ଆମ ଜିଲା ଖବର

ଅପହୃତା ନାବାଳିକାଙ୍କୁ ଉଦ୍ଧାର ପାଇଁ ସୋର ଥାନାରେ ଧାରଣା

ସୋର, ୬ା୩(ଡି.ଏନ୍‌.ଏ.)-ଅପହୃତ ନାବାଳିକାଙ୍କୁ ଉଦ୍ଧାର ପାଇଁ ମା’, ବାପା ସମ୍ପର୍କୀୟଙ୍କ ସହ ଥାନା ଆଗରେ ଧାରଣା ଦେଇଥିଲେ। ତୁରନ୍ତ କାଯର୍‌ୟାନୁଷ୍ଠାନ ଗ୍ରହଣ କରି ଝିଅକୁ ଫେରାଇ ଦେବାକୁ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଯାଇଛି। ସୋର ଥାନା ଅଞ୍ଚଳର ଯୁକ୍ତ ୨ରେ…

ପାଲା ମାଧ୍ୟମରେ ବିକାଶର ବାର୍ତ୍ତା

ଖଇରା, ୫।୩(ଡି.ଏନ.ଏ.)-ଗୁରୁବାର ଖଇରା ବ୍ଲକ ପରିସରରେ ବିଜୁ ପଟ୍ଟନାୟକ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ପାଲା ପରିବେଷଣ କରାଯାଇଥିଲା। ଯୁବ ପାଲାଗାୟକ ଛାୟାକାନ୍ତ ମହାନ୍ତି ଓ ସାଥୀ ଏହି ପାଲା ପରିବେଷଣ କରି କଳିଙ୍ଗ ବୀର ବିଜୁ ପଟ୍ଟନାୟକ,…

ଦେଶୀ ବନ୍ଧୁକ ସହ ଶିକାରୀ ଗିରଫ

ସଜନାଗଡ଼, ୫।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଅଭୟାରଣ୍ୟ ଭିତରେ ଦିନକୁ ଦିନ ଶିକାରୀମାନଙ୍କ ପ୍ରାର୍ଦୁଭାବ ବଢିବାରେ ଲାଗିଛି। ଏହାକୁ ରୋକିବା ପାଇଁ କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ରଙ୍କ ନିର୍ଦ୍ଦେଶରେ ଏକ ଟିମ୍‌ ବୁଧବାର ରାତି ୮ଟା ବେଳେ ପୁଟିବନ୍ଧ…

ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ପୋଲିସ ସୂଚନା ମୁତାବକ, ଚିତ୍ତରଞ୍ଜନ ୩ ମାସ ହେଲା…

ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ବଇଣ୍ଡା,୫।୩(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ଥାନା କମରେଇ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ତାଣ୍ଡବ କରିଛି। ଗ୍ରାମର ୩ଟି ଚାଳଘର ଭାଙ୍ଗିବାସହ ଘର ଭିତରେ ଶୋଇଥିବା ସେହି ଗ୍ରାମର ଦେବକୀ ବେହେରା(୬୦)ଙ୍କୁ ଦଳି ମାରି ଦେଇଛି। ଏହାକୁ ନେଇ…

୬ ମାସରେ ୧୦୯ ଗାଁରେ ପହଞ୍ଚତ୍ବ ସମସ୍ତ ଯୋଜନା

ସୋନପୁର,୫।୩(ନି.ପ୍ର.): ପଞ୍ଚାୟତିରାଜ ଦିବସରେ ସୁବର୍ଣ୍ଣପୁର ଜିଲାରେ ଘୋଷଣା ହୋଇଛି ମିଶନ ୧୦୯ କାର୍ଯ୍ୟକ୍ରମ । ଜିଲାପାଳ ମୋନିଷା ବାନାର୍ଜୀ ଏହି ଘୋଷଣା କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଜନସାଧାରଣଙ୍କୁ…

ବିବାହ ବାର୍ଷିକରେ ରୋଗୀଙ୍କୁ ଫଳ ବାଣ୍ଟିଲେ

ବନ୍ତ,୫।୩(ସ୍ବ.ପ୍ର.)-ନିଜ ବିବାହ ବାର୍ଷିକରେ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ଓ ବିସ୍କୁଟ ବାଣ୍ଟି ପ୍ରଶଂସା ସାଉଣ୍ଟିଛନ୍ତି ବନ୍ତ ବ୍ଲକ ସରମରା ଗ୍ରାମର ଦମ୍ପତି ପ୍ରିୟବ୍ରତ ରାଉତ ଓ ଶୁଭଶ୍ରୀ ରାଉତ। ଏହି ଦମ୍ପତି ଗୁରୁବାର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଫଳ ବାଣ୍ଟିବା ସହ…

ହୋଟେଲ ଉପରେ ଚଢାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ପୁରୁଷୋତ୍ତମପୁର, ୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋଦଳା ଥାନା ଅନ୍ତର୍ଗତ ବେଗୁନିଆପଡ଼ାର ଏକ ହୋଟେଲ ଉପରେ ଗୁରୁବାର ଅପରାହ୍ନରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଦେଶୀ ମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ…

କୁସୁନପୁର, ବିଛାଖଣ୍ଡିରେ ଚାଲୁଥିବା ବେଆଇନ କ୍ରସର ଉଚ୍ଛେଦ କାର୍ଯ୍ୟ ୨ୟ ଦିନରେ: ବର୍ତ୍ତମାନ ସୁଦ୍ଧା ୯ଟି କ୍ରସର ଭଙ୍ଗା ସରିଛି

ଧର୍ମଶାଳା, ୫।୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ କୁସୁନପୁର ଓ ବିଛାଖଣ୍ଡିଠାରେ ବେଆଇନ ଭାବେ ଚାଲୁଥିବା କ୍ରସର ଉଚ୍ଛେଦ କାର୍ଯ୍ୟ ଗୁରୁବାର ୨ୟ ଦିନରେ ପହଞ୍ଚିଛି। ପୂର୍ବରୁ ଏ ନେଇ କ୍ରସର ମାଲିକଙ୍କୁ ନୋଟିସ କରାଯାଇଥିଲେ ମଧ୍ୟ ସମୟ ସୀମା…

କରାମାଡ଼ରେ ଫସଲ କ୍ଷତି: ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି ସଚିବ

ବରଗଡ଼ ଅଫିସ,୫।୩: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ରାତିରେ ଅଦିନିଆ ବର୍ଷା ସାଙ୍ଗକୁ କରାମାଡ (କୁଆପଥର ବୃଷ୍ଟି) ହୋଇଥିଲା। ଏଥିରେ ଜିଲାର ସୋହେଲା ବ୍ଲକ ଅନ୍ତର୍ଗତ ସରକଣ୍ଡା, ଜଟର୍ଲା, କରଣ୍ଡୋଲା ଆଦି ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିଲା। ଅଞ୍ଚଳର…

ବ୍ଲକସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ

କେସିଙ୍ଗା, ୫।୩(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଚେୟାରମ୍ୟାନ ସୁକାନ୍ତି ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଅତିଥିମାନେ ଯୋଗଦେଇ ବିଜୁବାବୁଙ୍କ କାର୍ଯ୍ୟଦକ୍ଷତା, ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ପଞ୍ଚାୟତିରାଜର ମୂଳ ଉଦ୍ଦେଶ୍ୟ,…

ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଗୁଳିକାଣ୍ଡ ଘଟଣା: ବିଜେଡି କାଉନ୍‌ସିଲରଙ୍କ ସହ ୩ ଗିରଫ

ପୁରୀ ଅଫିସ,୫।୩: ବହୁ ଚର୍ଚ୍ଚିତ ସଞ୍ଜୟ ବେହେରା ଓରଫ ପାରା ଗୁଳିକାଣ୍ଡ ଘଟଣାରେ କୁମ୍ଭାରପଡ଼ା ପୋଲିସ ବୁଧବାର ପୂର୍ବତନ କାଉନସିଲରଙ୍କ ସମେତ ୩ଜଣଙ୍କୁ ଗିରଫ କରିଥିବା ନେଇ ଏସ୍‌ପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଲେ ବିଜେଡିର ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?