ଆମ ଜିଲା ଖବର

ଛାତ୍ରୀମାନେ ଆତ୍ମରକ୍ଷା କୌଶଳ ଜାଣିବା ଜରୁରୀ: ଶାରୀରିକ-ମାନସିକ ସ୍ତରରେ…

ଭଞ୍ଜନଗର,୨୫।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଛାତ୍ରୀ ଆତ୍ମରକ୍ଷା ତାଲିମ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୈନନ୍ଦିନ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଦିଆଯିବ। ଛାତ୍ରୀମାନେ…

ଜଣଙ୍କୁ ସାଇକେଲରୁ ଟାଣି ନେଇ ଦଳିଦେଲା ହାତୀ, ଆଉ ଜଣଙ୍କୁ ବାଡ଼ିପଟୁ ଭିଡ଼ିନେଇ…

ନୟାଗଡ଼/ରଣପୁର,୨୫ା୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ଖୋର୍ଦ୍ଧା ବନଖଣ୍ଡର ପୃଥକ୍‌ ପୃଥକ୍‌ ସ୍ଥାନରେ ଦୁଇଟି ଭିନ୍ନଭିନ୍ନ ହାତୀ ଆକ୍ରମଣରେ ବୁଧବାର ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ରେଞ୍ଜ ମୟୂରଝଲିଆ ଗାଁର କାଳୁ ମହାରଣା (୫୮)…

ଆଜି ହୋଇଥାନ୍ତା ନାବାଳିକାଙ୍କ ବାହାଘର, ହଠାତ୍‌ ଘରେ ପହଞ୍ଚିଲା ପୋଲିସ ପ୍ରଶାସନ, ତା’ପରେ…

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମର ଜଣେ ୧୭ ବର୍ଷୀୟା ନାବାଳିକଙ୍କୁ ବିବାହ କରିବା ପାଇଁ ନିମନ୍ତ୍ରଣପତ୍ର ବଣ୍ଟା ସରିଥିଲା। ବାହାଘର ପାଇଁ ପରିବାର ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିଲା। ଘରେ ପହଞ୍ଚିଥିଲେ…

ସିନିୟର୍‌ ଗଞ୍ଜାମ କ୍ରିକେଟ ଟିମ ଘୋଷିତ: ଭଞ୍ଜନଗରରୁ ବିଭୁ ପ୍ରସାଦ ସାମିଲ

ଭଞ୍ଜନଗର,୨୫।୨(ବାବୁଲା ପ୍ରଧାନ): ଓଡ଼ିଶା କ୍ରିକେଟ ଆସୋସିଏସନ ଦାରା ଗଞ୍ଜାମ ଜିଲା ସିନିୟର୍‌ କ୍ରିକେଟ ଟିମ ଗତ ୧୮ ତାରିଖରେ ଘୋଷଣା ହୋଇଛି। ଏଥିରେ ଭଞ୍ଜନଗର ବ୍ଲକ ଆଦିବାସୀ ଅଧ୍ୟୁଷିତ ଦଦରାଲୁଣ୍ଡା ଗ୍ରାମର ବିଭୁ ପ୍ରସାଦ ନାୟକ ମନୋନୀତ ହୋଇଛନ୍ତି । ଏହି…

ଅବ୍ୟବସ୍ଥାରେ ସରିଲା ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ଲୋକମାନେ ଜାଣି ନ ପାରି…

ଲୋଇସିଂହା,୨୫।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରିସରରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ହେଲେ ପ୍ରଚାରପ୍ରସାର ଅଭାବରୁ ଲୋକମାନେ ଜାଣି ନ ପାରି ଶିବିରକୁ କମ ସଂଖ୍ୟକ ଆସିଥିବା ଦେଖିବାକୁ ମିଳିଥିଲା। ପିଇଓ ସମାରୁ ଦଣ୍ଡସେନାଙ୍କ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ…

ସୁନାବେଡ଼ା, ୨୫।୨(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ା ଥାନା ଅଧୀନ ଭେଜାପୁଟ ସତ୍‌ସଂଘ ଅଞ୍ଚଳର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ହେଲେ ପଟ୍ଟାଙ୍ଗି ଥାନା ଅଧୀନ ଝାଙ୍କର ଗୁଡ଼ାର ମାଧବ ବଡ଼ଗୁ(୩୭)। ସୂଚନାନୁଯାୟୀ, ମାଧବ ସତ୍‌ସଂଘରେ ସ୍ତ୍ରୀ…

ଜୟପୁର ପୌରାଧ୍ୟକ୍ଷଙ୍କ ବିରୋଧରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ବିଜେଡି : ଭିଜିଲାନ୍ସ ତଦନ୍ତ ଦାବି

କୋରାପୁଟ,୨୫।୨(ଅମିତାଭ ବେହେରା): କୋରାପୁଟ ଜିଲା ଜୟପୁର ପୌର ପରିଷଦ ଅଧ୍ୟକ୍ଷଙ୍କ ବିରୋଧରେ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ ନେଇ ବିଜେଡିର ଜିଲା କାର୍ଯ୍ୟକାରୀ ସଭାପତି ଦୁର୍ଗା ମିଶ୍ର, ପୂର୍ବତନ ପୌରାଧ୍ୟକ୍ଷ ସୂର୍ଯ୍ୟନାରାୟଣ ରଥଙ୍କ ନେତୃତ୍ୱରେ ବହୁ କାଉନସିଲର ଜିଲାପାଳଙ୍କୁ ଅଭିଯୋଗ ପତ୍ର…

ପିଲାକୁ ନେଇ ଶିକ୍ଷୟିତ୍ରୀ ନିଖୋଜ, ମିଳୁନି ପତ୍ତା: ପୋଲିସର ତନାଘନା

ଲୋଇସିଂହା,୨୫।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା କନ୍ଦାଜୁରୀ ପଞ୍ଚାୟତ ଅଧୀନ ତେନ୍ତୁଲିଖୁଣ୍ଟି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ସହକାରୀ ଶିକ୍ଷୟିତ୍ରୀ ନିଖୋଜ ଅଛନ୍ତି। ସମ୍ପୃକ୍ତ ଶିକ୍ଷୟିତ୍ରୀ ଜଣକ ହେଲେ ଛବିରାଣୀ କିଷାନ । ତାଙ୍କର ୩…

ସ୍କୁଲରେ ପୋଡ଼ିହୋଇ ୪ ଛାତ୍ର ଗୁରୁତର ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ଛାତ୍ରଙ୍କ ମୃତ୍ୟୁ

ବିଷମକଟକ,୨୫।୨(ପ୍ରସନ୍ନ କୁମାର ପଣ୍ଡା): ଗତ ଜାନୁଆରୀ ୫ରେ ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡ଼ାକୁଲୁଗୁଡ଼ାସ୍ଥିତ ପ୍ରାଇମେରି ବିଦ୍ୟାଳୟ ପରିସରରେ ପାଠପଢ଼ା ଚାଲିଥିଲା ବେଳେ ଅଗ୍ନିକାଣ୍ଡ ଘଟି ୪ ଛାତ୍ର ଗୁରୁତର ଆହତ ହୋଇଥିଲେ। କଟକ ମେଡିକାଲରେ ଚିକିତ୍ସାଧୀନ ଥିବା ସପ୍ତମ…

ବିଦ୍ୟାଳୟ ହେଉଛି ମଣିଷ ତିଆରି କାରଖାନା

ନୂଆପଡ଼ା,୨୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୋସେଙ୍ଗ ଆଶ୍ରମ ବିଦ୍ୟାଳୟର ୬୮ତମ ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଡୋଲେଶ୍ୱର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କଳାହାଣ୍ଡି ଓ ନୂଆପଡ଼ା ଜିଲା ଶିକ୍ଷା ନିରୀକ୍ଷକ ଉଦୟ ସିଂ…

ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…

ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ ମଧ୍ୟ ଆସିଲେନି। ପାଖ ପଡୋଶୀ ଦେଖଣାହାରୀ ହୋଇ ଥିଲେ ମଧ୍ୟ କେହି ମଧ୍ୟ…

ଶୌଚ ହେବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ଦଳିଦେଲା ହାତୀ

ନିରାକାରପୁର, ୨୫।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନରମାନବି ଗ୍ରାମର ବାବୁଲି ପରିଡା (୪୫)ଙ୍କ ମୃତ୍ୟୁ ଘଟିଛି । କିଛି ଗ୍ରାମବାସୀଙ୍କ ଠାରୁ ପ୍ରକାଶ ଯେ ବାବୁଲି ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?