ଆମ ଜିଲା ଖବର

ଖୁଚୁରା ମଦ ଦୋକାନ ଖୋଲିବାକୁ ବିରୋଧ

ଛେଣ୍ଡିପଦା,୪।୩(ସ୍ବ.ପ୍ର.) – ଛେଣ୍ଡିପଦା ଥାନା ପାଟକୁମୁଣ୍ଡା ପଞ୍ଚାୟତ ଭାଲୁଖାଇଢ଼ିପ ଠାରେ ପ୍ରସ୍ତାବିତ ଖୁଚୁରା ମଦ ଦୋକାନ ପାଇଁ ପ୍ରକାଶିତ ବିଜ୍ଞପ୍ତିକୁ ବିରୋଧ କରିଛି ଭାଲୁଖାଇଢ଼ିପ ଆଞ୍ଚଳିକ ମହିଳା ମଞ୍ଚ। ଏ ନେଇ ମଙ୍ଗଳବାର ମଞ୍ଚ ସଭାନେତ୍ରୀ ଟୁନୀ ସାହୁଙ୍କ ଆବାହକତ୍ୱରେ ୧୯ଟି…

ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ୍‌

ଆଠମଲ୍ଲିକ,୪।୩(ଡି.ଏନ.ଏ.)-୨୦୧୬ରେ ୩ ଶିଶୁପୁତ୍ରଙ୍କୁ କୂଅରେ ଫିଙ୍ଗି କରାଯାଇଥିବା ଏକ ହତ୍ୟା ମାମଲାର ବିଚାର କରି ମଙ୍ଗଳବାର ଅନୁଗୋଳ ଜିଲା ଆଠମଲ୍ଲିକ ଆଡିଶନାଲ୍‌ ସେସନ୍‌ ଜଜ୍‌ ଏସ୍‌.ଆର୍‌. ସାମନ୍ତ ଅଭିଯୁକ୍ତା ମା’ ଶୋଭାଙ୍ଗିନୀ ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ…

ରାଜାଘର ସୁନାମାଳ କହି ୪ ଲକ୍ଷ ଠକେଇ

ଅନୁଗୋଳ ଅଫିସ୍‌, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା ଅଞ୍ଚଳର ଶତ୍ରୁ ମୋହନ ପ୍ରଜାପତି(୩୩)ଙ୍କୁ ମଙ୍ଗଳବାର ଅନୁଗୋଳ ପୋଲିସ ଗିରଫ କରିଛି। ସମସ୍ତ ଟଙ୍କା…

ପଟୁରେ ପୋତିହେଲାଣି ଆଉଁଳି

ଛେଣ୍ଡିପଦା, ୪ା୩(ସ୍ବ.ପ୍ର.) – ଅଣଜଳସେଚିତ ଜମିକୁ ଜଳସେଚିତ କରି ଚାଷୀଙ୍କ ମୁହଁରେ ହସ ଫୁଟାଇବାକୁ ଦୀର୍ଘ ୫୦ ବର୍ଷ ତଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆରମ୍ଭ ହୋଇଥିଲା ଆଉଁଳି ଜଳସେଚନ ପ୍ରକଳ୍ପ। ହେଲେ ଏହି ଦୀର୍ଘବର୍ଷ ମଧ୍ୟରେ ଉପଯୁକ୍ତ ରକ୍ଷଣାବେକ୍ଷଣ…

ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି। ଘଟଣା ସ୍ଥଳରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମ୍ନମାନର କାମ ଯୋଗୁ ଏପରି…

ପୋଷ୍ୟ ଗ୍ରାମର ବିକାଶ ଚିନ୍ତା

ଭୁବନ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀଛାତ୍ରମାନେ ୫ ପୋଷ୍ୟ ଗ୍ରାମରେ ଦୁଇଦିନ ଧରି ବାଣ୍ଟିଛନ୍ତି ସଚେତନ ବାର୍ତ୍ତା। ଗ୍ରାମବାସୀ କିପରି ନିରୋଗ ରହିବେ, ପିଲାମାନଙ୍କୁ ବିଦ୍ୟାଳୟ ମୁହଁା କରାଇବେ ଏବଂ ସ୍ବଚ୍ଛତା…

ନିର୍ଭୁଲ ତଥ୍ୟ ସଂଗ୍ରହ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୪।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ୨୦୨୧ ଜନଗଣନା ପାଇଁ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିବା ସହ ନିର୍ଭୁଲ ତଥ୍ୟ ସଂଗ୍ରହ କରିବାକୁ…

ଟିପ ମାରି ଉଠାଇନେଲେ ଟଙ୍କା

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତରେ ଥିବା ଗ୍ରାହକ ସେବା କେନ୍ଦ୍ର (କିଓସ୍କ)ରେ ବ୍ୟାପକ ଅର୍ଥ ହେରଫେର ହୋଇଛି। ନକଲି ଟିପଚିହ୍ନରେ ଶାଖା ପରିଚାଳକ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ହୋଇଛି। ଏ ନେଇ ଜଣେ…

୭୮୯ ଜଣଙ୍କୁ ଯୋଗାଯାଇଛି କାମ

ତାଳଚେର,୪ା୩(ନି.ପ୍ର.) – ତାଳଚେର ପଞ୍ଚାୟତ ସମିତି ସଭାଗୃହରେ ମଙ୍ଗଳବାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନ୍‌ଏସ୍‌ଏପି) ସମ୍ପର୍କିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି…

ହ୍ରାସ ପାଉଛି କେନ୍ଦୁପତ୍ର ଉତ୍ପାଦନ

କଣିହାଁ,୪।୩(ଡି.ଏନ.ଏ.) – ଫେବୃୟାରୀ ଯାଇ ମାର୍ଚ୍ଚ ହେଲାଣି। ହେଲେ ଏଯାଏ ତାଳଚେର ଉପଖଣ୍ଡରେ ଆରମ୍ଭ ହୋଇନି କେନ୍ଦୁପତ୍ର ଉତ୍ପାଦନ। ଗତବର୍ଷ ଧାର୍ଯ୍ୟଲକ୍ଷ୍ୟ ପୂରଣ ହୋଇପାରି ନ ଥିବା ବେଳେ ଚଳିତବର୍ଷ ଗୋଛା କଟେଇରେ ଏପରି ବିଳମ୍ବ ଉତ୍ପାଦନ ହ୍ରାସ ଆଶଙ୍କାକୁ ପୁନଃ…

ବଢ଼ି ଚାଲିଛି କନ୍ଧମାଳ ପରିବାଚାଷୀଙ୍କ ଦୁଃଖ

ଫୁଲବାଣୀ ଅଫିସ, ୪ା୩ – ପନିପରିବା ଉତ୍ପାଦନ ଏବଂ ଏହାର ଗୁଣବତ୍ତା ପାଇଁ କନ୍ଧମାଳ ଜିଲା ରାଜ୍ୟରେ ପ୍ରସିଦ୍ଧ। ଏଠାରେ ଉତ୍ପାଦିତ ପନିପରିବାର ବେଶ୍‌ ଚାହିଦା ରହିଛି। ଏଠାରୁ ଉତ୍ପାଦିତ କୋବି ଏବଂ ବିନ୍ସର ଚାହିଦା ସବୁଠୁ ଅଧିକ। ଉତ୍ପାଦନ ଓ…

ଖେଳୁଥିବା ବେଳେ ବିସ୍ଫୋରଣ: ୩ ନାବାଳକ ଆହତ

ହିଞ୍ଜିଳିକାଟୁ,୪ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୯ରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡରୁ ପଥର ଫଟାଇବା ପାଇଁ ବ୍ୟବହୃତ ଡିଟୋନେଟରରେ ବ୍ୟାଟେରି ସଂଯୋଗବେଳେ ଏହି ବିସ୍ଫୋରଣ ଘଟିଛି। ଆହତମାନେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?