ଆମ ଜିଲା ଖବର

ବେଆଇନ୍‌ ମାଟି ଉଠାଣ: ୪ ଟ୍ରାକ୍ଟର, ୧ ଜେସିବିଠାରୁ ୩୦ ହଜାର ଜରିମାନା ଆଦାୟ

ଜମନକିରା, ୩।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ତହସିଲ ଅଧୀନ ଗୁଣ୍ଡୁରୁଚୁଆ ଗାଁ ନିକଟରୁ ସୋମବାର ବେଆଇନ ଭାବେ ମାଟି ଉଠାଣ କରୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ୪ଟି ଟ୍ରାକ୍ଟର (ଓଡି ୧୫କେ ୨୬୬୧),…

ଟ୍ରକ୍‌ ଧକ୍କାରେ ଜଣେ ମୃତ, କ୍ଷତି ପୂରଣ ଦାବିରେ ଆନ୍ଦୋଳନ

କଣିହାଁ,୩।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଲି ଗ୍ରାମର କୁଳୁମା କୁଆଁରୀ ରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଗଣେଶ୍ୱର ସାମଲ। ଘଟଣାସ୍ଥଳରେ ଗଣେଶ୍ୱରଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଚାପା ଉତ୍ତେଜନା…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ/ଗଞ୍ଜାମ,୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ମଙ୍ଗଳବାର ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ଘର ସମେତ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ତେବେ ଆୟ…

ତତ୍କାଳୀନ ମହାକାଳପଡ଼ା ଆଇଆଇସିଙ୍କୁ ମିଳିଲା ଜାମିନ

କଟକ ଅଫିସ, ୩ା୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଥାନା ହାଜତରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣାରେ ତତ୍କାଳୀନ ଆଇଆଇସି ଶ୍ୟାମଘନ ବେହେରାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ତେବେ ନିମ୍ନ ଅଦାଲତ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ହାଇକୋର୍ଟ ନିଜ ରାୟରେ…

ଆଢୁଆଳରେ ‘ଅଦିନ ମେଘ’ର ନାୟିକା

ପୁରୀ ଅଫିସ,୩ା୩: କୁନ୍ତଳା କୁମାରୀ ଆଚାର୍ଯ୍ୟ। ବୟସ ୯୦ ଛୁଇଁଲାଣି। ପୁରୀ ସହରସ୍ଥ ହାବେଳି ଗଳିରେ ରହୁଥିବା କୁନ୍ତଳା ‘ଅଦିନ ମେଘ’ର ନାୟିକା ଭାବେ ବେଶ୍‌ ପରିଚିତା। ତାଙ୍କ ଲିଖିତ ‘ଅଦିନ ମେଘ’ ଉପନ୍ୟାସ ଆଧାରିତ ଚଳଚ୍ଚିତ୍ର ଏକଦା ଓଡ଼ିଶାରେ ବେଶ୍‌…

ଏସ୍‌ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ:ଭଙ୍ଗାଗଲା ୯୫ ଘର

କଟକ ଅଫିସ,୩ା୩:ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ପାଇଁ ଉଚ୍ଛେଦ କାର୍ଯ୍ୟ ସୋମବାର ଠାରୁ ପୁଣି ଥରେ ଆରମ୍ଭ ହୋଇଛି। ସକାଳେ ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ମା’ ମଙ୍ଗଳା ବସ୍ତିର ଘରଗୁଡିକୁ ମେଶିନ ସହାୟତାରେ ଭଙ୍ଗା ଯାଇଥିଲା। ପ୍ରାୟ ୯୫ଟି ଘର ଭଙ୍ଗା…

ଇଥିଓପିଆରେ ଥିଲେ ଅଧ୍ୟାପିକା, ଏବେ ଅସହାୟ

ପୁରୀ ଅଫିସ, ୩ା୩: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସମେତ ପୁରୀ ସହର ହେବ ଭିକାରିମୁକ୍ତ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ୩ତାରିଖ ମଙ୍ଗଳବାରଠାରୁ ପ୍ରଶାସନ ପକ୍ଷରୁ ନୀଳାଦ୍ରି ନିଳୟ ଯୋଜନାରେ ଭିକାରିମାନଙ୍କୁ ଥଇଥାନ କରାଯିବ। ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ…

ଶିକ୍ଷା, ସେବା ଯୋଗାଇବା ଆସ୍‌ମାଙ୍କ ନିଶା

ଯୋଡ଼ା, ୨।୩(ଡି.ଏନ.ଏ.)-ଧର୍ମକୁ ନେଇ ସବୁଆଡ଼େ ହିଂସା ବିବାଦ ଚାଲିଥିବା ବେଳେ କେନ୍ଦୁଝର ଜିଲା ଅନ୍ତର୍ଗତ ଯୋଡା ସହରର ମୁସଲିମ୍‌ ମହିଳା ଆସ୍‌ମା ଖାତୁନ୍‌ ଦେଇଚାଲିଛନ୍ତି ନିରବଚ୍ଛିନ୍ନ ଭାବେ ଶିକ୍ଷାଦାନ ଓ ସେବା। ଜାତି ଧର୍ମ ନିର୍ବିଶେଷରେ ଛୋଟ ଛୋଟ ପିଲାମାନଙ୍କୁ ଶିକ୍ଷାଦାନ…

ବିଦ୍ୟାଳୟରେ କମୁଛି ବାଳିକା ଉପସ୍ଥାନ

ଭଣ୍ଡାରିପୋଖରୀ,୩।୩(ଡି.ଏନ.ଏ.)-ବାଳିକା ସମୃଦ୍ଧି ଯୋଜନା ଭଳି ଅନେକ ସରକାରୀ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ସାଧାରଣତଃ ସର୍ବଶିକ୍ଷା ଅଭିଯାନରେ ୬ରୁ ୧୪ ବର୍ଷ ପିଲାଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ବାଧ୍ୟତାମୂଳକ କରାଯାଇଛି। ରାଜ୍ୟ ସରକାର ବାଳିକା ଡ୍ରପ ଆଉଟ୍‌ ସଂଖ୍ୟା କମାଇବା ଲାଗି ମାଗଣା…

ମଣ୍ଡିରେ ଧାନ କ୍ରୟରେ ଅନିୟମିତତା

ମାର୍ଶାଘାଇ,୩।୩ (ଡି.ଏନ୍‌.ଏ.): ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଦେଇ ସେମାନଙ୍କଠାରୁ ଧାନ କ୍ରୟ କରିବା ପାଇଁ ବିଭିନ୍ନ ସମବାୟ ସମିତିରେ ମଣ୍ଡି ଖୋଲାଯାଇଛି। ଚାଷୀମାନେ କିପରି ସୁବିଧା, ସହଜ ଓ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ଦେଇପାରିବେ ଓ ଅଭାବୀ ବିକ୍ରିର ସମ୍ମୁଖୀନ…

ସହ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ: କୋଲକାତାରୁ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାସୁଦେବପୁର,୩।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ତହସିଲ ଅଧୀନ ବେତଡ଼ା ସହ ରାଜସ୍ବ ନିରୀକ୍ଷକ ସୁରେଶ ଚନ୍ଦ୍ର ସିହ୍ନାଙ୍କୁ ଗତ ୧୪ ତାରିଖରେ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ବାସୁଦେବପୁର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ କୋଲକାତାରୁ ରବିବାର ରାତିରେ ଗିରଫ କରିଛି। ଗିରଫ…

ଜାଗା ଚିହ୍ନଟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ବାରିପଦା ଅଫିସ, ୩ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ଗ୍ରାମବାସୀ ଜମି ପଟ୍ଟା ପାଇଥିବା ବେଳେ ସେମାନଙ୍କ ଜମି ଚିହ୍ନଟ ହୋଇପାରୁ ନାହିଁ। ଫଳରେ କେତେକ ଲୋକ ଅନ୍ୟାୟ ଭାବେ ସେମାନଙ୍କ ଜମିକୁ ମାଡ଼ି ବସିଛନ୍ତି। ଏହାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?