ଆମ ଜିଲା ଖବର

ହାତୀବନ୍ଧାରେ ‘ମୋ ଗାଁରେ ତହସିଲ’ କାଯ୍‌କରମ

ସିନାପାଲି, ୩।୧ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ସିନାପାଲି ତହସିଲ ଅଧୀନ ହାତୀବନ୍ଧାନେ ସିନାପାଲି ତହସିଲ ତରଫୁ ‘ମୋ ଗଁାରେ ତହସିଲ’ କାଯ୍‌କାରମ ଅନୁଷ୍‌ଠିତ ହେଇଯାଇଛେ। ସିନାପାଲି ତହସିଲଦାର କପିଳଦେବ ସାହୁକଁର ସଭାପତିତ୍ୱନେ ଅନୁଷ୍‌ଠିତ ଇ କାଯ୍‌କରମରେ ନୂଆପଡ଼ା ଉପଜିଲାପାଳ ତରଣୀସେନ ନାଏକ…

ନାଇଁ ମିଲ୍‌ଲା ମହାପ୍ରୟାଣ ଗାଡ଼ି: ଶବ ଖଁଦେଇ ବୁହିଲେ ୬ କି.ମି.

ଭବାନୀପାଟଣା,୩।୧(ସ୍ବ.ପ୍ର/ଡି.ଏନ୍‌.ଏ)- କଳାହାଣ୍ଡି ଜିଲାରେ ବଛର କେତେଟା ତଲେ ନିଜର ମାଏଝିର ଶବକେ ଖଁଦେ ବୁହି ଚରଚାକେ ଆସିଥିଲେ ଦାନ ମାଝି। ଇ ଘଟନା ସେତେବେଲେ ଜାତୀୟସ୍ତରରେ ଚରଚା ହେଇଥିଲା। ଇତାର ପରେ ରାଏଜ୍‌ ସରକାର ମହାପ୍ରୟାଣ ଯୋଜନା ଆରମ୍‌ କରି ସରକାରୀ…

ପଡି ରହିଛି ଧାନ: ଟାର୍ଗେଟ ବଢାଇବାକୁ ଦାବିକଲେ ଚାଷୀ

ଖପ୍ରାଖୋଲ, ୩ା୧(ଡି.ଏନ.ଏ.) – ଚଳିତ ବର୍ଷ ଭଲ ଧାନ ଉତ୍ପାଦନ ହୋଇଛି । ହେଲେ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚିନ୍ତାରେ ଚାଷୀ । ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପ୍ରାଥମିକ କୃଷି ସମବାୟ ସମିତିର ଯୁରିଆ ଧାନ ମଣ୍ଡିରେ…

ଆଧୁନିକୀକରଣ ପରେ ଡାକବିଭାଗର ଗୁରୁତ୍ୱ ବଢ଼ିଛି

ବଲାଙ୍ଗୀର ଅଫିସ, ୩ା୧ – ବଲାଙ୍ଗୀର ଟାଉନ୍‌ ହଲଠାରେ ଗୁରୁବାର ବଲାଙ୍ଗୀର ଡାକ ମଣ୍ଡଳର ୬୧ତମ ପ୍ରତିଷ୍ଠା ଉତ୍ସବ ଏବଂ ମହା ଡାକମେଳା ଅନୁଷ୍ଠିତ ହୋଇଛି ା ମୁଖ୍ୟଅତିଥି ଭାବେ ଯୋଗଦେଇ ବଲାଙ୍ଗୀର ଏମପି ସଙ୍ଗୀତା କୁମାରୀ ସିଂଦେଓ ଡାକସେବାର ଐତିହ୍ୟ,…

୩ ସନ୍ତାନ ଥିବାରୁ କାନାକୋଟ ସରପଞ୍ଚଙ୍କ ପଦବୀ ଅସିଦ୍ଧ

ନବରଙ୍ଗପୁର,୩ା୧(ବି.ପ୍ର)- ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ କାନାକୋଟ ପଞ୍ଚାୟତ ସରପଞ୍ଚ ଜଗ ଭତରାଙ୍କ ୩ଟି ସନ୍ତାନ ଥିବାରୁ ତାଙ୍କ ପଦବୀକୁ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ ଅଜିତ କୁମାର ମିଶ୍ର ଅସିଦ୍ଧ ଘୋଷଣା କରିଛନ୍ତି ା ଏଥିସହ ତାଙ୍କ ନିକଟତମ…

କେନାଲ ଶୁଖିଲା, ପ୍ରଭାବିତ ହେବ ରବିଚାଷ

ମାଲକାନଗିରି, ୩।୧(ସ୍ବ.ପ୍ର.) – ରବି ଫସଲ ପାଇଁ ଚାଷୀ ପ୍ରସ୍ତୁତ ଥିଲେ। ଡିସେମ୍ବର ଆରମ୍ଭରୁ ଆରମ୍ଭ କରିଥାନ୍ତେ ଚାଷ କାମ। କିନ୍ତୁ ପ୍ରଶାସନ ପକ୍ଷରୁ କେନାଲରେ ପାଣି ଛଡା ନ ଯିବାରୁ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ଅସୁବିଧା ନେଇ…

ମଣ୍ଡିରେ ଅବ୍ୟବସ୍ଥା: ବର୍ଷା ଆଶଙ୍କା ସତ୍ତ୍ୱେ ଧାନ ଉଠାଉ ନାହାନ୍ତି ମିଲର

କୋରୁକୋଣ୍ଡା,୩।୧(ଡି.ଏନ୍‌.ଏ.) – ବର୍ଷାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ମାଲକାନଗିରି ଜିଲାର ସମସ୍ତ ମଣ୍ଡି ଆଗାମୀ ୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। କିନ୍ତୁ ପୂର୍ବରୁ ମଣ୍ଡିରେ ପଡିଥିବା ଧାନକୁ ଏଯାଏ ମିଲରମାନେ ଉଠାଉ ନ ଥିବା ଅଭିଯୋଗ ହୋଇଛି।…

ଗୁଣିଗାରେଡ଼ି ସନ୍ଦେହରେ ଆକ୍ରମଣ: ଭୟରେ ଗାଁ ଛାଡ଼ିଲେ ପରିବାର ଲୋକେ

ରାୟଗଡ଼ା ଅଫିସ,୩।୧ – ସଚେତନତା ସତ୍ତ୍ୱେ ଲୋକଙ୍କ ମନରେ ବସା ବାନ୍ଧିଥିବା ଅନ୍ଧବିଶ୍ୱାସ ଦୂର ହେଉନାହିଁ। ଗୁଣିଗାରେଡ଼ିକୁ କେନ୍ଦ୍ରକରି ବାରମ୍ବାର ଲୋକେ ଅଭାବନୀୟ କାଣ୍ଡ ଘଟାଉଛନ୍ତି ା ଆଇନକୁ ହାତକୁ ନେଉଛନ୍ତି ା ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ କନ୍ଧମାଳି…

ଚକାରେ ପମ୍ପ ଦେବାବେଳେ ଦୁର୍ଘଟଣା: ଲୁହାପାତ ଛିଟିକି ଶ୍ରମିକ ମୃତ

ପାରାଦୀପ, ୩ା୧ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ବଡ଼ପଡ଼ିଆ ବସ୍‌ଷ୍ଟାଣ୍ଡ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ଟାୟାର ପମ୍ପ୍‌ଚର ମରାମତି କରୁଥିବା ବେଳେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାଜପୁର ଜିଲା ନାଟପୁର ଅଞ୍ଚଳର…

ମଧ୍ୟାହ୍ନଭୋଜନ ରିପୋର୍ଟକୁ ନେଇ ସନ୍ଦେହ: ସ୍କୁଲ ଛୁଟି ଥାଇ ପିଲାଙ୍କୁ ମିଳିଛି ଖାଦ୍ୟ

କୋରୁକୋଣ୍ଡା ୩।୧(ଡି.ଏନ. ଏ) – ଛାତ୍ରୀଛାତ୍ରଙ୍କୁ ସ୍କୁଲମୁହାଁ କରିବାକୁ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରାଯାଇଛି। କିନ୍ତୁ ସ୍କୁଲ ଛୁଟି ଥିବା ସମୟରେ ମଧ୍ୟ ପିଲାଙ୍କୁ ଏହି ମଧ୍ୟାହ୍ନଭୋଜନ ମିଳିଥିବା ନେଇ ଏକ ତଥ୍ୟ ଅନ୍‌ଲାଇନ ମାଧ୍ୟମରେ ଜଣାପଡିଛି। ପ୍ରକାଶ ଯେ,…

ଆଜି ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ

ପାରାଦୀପ, ୩।୧ (ସ୍ବ.ପ୍ର.) ପୂର୍ବ କ୍ଷେତ୍ରର ପ୍ରବେଶପଥ କୁହାଯାଉଥିବା ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍‌ ବନ୍ଦର ପାରାଦୀପ ଶୁକ୍ରବାର ପାଳନ କରିବ ପ୍ରତିଷ୍ଠା ଦିବସ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଏହି ଅବସରରେ ପାରାଦୀପ ପୋର୍ଟର ଗୋପବନ୍ଧୁ ଗ୍ରୀଡ୍‌ ସଂସଦ…

ସ୍ବାମୀଙ୍କୁ ହତ୍ୟା କଲା ସ୍ତ୍ରୀ

ମୁନିଗୁଡ଼ା,୩।୧(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ମୁନିଗୁଡ଼ାର ଗୁପ୍ତା କଲୋନୀରେ ଜଣେ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନୂଆବର୍ଷରେ ହତ୍ୟା କରିବା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଯୁବରାଜ ଚଣ୍ଡୀ (୩୦)। ସ୍ବାମୀଙ୍କ ମାନସିକ ଓ ଶାରୀରିକ ନିର୍ଯାତନା ସହି ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri