍ରୀଛାତ୍ରଙ୍କ ବନ୍ଧୁମିଳନ
ଶଙ୍କରାଖୋଲ,୫ା୧(ଡି.ଏନ୍.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ଶାଳବଣଠାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରିଥିବା ୧୯୯୦ ମାଟ୍ରିକ ବ୍ୟାଚର ଛାତ୍ରୀଛତ୍ରଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକ, ଜିଲା ତଥା ରାଜ୍ୟ ବାହାରେ ରହୁଥିବା ପୁରାତନ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଏହା…
ପୃଥକ୍ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର
ଦାରିଙ୍ଗବାଡ଼ି,୫।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ଅଞ୍ଚଳରେ ଘନକୁହୁଡି ଯୋଗୁ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦାରିଙ୍ଗବାଡ଼ି ଥାନା କାଜୁରିପାଙ୍ଗା ଅଞ୍ଚଳର ଅନନ୍ତ ନାୟକ। ଅନନ୍ତ ପୁଅ ଯୋଶେଫଙ୍କ ସହ ଶୁକ୍ରବାର ଏକ ଲୁନା ଯୋଗେ…
ବେଆଇନ କ୍ଲିନିକ ଉପରେ ପ୍ରଶାସନର ଚଢାଉ: ବାହାରେ ତାଲା, ଭିତରେ ରୋଗୀ ଚିକିତ୍ସା
ଦିଗପହଣ୍ଡି,୫ା୧(ଡି.ଏନ.ଏ.)-ଦିଗପହଣ୍ଡି ବସ୍ଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ସାଗର ପାଥୋଲୋଜି ଏବଂ କଲ୍ୟାଣୀ ମେଡ଼ିସିନ ଷ୍ଟୋର ଓ କ୍ଲିନିକ୍ରେ ଶନିବାର ପୁଣିଥରେ ପ୍ରଶାସନିକ ଚଢାଉ କରାଯାଇଥିଲା। ପ୍ରଥମେ ସାଗର କ୍ଲିନିକରେ ଚଢାଉ କରାଯାଇଥିଲା। କ୍ଲିନିକ ମୁଖ୍ୟ ଦରଜାରେ ତାଲା ପଡ଼ିଥିଲେ ମଧ୍ୟ…
୨ ବେଆଇନ କ୍ଲିନିକ୍ରେ ପ୍ରଶାସନର ଚଢ଼ାଉ
ଗୋପାଳପୁର,୫ା୧ -ଦୀର୍ଘବର୍ଷ ହେଲା ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳରେ ନକଲି ଡ଼ାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ବେଆଇନ କ୍ଲିନିକ କରି ରୋଗୀଙ୍କୁ ଚିକିତ୍ସା ଆଳରେ ଶୋଷଣ କରାଯାଉଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର ହୋଇ…
ଗୁଗଲ୍ରେ ସର୍ଚ୍ଚ କରି ଲଜ୍ ବୁକିଂ ମହଙ୍ଗା ପଡ଼ିଲା: ଠକାମିର ଶିକାର ହେଲେ ପର୍ଯ୍ୟଟକ, ଲଜ୍ ମାଲିକ ଗିରଫ
ଗୋପାଳପୁର,୫ା୧ -ପଶ୍ଚିମବଙ୍ଗ ଚବିଶପ୍ରଗଣା ଅଞ୍ଚଳର କେତେଜଣ ପର୍ଯ୍ୟଟକ ଗୋପାଳପୁର ବେଳାଭୂମି ବୁଲିବା ପାଇଁ ଯୋଜନା କରିଥିଲେ। ଏନେଇ ଗୁଗଲ୍ରେ ସର୍ଚ୍ଚ କରି ଗୋପାଳପୁର ବେଳାଭୂମିରେ ଥିବା ଏକ ରିସର୍ଟ ମ୍ୟାନେଜରଙ୍କ ମୋବାଇଲ ନମ୍ବର ପାଇଥିଲେ। ତାଙ୍କୁ ଫୋନ କରି ୧୭ଟି ରୁମ୍…
୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା: ଆମରଣ ଅନଶନ ପରେ ମିଳିଲା ନିଯୁକ୍ତି ପ୍ରତିଶ୍ରୁତି
ବ୍ରହ୍ମପୁର ଅଫିସ,୫ା୧-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ନେଇ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ପକ୍ଷରୁ ଦିଆଯାଇଥିବା ଧାରଣା ଶନିବାର ପ୍ରତ୍ୟାହୃତ ହୋଇଛି । ଗତ ୨…
ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ଇ-ଅଭିଯୋଗ ଦରଖାସ୍ତ: ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଅନିବାର୍ଯ୍ୟ
ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅନିବାର୍ଯ୍ୟ । ଛତ୍ରପୁରରେ ଅନୁଷ୍ଠିତ ଇ-ଅଭିଯୋଗ ଦରଖାସ୍ତ ଉପରେ ସମୀକ୍ଷା…
ଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀ
ଚମ୍ପୁଆ, ୫ା୧(ଡି.ଏନ୍.ଏ.)- ଚମ୍ପୁଆ ଏନଏସି ଗଠନ ହେବାର ୫ ବର୍ଷ ପୂରିବାକୁ ଆଉ ଅଳ୍ପ କିଛି ମାସ ବାକି ରହିଥିବା ବେଳେ ୱାର୍ଡବାସୀ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି। ବାରମ୍ବାର ୱାର୍ଡବାସୀ ଏନଏସି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରୁଥିଲେ…
ରାଣୀତାଲରେ ଦୁର୍ଘଟଣା, ଭିଡ଼ରେ ଫସିଲେ ମନ୍ତ୍ରୀ: ଗଳାପୋଲ ଦାବି ଜଣାଇଲେ ଆନ୍ଦୋଳନକାରୀ
ଭଦ୍ରକ ଅଫିସ, ୫।୧- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବିରେ ଆନ୍ଦୋଳନ ଜାରି ରହିଛି। ଶନିବାର ଏହି ଆନ୍ଦୋଳନ ୧୨ ଦିନରେ ପହଞ୍ଚିଛି। ଏପରି ସ୍ଥିତିରେ ଶନିବାର ଅପରାହ୍ନରେ ୧୬ ନମ୍ବର ଜାତୀୟ ରାଜପଥରେ କାମ କରୁଥିବା କନଷ୍ଟ୍ରକ୍ସନର ଦୁଇଜଣ କର୍ମଚାରୀ…
ବର୍ଷାରେ ଭିଜିଲା ଅମଳ ଧାନ
ବନ୍ତ,୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇଛି। ଗତ ନଭେମ୍ବରରେ ବୁଲବୁଲ୍ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ ଚାଷୀମାନଙ୍କୁ କ୍ଷତିପୂରଣ ମିଳି ନ ଥିବାବେଳେ ଏବେ ଅଦିନିଆ ବର୍ଷା ଦାଉ ସାଧୁଛି।…
ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପ୍ରତିବାଦରେ ସହର ପରିକ୍ରମା
ବାଲେଶ୍ୱର ଅଫିସ, ୫।୧-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନାଗରିକ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକ ପଞ୍ଜୀକରଣ (ଏନ୍ଆରସି), ନୂତନ ପଦ୍ଧତିରେ ଜନଗଣନା (ଏନ୍ଆରପି)କୁ ବିରୋଧ କରି ବାଲେଶ୍ୱର ପ୍ରୋଗ୍ରେସିଭ୍ ସିଟିଜେନ୍ ଫୋରମ୍ ପକ୍ଷରୁ ଶନିବାର ସୁନହଟସ୍ଥିତ ଦରଘା ମଇଦାନରୁ ଶତାଧିକ…
Archives


