ଆମ ଜିଲା ଖବର

ଆଜି ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସ

ପାରାଦୀପ, ୩।୧ (ସ୍ବ.ପ୍ର.) ପୂର୍ବ କ୍ଷେତ୍ରର ପ୍ରବେଶପଥ କୁହାଯାଉଥିବା ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍‌ ବନ୍ଦର ପାରାଦୀପ ଶୁକ୍ରବାର ପାଳନ କରିବ ପ୍ରତିଷ୍ଠା ଦିବସ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଏହି ଅବସରରେ ପାରାଦୀପ ପୋର୍ଟର ଗୋପବନ୍ଧୁ ଗ୍ରୀଡ୍‌ ସଂସଦ…

ସ୍ବାମୀଙ୍କୁ ହତ୍ୟା କଲା ସ୍ତ୍ରୀ

ମୁନିଗୁଡ଼ା,୩।୧(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା ମୁନିଗୁଡ଼ାର ଗୁପ୍ତା କଲୋନୀରେ ଜଣେ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନୂଆବର୍ଷରେ ହତ୍ୟା କରିବା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଯୁବରାଜ ଚଣ୍ଡୀ (୩୦)। ସ୍ବାମୀଙ୍କ ମାନସିକ ଓ ଶାରୀରିକ ନିର୍ଯାତନା ସହି ନ…

ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ: ଗୋଟିଏ ପରିବାରର ୭ ଆହତ

ଜଗତ୍‌ସିଂହପୁର ଅଫିସ, ୩।୧: ଜଗତ୍‌ସିଂହପୁର ଥାନା ଅଧୀନ ଯଶୋବନ୍ତପୁର ପଞ୍ଚାୟତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତା ଯୋଗୁ ଗୋଟିଏ ପରିବାରର ୭ ଜଣ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଥିବା…

ରୁଗ୍‌ଣ ହେଉଛି ତାଳଚେର ଆର୍‌ଏମ୍‌ସି: ଆୟର ୭୦ ପ୍ରତିଶତ ଯାଉଛି ଦରମାରେ

ତାଳଚେର,୩ା୧(ନି.ପ୍ର.) – ତାଳଚେର ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ସ୍ଥାପନ ହେବାର ପ୍ରାୟ ୨୭ ବର୍ଷ ହେଲାଣି। ଏହାର ବାର୍ଷିକ ଆୟ ୨୭ ଲକ୍ଷ। କିନ୍ତୁ ସମ୍ପାଦକ ଓ କର୍ମଚାରୀଙ୍କ ଦରମା ବାବଦରେ ବାର୍ଷିକ ୧୯ ଲକ୍ଷ ଟଙ୍କା ବ୍ୟୟ ହେଉଛି।…

ଗେଙ୍ଗୁଟିଆ ପଞ୍ଚାୟତରେ ଭତ୍ତା ବଣ୍ଟନରେ ଅବ୍ୟବସ୍ଥା: ମିଳିନି ଡିସେମ୍ବର ଟଙ୍କା

ପରଜଙ୍ଗ, ୩।୧(ଡି.ଏନ.ଏ.) – ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେଳେଙ୍କାରୀକୁ ନେଇ ସୃଷ୍ଟି ହୋଇଥିବା ତୁମ୍ବିତୋଫାନ ନ ଥମୁଣୁ ପରଜଙ୍ଗ ବ୍ଲକରେ ଏବେ ଭତ୍ତା ବଣ୍ଟନ ବ୍ୟବସ୍ଥାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗେଙ୍ଗୁଟିଆ ପଞ୍ଚାୟତର ହିତାଧିକାରୀଙ୍କୁ ଡିସେମ୍ବର ମାସର ଭତ୍ତା ମିଳିନାହିଁ।…

ଫେରିଗଲା ନୂଆପୋଖରୀ ଉନ୍ନତୀକରଣ ଅନୁଦାନ: ଅଂଶୁପା ଢାଞ୍ଚାରେ ହେବ ବିକାଶ

ଢେଙ୍କାନାଳ ଅଫିସ, ୩।୧ – ପୌର ପରିଷଦର ଇଚ୍ଛାଶକ୍ତି ଅଭାବରୁ ଢେଙ୍କାନାଳର ଐତିହ୍ୟସମ୍ପନ୍ନ ନୂଆ ପୋଖରୀ (ଭାଗୀରଥି ସାଗର) ଉନ୍ନତୀକରଣ ପାଇଁ ଆସିଥିବା ୨୭ ଲକ୍ଷ ଟଙ୍କା ଫେରିଯାଇଛି। ଅନୁଦାନ ଅର୍ଥ ଖର୍ଚ୍ଚ ନ ହୋଇ ଫେରିଯିବା ପୌର ପ୍ରଶାସନର ଅପାରଗତାକୁ…

ସାତକୋଶିଆ: ସାଇକେଲରେ ବୁଲି ଦେଖିହେବ ବନ୍ୟଜନ୍ତୁ

ବନ୍ତଳା,୩ା୧ – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ଶୋଭା ବୃଦ୍ଧି କରାଯିବ। ପ୍ରତିବର୍ଷ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ୫ କୋଟିରୁ ଅଧିକ ଟଙ୍କା ବ୍ୟୟରେ ଏ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି।…

ତୀର୍ଥଯାତ୍ରୀଙ୍କୁ ଲୁଟ୍‌ ଉଦ୍ୟମ ପଣ୍ଡ, ୩ ଗିରଫ

ଅନୁଗୋଳ ଅଫିସ/ବଅଁରପାଳ,୩।୧ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ଉଚ୍ଚ ବିଦ୍ୟାଳୟ ନିକଟରେ ବୁଧବାର ବିଳମ୍ବିତ ରାତିରେ ତୀର୍ଥଯାତ୍ରୀଙ୍କଠାରୁ ଲୁଟ୍‌ ଉଦ୍ୟମ ପଣ୍ଡ ହୋଇଛି। ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୩ ଦୁର୍ବୃତ୍ତଙ୍କୁ ତୀର୍ଥଯାତ୍ରୀମାନେ କାବୁ କରି ପୋଲିସ…

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଗୁରୁବାର ଟିକରପଡା ରେଞ୍ଜ କୁମ୍ଭୀର ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ର ସମ୍ମିଳନୀ ଗୃହରେ…

ଶହୀଦ ମେମୋରିଆଲ କ୍ରିକେଟ: ଫିରିଙ୍ଗିଆ, ରାଇକିଆ ବିଜୟୀ

ଫୁଲବାଣୀ ଅଫିସ,୩ା୧- ଫୁଲବାଣୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପୋଲିସ ପଡିଆରେ ଶହୀଦ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏସ୍‌ପି ପ୍ରତୀକ ଗୀତା ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ପ୍ରଥମ ମ୍ୟାଚରେ ଫିରିଙ୍ଗିଆ ଟିମ୍‌ ବିପକ୍ଷ ଆର୍‌. ନୂଆଗାଁ…

ଲୁଦୁ ଜଳପ୍ରପାତ: ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଦାବି

କୋଟଗଡ଼,୩ା୧(ଡି.ଏନ୍‌.ଏ.)- ସରକାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଲାଗି ବହୁ ଟଙ୍କା ଖର୍ଚ୍ଚ କରୁଛନ୍ତି। କନ୍ଧମାଳ ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି। ଏହାର ବିକାଶ ଲାଗି ବହୁ ଟଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଖର୍ଚ୍ଚ କରାଯାଉଛି। କିନ୍ତୁ ଆହୁରି ଅନେକ ପର୍ଯ୍ୟଟନସ୍ଥଳୀ ରହିଛି,…

ପୋଲିସ କର୍ମଚାରୀଙ୍କୁ ଠେଲାପେଲା ଘଟଣା: ଚାଳକ ଗିରଫ, କାର୍‌ ଜବତ

ଦାରିଙ୍ଗବାଡ଼ି,୩ା୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କୁ ଠେଲାପେଲା ସହ ଦୁର୍ବ୍ୟବହାର ଅଭିଯୋଗରେ ପର୍ଯ୍ୟଟକଙ୍କୁ ନେଇ ଆସିଥିବା ଗାଡ଼ି ଚାଳକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଜି.ଉଦୟଗିରି ଥାନା ଗ୍ରେସିଙ୍ଗିଆ ଗ୍ରାମର ସୌମ୍ୟରଞ୍ଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri