ଆମ ଜିଲା ଖବର

ଶନିବାର ହାଇକୋର୍ଟରେ ବସିବ ସ୍ବତନ୍ତ୍ର ବେଞ୍ଚ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…

ଆଜି ମହିଳା ପୋଲିସ ସମ୍ମିଳନୀ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…

କରୋନାକୁ ନେଇ ଗୁଜବ: ୭ ତୁଳସୀପତ୍ର ଖାଇବାକୁ ପ୍ରଚାର

ପୁରୀ ଅଫିସ,୬।୩: କରୋନାକୁ ନେଇ ଆରମ୍ଭ ହୋଇଯାଇଛି ବିଭିନ୍ନ ପ୍ରକାର ଗୁଜବ। ଏହି ପ୍ରାଣଘାତୀ ଭାଇରସ୍‌ କବଳରୁ କିପରି ରକ୍ଷା ପାଇହେବ ସେଥିଲାଗି ସୋସିଆଲ ମିଡିଆରେ ନାନା ପ୍ରକାର ପୋଷ୍ଟ କରାଯାଉଛି। ତେବେ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏକ ଗୁଜବ ପ୍ରଚାରିତ…

ବୈତରଣୀ ନଦୀବନ୍ଧ ନିର୍ମାଣରେ ବ୍ୟାପକ ଅନିୟମିତତା

ଯାଜପୁର ଅଫିସ,୬।୩: ଯାଜପୁର ଜିଲା ଦଶରଥପୁର ବ୍ଲକବାସୀଙ୍କ ପାଇଁ ବୈତରଣୀ ଜୀବନରେଖା ସଦୃଶ। ଏହି ନଦୀଜଳରୁ ଅଧିକାଂଶ ଚାଷୀ ସେମାନଙ୍କ ଚାଷ କାର୍ଯ୍ୟ ସମ୍ପାଦନ କରିଥାନ୍ତି। ହେଲେ ଏହି ବ୍ଲକର ଗ୍ରାମାଞ୍ଚଳର ନଦୀ ଅବବାହିକା ପରିଚାଳନାର ଶୋଚନୀୟ ଅବସ୍ଥାକୁ ଦେଖିଲେ ଯେକେହି…

କଳିଙ୍ଗନଗର ଶିଳ୍ପାଞ୍ଚଳ: ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ,୬।୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ଯୋଗୁ ଜଳ ସଞ୍ଚୟ ଓ ବିଶୋଧନ ପ୍ରକ୍ରିୟା ପରାହତ ହେଉଛି। ଏଠାରେ ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉକତ୍ଟ ହୋଇଛି। ବିଶେଷକରି ଭିସା ଷ୍ଟିଲ, ଜିନ୍ଦଲ ଷ୍ଟେନ୍‌ଲେସ ଷ୍ଟିଲ ଓ ବ୍ରାହ୍ମଣୀ ରିଭର୍ସ…

ରାସ୍ତା ଉପରେ ବୋହୁଛି ବର୍ଜ୍ୟଜଳ: ଗାଁକୁ ଆସିବାକୁ ରାଜି ହେଉନାହାନ୍ତି ଅତିଥି

ରସୁଲପୁର,୬।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତର ୫ଟି ସାହିରୁ ପ୍ରଥମ ଓ ପଞ୍ଚାୟତର ବଡ ସାହି ଭାବେ ଗଣାଯାଉଥିବା ନୂଆସାହି ରାସ୍ତା ଗମନାଗମନ ଉପଯୋଗୀ ହୋଇ ରହିନାହିଁ। ଏହି ପଞ୍ଚାୟତକୁ ସ୍ବଚ୍ଛତା ପୁରସ୍କାର ମିଳିଥିବାବେଳେ ପଞ୍ଚାୟତର ପରିବେଶ ଅତ୍ୟନ୍ତ ଅସ୍ବଚ୍ଛ ଥିବା…

ସ୍ବାଭିମାନ ଅଞ୍ଚଳରେ ସରିଲାଣି ୯୦ କିମି ମାଟି, ୨୦ କିମି ପିଚୁ

ମାଲକାନଗିରି,୬|୩ (ଡି.ଏନ୍‌.ଏ.) – ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟ କରୁଥିବା ଜଣେ କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ବେହେରାଙ୍କୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଶଂସା କରିଛନ୍ତି। ୫ଟି ବିଭାଗର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଭିଡିଓ…

ବିନିକା ବ୍ଲକ: ୨୧ରୁ ୧୧ ହାଇସ୍କୁଲରେ ନାଇଁ ଖେଲ ପଡ଼ିଆ

ବିନିକା, ୬।୩ (ଡି.ଏନ୍‌.ଏ.)- ମାନିସିକ, ଶାରୀରିକ ବିକାଶ ସଂଗେ ଦିହିପାକେ ନିରୁଜ୍‌ ରଖବାକେ ହେଲେ ଖେଲକୁଦ ନିହାତି ଦରକାର। ସେଥିରଲାଗି ସରକାର ସ୍କୁଲ, କଲେଜର ଛାତ୍ରୀଛାତ୍ରକଁର ଶାରୀରିକ, ମାନସିକ ବିକାଶ ଲାଗି ପାଠ୍‌ପଢ଼ା ସଂଗେ ଖେଲକୁଦକେ ଯୁଡ଼ିଛନ୍‌। ସ୍କୁଲ, କଲେଜମାନକେ ଖେଲ…

ଗାଁଗଁଡ଼ାରେ ବଁଚିଛେ ଖେଜାବୁଜାର କୁଚନି ପସରା

ବିଜେପୁର, ୬।୩ (ଡି.ଏନ୍‌.ଏ.)- ସମିଆର ଛାଁଚେ ପଡି ସମାଜର ଚାଲିଚଲନ୍‌ ରିତି ରିକମା ବଦଲିଗଲାନ। ଯେନ୍‌ଥିର ଲାଗି ଚଲିତ ସମିଆରେ ସବୁକିଛି ଡିଜିଟାଲ ହେଇ ବସଲାନ। ହେଲେ ଦିନ୍‌ଥିଲା ମୁନୁଷର କାମକବାର, ମନତନ୍‌ ଅଲଗ୍‌ ଥିଲା। ଇ ଆଧୁନିକ ଯୁଗେ ଲୋକ୍‌…

ବୁରୁଧ୍‌ ମା’ବାପ୍‌ ଉପରେ ଦିବ୍ୟାଙ୍ଗ ପୁଓର ବୋଝ୍‌

ଲାଠୋର, ୬।୩ (ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ତୁରେକେଲା ବ୍ଳକ ଅଧୀନ ଲର୍କି ଗାଁର ଲୋଚନ ନାଗ। ସେ ଝନେ ଗରିବ୍‌ ଲୋକ୍‌। ଦୁଖ୍‌ସୁଖ କରି କୁଟୁମ୍‌ ପୁଷୁଛନ୍‌। ବଛ୍‌ରେ ତଲେ ବରଷାରେ ତାକର ଘରଟା ଭାଂଗି ଯାଇଛେ। ଆବାସ ଯୋଜନାରେ ଘରଖଁଡ଼େ…

ଡେପୁଟେଶନରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ

ବନ୍ତଳା, ୬ା୩(ଡି.ଏନ.ଏ.) – ରୁଗ୍‌ଣ ହୋଇପଡିଛି ଅନୁଗୋଳ ଜିଲା ବନ୍ତଳା ସରକାରୀ ପ୍ରାଣୀ ଚିକିତ୍ସାଳୟ। ଆବଶ୍ୟକ ଡାକ୍ତର ଓ କର୍ମଚାରୀ ନ ଥିବାରୁ ଚାଷୀମାନେ ସେମାନଙ୍କ ଗୃହପାଳିତ ପ୍ରାଣୀଙ୍କ ଚିକିତ୍ସା କରାଇପାରୁନାହାନ୍ତି। ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡୁଥିଲେ…

ଦୁର୍ଘଟଣାରୁ ବର୍ତ୍ତିଲା ଏଲ୍‌ଟିଟି ଏକ୍ସପ୍ରେସ୍‌

ଢେଙ୍କାନାଳ ଅଫିସ, ୬।୩ – ଭାଗ୍ୟ ସହାୟ ହେଲା। ଦୁଇଖଣ୍ଡ ହୋଇଯାଇଥିବା ରେଳଧାରଣାକୁ କୌଣସି ମତେ ଅତିକ୍ରମ କରିଗଲା ଲୋକମାନ୍ୟ ତିଲକ (ଏଲ୍‌ଟିଟି) ସୁପରଫାଷ୍ଟ ଏକ୍ସପ୍ରେସ୍‌। ଫାଟ ଅତିକ୍ରମ କରିବା ସମୟରେ ଟ୍ରେନ୍‌ ଭାରସାମ୍ୟ ହରାଇ ଦୋହଲିଥିଲା। ଏମିତି ଲାଗୁଥିଲା ଟ୍ରେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?