ଆମ ଜିଲା ଖବର

ଅଭିଯୁକ୍ତଙ୍କୁ ୧୫ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ ଅଫିସ, ୬।୩ – ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ସହ ଗର୍ଭବତୀ କରିବା ମାମଲାର ବିଚାର କରି ଅନୁଗୋଳ ସ୍ପେଶାଲ ପୋକ୍ସୋ ଜଜ୍‌ ପ୍ରଭାକର ଗଣ୍ଠିଆ ଗୁରୁବାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ…

ନାଲିଫିତା ତଳେ ନିରାକରଣ ନିଷ୍ପତ୍ତି

ତାଳଚେର,୬ା୩(ନି.ପ୍ର.) – ରାଜ୍ୟ ସରକାରଙ୍କ ରାଜସ୍ବ ତାଲିକାରେ ନମ୍ବର ଓ୍ବାନ ସ୍ଥାନରେ ଥିବା ଅନୁଗୋଳ ଜିଲାର ତାଳଚେର ଶିଳ୍ପାଞ୍ଚଳ ପ୍ରଦୂଷଣରେ ମଧ୍ୟ ଏକ ନମ୍ବର ସ୍ଥାନ ଦଖଲ କଲାଣି। ହେଲେ ଏଥିପ୍ରତି ନା ରାଜ୍ୟ ସରକାରଙ୍କ ଦୃଷ୍ଟି ଅଛି ନା ତାଳଚେର…

ଦୁର୍ଦ୍ଦିନରେ ବାଉଁଶ କାରିଗର

ଫୁଲବାଣୀ ଅଫିସ, ୬ା୩- ଜେଜେ ବାପାଙ୍କ ସମୟରୁ କାମ କରି ଆସୁଛୁ। ଆଉ ବୟସ ନାହିଁ ମୂଳ ପେସାକୁ ଛାଡି ଅନ୍ୟ କୌଣସି କାର୍ଯ୍ୟ କରିବୁ। ମନ ଭିତରେ ଆଶା ଭରି ରହିଛି ଆମର ଉତ୍ପାଦିତ ସାମଗ୍ରୀକୁ ଲୋକେ ଆଦରରେ କିଣିବେ।…

ପୂର୍ବତନ ଏସ୍‌ଇଓଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ, ୬ା୩-ଏକ ଲାଞ୍ଚ ମାମଲାର ବିଚାର କରି ଫୁଲବାଣୀ ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ସତ୍ୟପୀର ମିଶ୍ର କ.ନୂଆଗାଁ ବ୍ଲକର ପୂର୍ବତନ ସାମାଜିକ ଶିକ୍ଷା ସଙ୍ଗଠକ (ଏସ୍‌ଇଓ) ନବକେଶି ଦେଶୀନାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ତାଙ୍କୁ…

୬୪ ଗ୍ରାମସଭାରେ ଏନ୍‌ପିଆର ବିରୋଧରେ ରିଜୋଲ୍ୟୁଶନ୍‌ ପାସ

ବ୍ରହ୍ମପୁର ଅଫିସ,୬ା୩- ନାଗରିକତ୍ୱ ସଂଶୋଧନ ଆଇନ-୨୦୧୯(ସିଏଏ), ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି), ଜାତୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର)କୁ ନେଇ ଏବେ ସାରାଦେଶରେ ହିଂସା ଦେଖାଦେଇଛି। ଓଡ଼ିଶାରେ ଏନ୍‌ପିଆର, ଏନ୍‌ଆରସି, ସିଏଏକୁ କାର୍ଯ୍ୟକାରୀ ନ କରିବାକୁ ଦାବି ହୋଇଛି। ଏନେଇ ବିଧାନସଭାରେ ପ୍ରସ୍ତାବ ଆଗତ କରିବାକୁ…

ଭଗାମୁଣ୍ଡାର ପରିଚୟ ରେଶମ ଶିଳ୍ପ

ଯୋଡ଼ା,୬।୩(ଡି.ଏନ.ଏ.)-ଖଣି, ବୈତରଣୀ ଓ ମା’ ତାରିଣୀଙ୍କୁ ନେଇ ସାରା ରାଜ୍ୟ ତଥା ଦେଶରେ କେନ୍ଦୁଝର ଜିଲା ପ୍ରସିଦ୍ଧି ଲାଭ କରିଥିବାବେଳେ ଏବେ ଆଉ ଏକ କୁଟୀରଶିଳ୍ପ ଏହି ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଟସର ରେଶମ ସୂତାରେ ନିର୍ମିତ ଶାଢି,ବସ୍ତ୍ର ପାଇଁ…

୬ ବର୍ଷ ବିତିଲା, ଗଡ଼ିଲାନି ସିଟିବସ୍‌

ଭଦ୍ରକ ଅଫିସ,୬।୩ – ଦିନକୁ ଦିନ ଜନାକୀର୍ଣ୍ଣ ହେଉଛି ଭଦ୍ରକ ସହର। ସଡ଼କ ଓ ରେଳ ଯୋଗାଯୋଗ କ୍ଷେତ୍ରରେ ସହର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଥିଲେ ମଧ୍ୟ ଭଦ୍ରକ ପୌରପାଳିକାରେ ସିଟିବସ୍‌ ସେବା ଏଯାଏ ଆରମ୍ଭ ହୋଇପାରି ନାହିଁ। ଫଳରେ ଦିନକୁ…

୪ ଦିନ ହେଲା ଗାଁରେ ଜଳୁନି ଚୁଲି

ବନ୍ତ,୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତର ଏକ ଗାଁରେ ଗତ ୪ ଦିନ ହେବ ଅଗ୍ନିକାଣ୍ଡ ଗୁଜବ ବ୍ୟାପିବାରୁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଭୟରେ କେହି ନିଜ ଘରେ ଚୁଲି ଜଳାଉ ନାହାନ୍ତି। ଏପରିକି ନିଆଁ ଲାଗିବା ଗୁଜବ…

ଚେକିଂ ଢିଲା,ସୁଧୁରୁନି ବ୍ୟବସ୍ଥା

ବାରିପଦା ଅଫିସ, ୬ା୩- ୨ଟି ପର୍ଯ୍ୟାୟରେ ରାଜ୍ୟ ସରକାର ସଂଶୋଧିତ ମୋଟର ଯାନ ଆଇନକୁ ୬ ମାସ କୋହଳ କରିଥିଲେ। ଗତ ରବିବାର କଣ୍ଟ ପୂରିଲା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଓ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ ପକ୍ଷରୁ…

ଡମ୍ପିଂୟାର୍ଡକୁ ବିରୋଧ, ଆବର୍ଜନା ବୋଝେଇ ଗାଡ଼ି ଅଟକ

ଉଦଳା,୬ା୩(ଡ଼ି.ଏନ୍‌.ଏ.)- ଉଦଳା ଏନଏସିରେ ଡମ୍ପିଂୟାର୍ଡକୁ ନେଇ ଦୀର୍ଘ ଦିନରୁ ବିବାଦ ଲାଗି ରହିଛି। ଫଳରେ ୧୨ଟି ୱାର୍ଡର ଆବର୍ଜନା କେଉଁଠି ପଡ଼ିବ ତାହାକୁ ନେଇ ବାରମ୍ବାର ଏନଏସିକୁ ନାକେଦମ୍‌ ହେବାକୁ ପଡ଼ିଛି ା ଗୁରୁବାର ପୁଣି ଏହି ଡମ୍ପିଂୟାର୍ଡକୁ ନେଇ ଉତ୍ତେଜନାମୂଳକ…

ଏମାନେ କଲେଜ ବେଳର ବନ୍ଧୁ

ରୂପ୍‌ସା, ୬।୩(ବାଞ୍ଛାନିଧି ଦେ)-ସେମାନେ ଥିଲେ କଲେଜ ବେଳର ବନ୍ଧୁ। ବିଏ ପାସ୍‌ ପରେ ଚାକିରି କରିବାକୁ ମନ ବଳାଇଥିଲେ। ମାତ୍ର ପରିବାରର ଅଭାବ, ଅନଟନ ସେମାନଙ୍କୁ ରୋଜଗାର କରିବାକୁ ବାଧ୍ୟ କଲା। ସେମାନେ ପ୍ରଥମେ କଦଳୀ ଚାଷ କରିବାକୁ ସ୍ଥିର କଲେ।…

ଜିଲାସ୍ତରୀୟ ବିଜ୍ଞାନଭିତ୍ତିକ ଗବେଷଣା, ଅନ୍ବେଷଣ ପ୍ରତିଯୋଗିତା: ଏଫଏମ୍‌ କଲେଜର ପ୍ରିୟା, ଅନନ୍ୟା ପ୍ରଥମ

ବାଲେଶ୍ୱର ଅଫିସ, ୬।୩-ବାଲେଶ୍ୱର ସହରସ୍ଥିତ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟରେ ବିଜ୍ଞାନ ଭିତ୍ତିକ ଗବେଷଣା ଓ ଅନ୍ବେଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ପ୍ରଦର୍ଶନୀ ପ୍ରତିଯୋଗିତାରେ ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟର ଅଧ୍ୟାପିକା ମନସ୍ବିନୀ ବେହେରାଙ୍କ ତତ୍ତ୍ୱାବଧାନରେ ଯୁକ୍ତ ୨ ପ୍ରଥମବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?